-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କୋଶଳୀ ସର୍ଟ ଫିଲ୍ମ "ବଏନା" ର ଶୁଭାରମ୍ଭ

17-Jun-2023



ବଲାଙ୍ଗୀର(ପ୍ରେରଣା ଖବର ): -ସ୍ଥାନୀୟ ଲର୍କିପାଲି ଆମପଡ଼ା ଗାଆଁରେ କାଇଁଚ ମିଡ଼ିଆର ପଞ୍ଚମ ଅବଦାନ କୋଶଳୀ ସର୍ଟ ଫିଲ୍ମ "ବଏନା" ର ଶୁଭାରମ୍ଭ ହୋଇଯାଇଛି । ତିନି ଦିନ ଧରି ଉକ୍ତ ଗାଆଁରେ ସୁଟିଂ ହୋଇ ଶେଷ ହେବାର ସ୍ଥିର କରାଯାଇଛି । ପଶ୍ଚିମ ଓଡ଼ିଶାର ବିଶେଷ କରି ବଲାଂଗୀର ଜିଲ୍ଲାର ଅନେକ ଗରିବ ପରିବାର ପ୍ରତିବର୍ଷ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ନୂଆଁଖାଇ ପୂର୍ବରୁ ଆଗତୁରା ବଏନା ବା ଅଗ୍ରୀମ ଟଙ୍କା ସର୍ଦ୍ଦାର ଠାରୁ ଆଣି ନିଜର ଅଭାବ ଅନାଟନକୁ ମେଣ୍ଟାଇଥାନ୍ତି । ସେଭଳି ଏକ କରୁଣ କାହାଣୀକୁ ଭିତ୍ତି କରି ଗୋଟିଏ ପରିବାର ସର୍ଦ୍ଦାର ଠାରୁ ବଏନା ନେଇ କେମିତି ନିର୍ଯ୍ୟାତିତ ହୋଇଛନ୍ତି, ତାହା ଏଇ ବଏନା ଫିଲ୍ମ୍ ର  ମୂଖ୍ୟ କାହାଣୀ । ଯାହା ଆଗାମୀ ଦିନରେ ସମାଜକୁ ଏକ ସଚେତନ ବାର୍ତ୍ତା ପ୍ରଦାନ କରିବ ବୋଲି ଆଶା କରାଯାଏ । ଗୋପୀନାଥ ଦଣ୍ଡସେନା ଙ୍କ ପ୍ରଯୋଜନା ରେ ବଏନା ର କାହାଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶକ ଭାବେ ଚୂଡ଼ାମଣି ମୁଦୁଲି ରହିଛନ୍ତି । ଅଭିନୟରେ ନିରଞ୍ଜନ ପଣ୍ଡା, ନେପାଲ ଚନ୍ଦ୍ର ବାଗ, ଉପେନ୍ଦ୍ର କୁମାର ସାହୁ, ରବୀନ୍ଦ୍ର ଠେଟୁଆଲ୍, ଭବାନୀ ଶଙ୍କର ମିଶ୍ର, ରୁଦ୍ରଦେବ ସାହୁ, ତରଣୀ ସେନ୍ ଧରୁଆ, ପାର୍ଥ ବାଗ, ସାନନ୍ଦ ମହାଳିଙ୍ଗ, ବିବେକ ପ୍ରଧାନ, ନିମାଇଁ ଚରଣ ପାଣିଗ୍ରାହୀ, ଐଶର୍ଯ୍ୟା ପୋଢ଼, ସୁଷମା ପୋଢ଼, ରୋଜିସ୍ମିତା ହୋତା, ମାନସୀ ସାହୁ, କୁମୁଦିନୀ ପୃଷ୍ଟି, ତଥା ଅନ୍ୟ ଶିଶୁ କଳାକାର ଦୁଇ ଜଣ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like