-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ବିଜୁ ଯୁବଛାତ୍ର ଜନତା ଦଳ ର ସାଙ୍ଗଠନିକ ବୈଠକ

17-Jun-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଦୁଡ଼ୁକା ପଞ୍ଚାୟତ ଅନ୍ତର୍ଗତ ଫାସଡ ଗ୍ରାମ ର ମହାଦେବ ମନ୍ଦିର କଲ୍ୟାଣ ମଣ୍ଡପ ଠାରେ ବିଜୁ ଯୁବଛାତ୍ର ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକ ରେ ବ୍ଲକ ଯୁବ ବିଜେଡ଼ି ସଭାପତି ନାରାୟଣ ସାହୁ ଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଜୋନ ୨ ର ସଭ୍ୟା ବୀଣାପାଣି ଦାସ , ବ୍ଲକ ବିଜେଡି ସଭାପତି ପଞ୍ଚୁ ପଧାନ , ବରିଷ୍ଟ ଆଇନଜୀବୀ ବିଜୟ ଦାସ , ରାଜ୍ୟସଭା ସାଂସଦ ପ୍ରତିନିଧି  ଜୟନ୍ତ ବେହେରା, ଜିଲ୍ଲା ବିଜେଡି ଛାତ୍ର ସଭାପତି ସୁମନନନ୍ଦ, ସରୋଜ ମହାକୁର ପ୍ରମୁଖ ମଂଚାସୀନ ଥିଲେ l ଆଗାମୀ 2024 ନିର୍ବାଚନ କୁ ଆଖି ଆଗରେ ରଖୀ ଦଳକୁ ସୁଦୃଢ କରିବା ସହିତ ଯୁବ, ମହିଳା ସମସ୍ତ ଙ୍କୁ ନେଇ ସାଂଗଠାନିକ ବୈଠକ କରି ନବୀନ ପଟ୍ଟନାୟକ ଙ୍କ ହାତ ମୁଠାକୁ ଟାଣ କରି ଏକତ୍ରିତ ହେବାସହ ଗ୍ରାମ ସ୍ତରରୁ ସହର ସ୍ତର ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟକ୍ରମ ମାଧ୍ୟମରେ ନିର୍ବାଚନ ବିଜୟ ଧାରା ଜାରି ରଖି ପୁଣି ନବୀନ ପଟ୍ଟନାୟକ ଙ୍କୁ ବିଜୟୀ କରାଇବେ ବୋଲି ସମସ୍ତେ ସଭାରେ ସଂକଳ୍ପ ନେଇଥିଲେ l 

ଏଥିରେ ରାମଚନ୍ଦ୍ର ମେହେର ,ଯୋଗେଶ ମେହେର , ଗୋବର୍ଦ୍ଧନ ମେହେର , ମନୋଜ ସା, ଅନ୍ତ ମେହେର , ପ୍ରମୋଦ ସା, ସଦାନନ୍ଦ ମେହେର , ଆନନ୍ଦ ମେହେର , କାଳିଆ ବରିହା , ମୁକୁନ୍ଦ  ଭୋଇ, ତ୍ରିଲୋଚନ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l ଏହି ଅବସରରେ ବାବୁଫାସଡ ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟା ଯଶୋବନ୍ତ ଦଳାଇ କଂଗ୍ରେସ କୁ ଛାଡି ବିଜେଡି ରେ ଯୋଗଦାନ କରିଛନ୍ତି l ସେ ନବୀନ ପଟ୍ଟନାୟକ ଙ୍କ ତଥା ବିଜେଡି ର ନୀତି, ଆଦର୍ଶ ରେ ଅନୁପ୍ରାଣିତ ହୋଇ ଯୋଗଦାନ କରିଥିବା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like