-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ରେ ଗର୍ଜିଲେ ଶ୍ରମିକ ସଂଗଠନ, ୭ ଦଫା ଦାବିନେଇ  ଉପଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀକୁ ଦାବିପତ୍ର ପ୍ରଦାନ

18-Jun-2023



ପାଟଣାଗଡ(ଦିଲୀପ ପଣ୍ଡା):  କେନ୍ଦ୍ରିୟ ଶ୍ରମିକ ସଂଗଠନ  ମିଲିତ ମଞ୍ଚ ତରଫରୁ ପାଟଣାଗଡ଼ ଠାରେ  ଶ୍ରମିକ ସଂଗଠନର ଏକ ସମାବେଶ ଆୟୋଜିତ ହୋଇଛି । ପ୍ରଥମେ ବଲାଙ୍ଗୀର ଜିଲ୍ଲା ଶ୍ରମିକ ସଂଗଠନ ସଭାପତି କୃଷ୍ଣଚନ୍ଦ୍ର ସାହୁ ଙ୍କ ନେତୃତ୍ବରେ ଏକ ଶୋଭାଯାତ୍ରାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଠାରୁ ବାହାରି ସହରର ମୁଖ୍ୟ ରାସ୍ତାଦେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା ।  ସେଠାରେ ଏକ ସଭା ଅନୁଷ୍ଠିତ ହୋବାପରେ ସଭାରେ ସଂଗଠନର କର୍ମକର୍ତ୍ତା ମାନେ ଶ୍ରମିକ ଶୋଷଣ ନିତି ଉପରେ ଆଲୋକପାତ କରିଥିଲେ । ପରେ ଏକ ୭ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ । ଦାବି ଗୁଡ଼ିକ ମଧ୍ୟରେ ଜିଲ୍ଲାରେ ପଞ୍ଜିକୃତ ନିର୍ମାଣ ଶ୍ରମିକ ମାନଙ୍କୁ ଦକ୍ଷତା ବିକାଶ ନାରେ ବିଭିନ୍ନ ଘରୋଇ ସଂସ୍ଥା ମାନଙ୍କ ଦ୍ଵାରା ହଜାର ହଜାର ଶ୍ରମିକ ମାନଙ୍କୁ ଟ୍ରେନିଂ ନାରେ ପାରିଶ୍ରମିକ ଓ ନିରାପତ୍ତା ଉପକରଣ କିଣା ଟୁଲକିଟ ନାଆଁରେ ହୋଇଥିବା ଲୁଣ୍ଠନର ତଦନ୍ତ, ବାହ୍ୟ ରାଜ୍ୟକୁ ଦାଦନ ଶ୍ରମିକ ଭାବରେ ଖଟିବାକୁ ଯାଉଥିବା ଶ୍ରମିକ ମାନଙ୍କୁ ସିଧାସଳଖ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ପଞ୍ଜିକରଣର ବ୍ୟବସ୍ଥା ପ୍ରଚଳିତ ଥିବାସ୍ଵତ୍ୟ ସଠିକ୍ କାର୍ଯ୍ୟକାରୀତାକୁନେଇ ସଦ୍ଧେହ ପ୍ରକାଶ ପାଇଛି । ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ,ସମଗ୍ର ଜିଲ୍ଲାରେ ବଡବଡ ମିଲରସ  ଙ୍କ ମିଲ ମାନଙ୍କରେ ବର୍ଷବର୍ଷ ଧରି ନିୟୋଜିତ ଶ୍ରମିକ ମାନଙ୍କୁ ସରକାରୀ ଧାର୍ଯ୍ୟରେ ମୂଲ୍ୟ ପ୍ରଦାନ ସହ ତାଙ୍କ ନାଆଁରେ ଭବିଷ୍ୟନିଧି ଓ ଜିବନବିମା ସୁବିଧାରୁ ସେମାନଙ୍କୁ ବଞ୍ଚିତ ରଖାଜାଉଛି । ଏଥିପ୍ରତି ଦୃଷ୍ଟି ଦେବାସହ ସାମାଜିକ ସୁରକ୍ଷା ନିଶ୍ଚିତ ପାଇଁ ବ୍ୟବସ୍ଥା କରିବା, ନିର୍ମାଣଧିନ ଶ୍ରମିକ ମାନଙ୍କ ପଞ୍ଜିକରଣ ଓ ନବୀକରଣ ନାରେ କରାଜାଇଥିବା ଆବେଦନ ବର୍ଷବର୍ଷ ଧରି ପଡିରହିବା ,ଜାହା ଫଲରେ ପ୍ରକୃତ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ରହୁଛନ୍ତି । ଏହାର ପଙ୍ଖାନୁପୁଖ ତଦନ୍ତ କରିବା,ଅଣ ସଂଗଠିତ ଶ୍ରମିକ ମାନଙ୍କ ପଞ୍ଜିକରଣ ବ୍ୟବସ୍ଥା ତୁରନ୍ତ ଗ୍ରହଣ କରିବା,ଆଶା, ଅଙ୍ଗନବାଡି କର୍ମୀ ପାଚକ ପାଚିକା ଙ୍କ ଦରମା ବୃଦ୍ଧି ପ୍ରଶଙ୍ଗ ଓ ଶ୍ରମିକ ମାନ୍ୟତା ଦାବୀକୁ ସରକାରଙ୍କ ଅଣଦେଖା ଦୁର୍ଭାଗ୍ୟପୂର୍ଣ୍ଣ, ସରକାର ଶ୍ରମିକ ମାନଙ୍କୁ ରୋଜଗାର ତଥା ସ୍ଵାବଲମ୍ବି କରିବା ସହ ସରକାରୀ ଶ୍ରମିକ ଶୋଷଣ ଓ ମାରଣ ନିତି ବନ୍ଦ କରିବା ପ୍ରମୁଖ ଦାବି ଗୁଡ଼ିକ ରହିଛି । ଏହି କାର୍ଯ୍ୟକ୍ରମରେ ସଂଗଠନର ବିଭିନ୍ନ ପଦପଦବୀରେ ଥିବା କର୍ମକର୍ତ୍ତା, ଙ୍କ ସହ ସତାଥିକ ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ । ପରେ ସନ୍ଧ୍ୟା ସମୟରେ ପାଟଣାଗଡ଼ର ଏକ ନିର୍ଦ୍ଦିଷ୍ଟ ହୋଟେଲରେ ସଂଘର ବିଭିନ୍ନ ପଦପଦବୀରେ ଥିବା କର୍ମକର୍ତ୍ତା ମାନେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like