-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନିଟ୍‌ରେ କମାଲ ଦେଖାଇଲେ ଆଦର୍ଶବିଦ୍ୟାଳୟ ଛାତ୍ରଛାତ୍ରୀ, ବିବନା ଛାତ୍ର ରାଜ୍ୟଟପ୍ପର,ପଥରଚେପାରୁ ୨

18-Jun-2023



ବଲାଙ୍ଗିର(ପ୍ରେରଣା ଖବର) ରାଜ୍ୟରେ ଇଂରାଜୀ ମିଡିୟମ ଜରିଆରେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଉନ୍ନତ ପାଠପଢାଇବା ଉଦ୍ଦେଶ୍ୟ ରଖି ରାଜ୍ୟସରକାର ପ୍ରତ୍ୟେକ ବ୍ଲକରେ ଆଦର୍ଶସ୍କୁଲ ଆରମ୍ଭ କରିଥିଲେ । ଗତ ୨୦୧୬ ଅପ୍ରେଲରେ ସରକାର ଏହାର ଆରମ୍ଭ କରିଥିଲେ । ଏବେ ୭ବର୍ଷର ଉଦ୍ୟମରେ ଛାତ୍ରଛାତ୍ରୀ ଖୁବ ଉନ୍ନତ ପ୍ରଦର୍ଶନ କରୁଥିବା ଲକ୍ଷ୍ୟ କରାଯାଇଛି । ଚଳିତଥର ସର୍ବଭାରତୀୟ ନିଟ୍ ପରୀକ୍ଷାରେ ଓଡିଶା ଆଦର୍ଶ ବିଦ୍ୟାଳୟରୁ ୨୧ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଆଉ ସବୁଠୁ ଖୁସିଖବର ହେଲା ରାଜ୍ୟର ଏହି ୨୧ଜଣଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାର ୩ଟି ଆଦର୍ଶ ବିଦ୍ୟାଳୟରୁ ୪ଜଣ ନିଟ୍ ପରୀକ୍ଷାରେ ସଫଳତା ପାଇଛନ୍ତି । ସଇଁତଳା ବ୍ଲକ

ବିବିନା ଓଏଭିର ଛାତ୍ର ଅଜୟ ମେହେର ମୋଟ ୭୨୦ ମାର୍କରୁ ୬୬୨ ନମ୍ବର ରଖି ଓଏଭିଏସରେ ସର୍ବଶ୍ରେଷ୍ଠ ସ୍ଥାନରେ ରହିଛନ୍ତି । ସେହିପରି ବଲାଙ୍ଗୀର ପଥରଚେପା ଆଦର୍ଶବିଦ୍ୟାଳୟର ୨ଜଣ  ଅନୁଭବ ମିଶ୍ର ୬୪୮ ଏବଂ ନିଶାରାଣୀ ସା ୫୮୬ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । ଠିକ ସେହିପରି ଭାଲୁମୁଣ୍ଡା ଆଦର୍ଶବିଦ୍ୟାଳୟର ଜ୍ଞାନବନ୍ତ ସାହୁ ୬୪୫ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି । ଆଦର୍ଶବିଦ୍ୟାଳୟର ଏହି ସଫଳତାରେ ବଲାଙ୍ଗୀର ଜିଲ୍ଲାରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ପ୍ରକାଶ୍ୟ ଯେ,ସର୍ବଭାରତୀୟ ଜେଇଇ ପରୀକ୍ଷାରେ ଚଳିତବର୍ଷ ଓଡିଶା ଆଦର୍ଶ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ମଧ୍ୟ କମାଲ କରିଛନ୍ତି । ଜେଇଇ ମେନ୍ ପରୀକ୍ଷାରେ ରୋହନରାଜ ଭୋଇ(୯୮.୬୪), ଅନୁଭବ ମିଶ୍ର(୯୫.୮୫), ଶୁଭଙ୍କର ମିଶ୍ର(୮୮.୨୧ ଇଡବ୍ଲୁଏସ),ସମରେନ୍ଦ୍ର ସାହୁ(୭୬.୨୪ ଓବିସ ଏନସିଏଲ)ଓ ମିଲନ ମେହେର(୫୩.୪୭ ଏସଟି) ପାଇ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ । ଏମାନଙ୍କ ବ୍ୟତିତ ଅନିରୁଦ୍ଧ ଯୋଷୀ(୮୯.୫୯),ସ୍ମୃତିଶରଣ ତ୍ରୀପାଠୀ(୮୮.୩୮), ସ୍ୱସ୍ତିକଚିନ୍ତନ ତ୍ରୀପାଠୀ(୮୦.୮୨),ପ୍ରତିକ୍ଷା ତ୍ରୀପାଠୀ(୮୫.୭୦),ଆୟସା ନନ୍ଦ(୭୪.୬୫) ଜେଇଇ ମେନ ପରୀକ୍ଷାରେ ସଫଳତା ପାଇଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like