-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜୈବିକ ଚାଷ ବିଷମୁକ୍ତ ଚାଷ ନେଇ ଏକ ଆଳୋଚନା ଚକ୍ର

18-Jun-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଅନ୍ନପୁର୍ଣ୍ଣା ରେସିଡେନ୍ସି ପରିସର ରେ ଜୈବିକ ଚାଷ ବିଷମୁକ୍ତ ଚାଷ ନେଇ ଏକ ଆଳୋଚନା ଚକ୍ର ଅନୁଷ୍ଟିତ ହୋଇଯାଇଛି ।  ଜୈବିକ ଚାଷ ବିଷମୁକ୍ତ ଚାଷ ନେଇ ଉପସ୍ଥିତ ଚାଷି ମାନଙ୍କୁ ସମ୍ବଳ ବ୍ୟକ୍ତି ଭାବେ ବୀରମହାରାଜପୁର ବ୍ଲକ କୃଷି ଅଧିକାରି ତଥା ଆତ୍ମାର କନଭେନର ମକରଧ୍ବଜ ପଟେଳ ଯୋଗଦେଇ ବର୍ତ୍ତମାନ ପରିସ୍ଥିତି ରେ ଚାଷି ଅଧିକ ଅମଳ ଆଶାରେ ମାତ୍ରାଧିକ ରସାୟନିକ ସାର ସହିତ ବ୍ୟାପକ ପରିମାଣ ରେ କିଟନାଶକ ବ୍ୟବହାର ଫଳରେ ଅମଲଯୁକ୍ତ ଫସଳ ବ୍ୟବହାର ସମୟରେ ବିଷଯୁକ୍ତ ହୋଇ ବିଭିନ୍ନ ସମୟରେ ଅନେକ ରୋଗର କାରଣ ହେଉଥିବା କହିବା ସହିତ ଯଦି ଚାଷି ରସାୟନିକ ଓ କିଟାନାଶକ ବ୍ୟବହାର ରୁ ଦୁରେଇ ରହି ଜୈବିକ ପଦ୍ଧିତିରେ ଚାଷ କରନ୍ତି ତେବେ ସମ୍ପୁର୍ଣ ବିଷମୁକ୍ତ ଫସଳ ପାଇବା ସହ ଉକ୍ତ ଫସଳ କୁ ବ୍ୟବହାର କରି ନିରୋଗ ହୋଇପାରିବା ବୋଲି ଉପସ୍ଥିତ ଚାଷି ଙ୍କ ସହ ଆଳୋଚନା କରିଥିଲେ । ଅନ୍ୟତମ ସମ୍ବଳ ବ୍ୟକ୍ତି ଭାବେ ଏଟିଏମ ମୀନକେତନ ମହାକୁର ଯୋଗଦେଇ ଜୈବିକ ଚାଷ କରିବା ପ୍ରଣାଲି ଏବଂ ଜୈବିକ ଚାଷ ର ଉପାଦେୟତା ବିଷୟରେ ଚାଷି ମାନଙ୍କୁ ସୁଚନା ଦେବା ସହ ଜୈବିକ ପ୍ରଣାଲିରେ ଚାଷ କରିବାକୁ ଆଲୋଚନା କରିଥିଲେ । ଅଞ୍ଚଳ ରୁ ୧୦୦ ରୁ ଉର୍ଧ ଚାଷି ଆଲୋଚନା ଚକ୍ର ରେ ଉପସ୍ଥିତ ରହିବା ସହ ଆଲୋଚନାରେ ଭାଗ ନେଇଥିଲେ । କାର୍ଯ୍ୟକ୍ରମରେ ବିରାମହରାଜପୁର ଅଞ୍ଚଳ ର ଆୟୋଜକ ଚାଷୀ ସୁଶୀଳ କୁମାର ଅମାତ, ଭରଦ୍ବାଜ କର୍ମୀ ,ହେମନ୍ତ କୁମାର ମହାକୁର,ସତ୍ୟନାରାୟଣ ମେହେର , ଚାଷୀ
ବେଣୁଧର ଭୋଇ,କାଳିନ୍ଦୀ ଚରଣ କର୍ଣ୍ଣ,ସହଦେବ ମନ୍ତ୍ରୀ,ଭାଗିରଥି ମାଝୀ ,ସୁବ୍ରତ ପାଣିଗ୍ରାହୀ,ସୁରେଶ ମିଶ୍ର,ରୋହିଣୀ ସାହୁ,ସୁଦର୍ଶନ ସାଣ୍ଢ,ନିରାକାର ସାହୁ, ଶିବ ନାଏକ ଯୋଗଦେଇ ଜୈବିକ ଚାଷ ବିଷୟରେ ବିଭିନ୍ନ ବିଷୟ ନେଇ ଆଳୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like