-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ସ୍ତରୀୟ ଟେବଲ ଟପ କର୍ମଶାଳା – ଉତ୍ତମ ସମନ୍ଵୟ ରଖି ବିପର୍ଯ୍ୟୟ ର ମୁକାବିଲା ଉପରେ ଗୁରୁତ୍ଵାରୋପ

18-Jun-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ଜରୁରୀକାଳିନ ବିଭାଗ ଆନୁକୁଲ୍ୟରେ ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ସ୍ତରୀୟ ଟେବଲ ଟପ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ଏହି କର୍ମଶାଳା ରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଅଧ୍ୟକ୍ଷତା କରି ଜିଲ୍ଲାରେ ସମ୍ଭାବ୍ୟ ବିପର୍ଯ୍ୟୟ ର ମୁକାବିଲା ଓ ପରିଚାଳନା

ନିମନ୍ତେ ସମସ୍ତ ବିଭାଗୀୟ ଅଧିକାରୀ ଓ କ୍ଷେତ୍ର କର୍ମଚାରୀ ମାନେ ସଜାଗ ଓ ପ୍ରସ୍ତୁତ ହୋଇ ରହିବା ସହ ଉତ୍ତମ ସମନ୍ଵୟ ରଖି ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା କରିବାକୁ ପରାମର୍ଶ ଦେଇଥିଲେ । ଏହି କର୍ମଶାଳା ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ ,ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ ସୁଦର୍ଶନ ସୋଏ ,ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତୃପକ୍ଷ ରୁ ଆସିଥିବା ରାଜ୍ୟ ପର୍ଜ୍ୟବେକ୍ଷକ  ପ୍ରଭୂଦତ୍ତ ପାଢୀ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ଅଗ୍ନିଶମ ସେବା ,ଟେଲିକମ ଏବଂ ଓଡ୍ରାଫ ର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ନିଜ ନିଜ ବିଭାଗର ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ଓ ସୁପରିଚାଳନା ପାଇଁ ପ୍ରାକ ପ୍ରସ୍ତୁତି ଓ ବିପର୍ଯ୍ୟୟ ପୂର୍ବବର୍ତ୍ତୀ ,ବିପର୍ଯ୍ୟୟକାଳୀନ ଓ ବିପର୍ଯ୍ୟୟ ପରବର୍ତ୍ତୀ ପଦକ୍ଷେପ ଉପରେ ଆଲୋଚନା କରିଥିଲେ । ଜିଲ୍ଲାରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହି କିଭଳି ଭାବେ କ୍ଷୟକ୍ଷତି କମାଇପାରିବେ ଏବଂ ସଠିକ ସମୟରେ ସଠିକ ପଦକ୍ଷେପ ଗ୍ରହଣ କରିତପାରିବେ ସେ ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା କୃଷି ବିଭାଗ ,ସ୍ୱାସ୍ଥ୍ୟ ବିଭାଗ ,ପ୍ରାଣୀ ସମ୍ପଦ ବିଭାଗ ,ବିଦ୍ୟୁତ ବିଭାଗ ଓ ଜଳସେଚନ ବିଭାଗ ଜିଲ୍ଲାର ସମ୍ଭାବ୍ୟ

ବନ୍ୟା ମୁକାବିଲା ଉପରେ ତାଙ୍କ ବିଭାଗର ଭୂମିକା ଉପରେ  ଆଲୋଚନା କରିଥିଲେ । ଏହି କର୍ମଶାଳାରେ ସମ୍ଭାବ୍ୟ ବିପର୍ଯ୍ୟୟ ର ମୁକାବିଲା ଓ  ପରିଚାଳନା ଦିଗରେ  ଅଗ୍ନିଶମ, ପୋଲିସ ଏବଂ ଓଡ୍ରାଫ ର ଭୂମିକା ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଜିଲ୍ଲା ଜରୁରୀକାଳିନ ଅଧିକାରୀ ଶୁଭସ୍ମିତା ମିଶ୍ର ବିପର୍ଯ୍ୟୟ ପରିଚାଳନା ପାଇଁ ଟେବଲ ଟପ କର୍ମଶାଳାର ଆବଶ୍ୟକତା ଉପରେ ଆଲୋଚନା କରିବା ସହ ସମ୍ଭାବ୍ୟ ବିପର୍ଯ୍ୟୟ ର ମୁକାବିଲା ଓ ସୁପରିଚାଳନା ନିମନ୍ତେ ସମସ୍ତ ବିଭାଗୀୟ ଅଧିକାରୀ ମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ ଓ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ଆଜି ଅପରାହ୍ନରେ ଜିଲ୍ଲାର ସମସ୍ତ ୧୪ ଗୋଟି ବ୍ଲକ ଓ ୨ ଗୋଟି ପୌର ପରିଷଦ ଏବଂ  ୩ ଗୋଟି ଏନଏ ସି ରେ ବ୍ଲକ ଓ ପୌର ପରିଷଦ ଏବଂ ଏନଏ ସି ର ଅଧିକାରୀ ଓ କର୍ମଚାରୀ ମାନଙ୍କ ଉପସ୍ଥିତିରେ ଟେବଲ ଟପ କର୍ମଶାଳା ଆୟୋଜିତ ହୋଇଯାଇଛି । ଏହି ବ୍ଲକ ଓ ପୌର ପରିଷଦ ଏବଂ ଏନଏ ସି ସ୍ତରୀୟ କର୍ମଶାଳାକୁ ତଦାରଖ କରିବା ସକାଶେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳଙ୍କ ଦ୍ଵାରା ଦାୟିତ୍ଵ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like