-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗଳ୍ପ କେବଳ ଆନନ୍ଦ ପାଇଁ ନୁହେ,ବରଂ ଗଳ୍ପରେ ଥିବା ଭାବଭୂମି ସମସାମୟିକ ଜୀବନକୁ ନେଇ ଓ ସାଂପ୍ରତିକ ସମୟକୁ ପ୍ରଭାବିତ କରିବାକୁ ଉଦ୍ଦିଷ୍ଟ

18-Jun-2023



ଗଳ୍ପ କେବଳ ଆନନ୍ଦ ପାଇଁ ନୁହେ,ବରଂ ଗଳ୍ପରେ ଥିବା ଭାବଭୂମି ସମସାମୟିକ ଜୀବନକୁ ନେଇ ଓ ସାଂପ୍ରତିକ ସମୟକୁ ପ୍ରଭାବିତ କରିବାକୁ ଉଦ୍ଦିଷ୍ଟ। ଗାଳ୍ପିକ ପ୍ରଦୀପ ମହାପାତ୍ର ଙ୍କ ଗଳ୍ପରେ ଆଧୁନିକତା ନାମରେ ନାହିଁ ଉଶୃଙ୍ଖଳତା,ରହିଛି ନୀତିନିଷ୍ଠ ଭାବ। ପ୍ରେମର ବିଭିନ୍ନ ସ୍ବରୂପ।ଆଜିର ସମୟର ସୁନ୍ଦର ତମ ଉପଲବ୍ଧିର ସ୍ବର ବୋଲ ସ୍ଥାନୀୟ ହୋଟେଲ ତ୍ରିବେଣୀ ଠାରେ କବି ବିଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଗାଳ୍ପିକ ପ୍ରଦୀପମହାପାତ୍ରଙ୍କ " ହଜି ହଜି ଯାଉଥିବା ଏକ ପୃଥିବୀ ସଂପର୍କରେ "ଗଳ୍ପ ସଂକଳନ ର ଉନ୍ମୋଚନ ସମାରୋହରେ ଏହି ମତ ପ୍ରକାଶ ପାଇଛି। ସନ୍ଦୀପ କୁମାର କୁଅଁର ଙ୍କ ସଭା ସଂଯୋଜନାରେ ସରସ୍ଵତୀଙ୍କ ପୂଜନ ସହ ଅତିଥିମାନଙ୍କୁ ସମ୍ବର୍ଦ୍ଧନା ପରେ ଗାଳ୍ପିକ ପ୍ରଦୀପ ମହାପାତ୍ର ତାଙ୍କର ଗଳ୍ପ ଲେଖାର ବିଭିନ୍ନ ସ୍ବଭାବ ସୁଲଭ ଅନୁଭବ ସଂପର୍କ ରେ ଉପସ୍ଥାପନ କରିଥିଲେ। ପରେ ପରେ ଗଳ୍ପ ସଙ୍କଳନ "ହଜି ହଜି ଯାଉଥିବା ଗୋଟିଏ ପୃଥିବୀ ସଂପର୍କରେ" କୁ ପାଠକାର୍ପଣ କରିଥିଲେ ଅତିଥିମାନେ। ଅତିଥି ଆଲୋଚକ ପ୍ରମେୟ ଦୈନିକ ର କେବିକେ ସଂସ୍କରଣ ମୁଖ୍ଯ କବି ଅଖିଳ ଚନ୍ଦ୍ର ହୋତା ଗାଳ୍ପିକ ପ୍ରଦୀପ ମହାପାତ୍ର ଙ୍କ ଗଳ୍ପରେ ଥିବା ସାମାଜିକ ସମସ୍ୟା,ସମ୍ବେଦନଶୀଳ ପ୍ରସଙ୍ଗ ଉତ୍ଥାପନ କରି ତାଙ୍କ ଗଳ୍ପ ର ସ୍ବର କୁ ସୁକ୍ଷ୍ମ ବିଦ୍ରୋହର ସ୍ବର ବୋଲି ମତ ଦେଇଥିବାବେଳେ ଅନ୍ୟତମ ଆଲୋଚକ କୋଶଳ ପ୍ରବାହ’ର ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ ଗାଳ୍ପିକ ପ୍ରଦୀପ ଙ୍କ ଗଳ୍ପ ରଚନାର ବିସ୍ତୃତ ପରିସରକୁ ଆଲୋଚନା କରି ଗଳ୍ପ ଭିତରେ ଚରିତ୍ରମାନଙ୍କ ବିଶେଷତାଗୁଡ଼ିକୁ ଉପସ୍ଥାପନ କରିଥିଲେ। କବି,କଥାଶିଳ୍ପୀ ଡାକ୍ତର ମଞ୍ଜୁବାଳା ପଣ୍ଡା ଗାଳ୍ପିକ ଶ୍ରୀ ମହାପାତ୍ର ଙ୍କ ଗଳ୍ପ ଭିତରେ ଜୀବନର ସୁସଂହତ ଧାରା ସମାଜ ପାଇଁ କେତେ ଜରୁରୀ ତାହାକୁ ଉପସ୍ଥାପନ କରିଥିଲେ। ସଭାପତି ଅଭିଭାଷଣ ରେ କବି ବିଜୟ କୁମାର ତ୍ରିପାଠୀ ଗଳ୍ପରେ ଥିବା ବିଭିନ୍ନ ସ୍ବତନ୍ତ୍ରତା ସଂପର୍କରେ ଆଲୋକପାତ କରିଥିଲେ।ଶେଷରେ ସମାରୋହର ସଂଯୋଜକ ସନ୍ଦୀପ କୁମାର କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like