-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାଗଣା ସ୍ୱାସ୍ଥ୍ୟ ଶିବିର, ୨୫୭ ଜଣ ଙ୍କ ସ୍ଵାସ୍ଥ୍ୟ ପରୀକ୍ଷା

19-Jun-2023



କଣ୍ଟାବାଞ୍ଜି (ଆନନ୍ଦ ମୋଟେ ): କଣ୍ଟାବାଞ୍ଜି ହରିଭବନ ଠାରେ ଏନ.ଏଚ.ଏମ.ଏମ.ଆଇ. ରାୟପୁର ଏବଂ ମାରୱାଡି ଯୁବ ମଞ୍ଚ ବିକାଶ ଶାଖା ମିଳିତ ସହଯୋଗରେ ୧୫ ତାରିଖ ଗୁରବାର ଦିନ ନିଶୁଳ୍କ ବିଶାଳ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି । ଏହି ଶିବିରରେ ଜନରଳ ଲେପ୍ରୋସ୍କୋପିକ ସର୍ଜରୀ ଡାକ୍ତର ରାଜେଶ ସିଂହା , ମୁତ୍ର ରୋଗ ବିଶେଷଜ୍ଞ ଡାକ୍ତର ବରୁଣ ଶର୍ମା , ହୃଦୟ ରୋଗ ବିଶେଷଜ୍ଞ ଡାକ୍ତର ସ୍ନେହିଲ ଗୋସ୍ଵାମୀ , କେନ୍ସର ରୋଗ ବିଶେଷଜ୍ଞ ଡାକ୍ତର ଆଶୁତୋଷ ଦାସ ଶର୍ମା,ଡାକ୍ତର ସ୍ବପ୍ନିଲ କଟାରୀୟା, ଯୋଗ ଦେଇ ରୋଗୀ ମାନଙ୍କୁ ନିଶୁଳ୍କ ଚିକିତ୍ସା ପରାମର୍ଶ ଦେଲେ, ସଭାପତି ଆକାଶ ଜୈନ, ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ରୂପେଶ ଅଗ୍ରୱାଲ ଯୋଗ୍ ଦେଇଥିଲେ, ଏହି ଶିବିର ରେ ୨୫୭ ଲୋକ ଙ୍କ ନିଶୁଳ୍କ ରକ୍ତଚାପ, ମଧୁମେହ ପରୀକ୍ଷା ସହ ଆବଶ୍ୟକ ଲୋକ ଙ୍କୁ ଇସିଜି ମଧ୍ୟ କରାଯାଇ ଡ଼ାକ୍ତର ପରାମର୍ଶ ଦିଆଯାଇଥିଲା ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ବିକାଶ ଶାଖା ଆକାଶ ଜୈନ, ଦୀପକ ଜୈନ, ଆଶିଷ ଖେତାନ , କୈଲାଶ ଜୈନ , , ମୌଜି ଅଗ୍ରୱାଲ , ନିଖିଳ ଅଗ୍ରୱାଲ, ମନୀଷ ଜୈନ, ଆନନ୍ଦ ମୋଟେ, ମୟଙ୍କ୍ ଜେନ, ଅନୁପ ଜୈନ, ସହଯୋଗ କରିଥିବା ବେଲେ,ଏନ.ଏଚ.ଏମ.ଏମ.ଆଇ. ରାୟପୁର ରୁ ନବୀନ ଶ୍ରୀନିବାସ, ଲୋକେଶ ସାଓ, ଅଭିନାଶ ସିନିହା, ରାହୁଲ ଲାହରେ,ସନ୍ତୋଷ ଲିଲହାରେ ଯୋଗ ଦେଇ ଥିଲେ,


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like