-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସହଯୋଗ ଫାଉଣ୍ଡେସନ  ଦ୍ୱାରା ସାମୂହିକ ଯୋଗ ଦିବସ ଜୁନ୍ ୨୧ରେ

19-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ପ୍ରଥମ ଆନ୍ତର୍ଜାତୀୟ ଯୋଗ ଦିବସ ୨୧ ଜୁନ୍ ୨୦୧୫ ରେ ସମଗ୍ର ବିଶ୍ୱରେ ପାଳନ କରାଯାଇଥିଲା | ଏହିଦିନ ଦୁନିଆ ର କୋଟିକୋଟି ଲୋକ  ଯୋଗ କରିଥିଲେ ଯାହା ଏକ ରେକର୍ଡ ଥିଲା | ଯୋଗ ହେଉଛି ବ୍ୟାୟାମର ଏକ ପ୍ରଭାବଶାଳୀ ରୂପ, ଯାହା ମାଧ୍ୟମରେ କେବଳ ଶରୀରର ଅଂଶ ନୁହେଁ, ମନ, ମସ୍ତିଷ୍କ ଏବଂ ପ୍ରାଣରେ ମଧ୍ୟ ସନ୍ତୁଳନ ସୃଷ୍ଟି ହୁଏ | ଶାରୀରିକ ଅସୁସ୍ଥତା ବ୍ୟତୀତ ଯୋଗ ଦ୍ୱାରା ମାନସିକ ସମସ୍ୟା ମଧ୍ୟ ଦୂର ହୋଇପାରିବ |  ଯୋଗ ମନ ଏବଂ ଶରୀରର ଏକତାର ପ୍ରତୀକ ଅଟେ; ମନୁଷ୍ୟ ଏବଂ ପ୍ରକୃତି ମଧ୍ୟରେ ସମନ୍ୱୟ କରି , ସୁସ୍ଥତା ପାଇଁ ଏକ ସାମଗ୍ରିକ ଆଭିମୁଖ୍ୟ ରଖି ଥାଏ | ଯୋଗ ଆମ ଭିତରେ ଏକତାର ଭାବନା ସୃଷ୍ଟି କରି ଜଳବାୟୁ ପରିବର୍ତ୍ତନ ସହିତ ମୁକାବିଲା କରିବାରେ ସାହାଯ୍ୟ କରିଥାଏ | ୨୧ ଜୁନ୍ ୨୦୨୩ ସକାଳ 6 ରୁ ୮ ଟା ପର୍ଯ୍ୟନ୍ତ ଗାନ୍ଧୀ ଷ୍ଟାଡିୟମରେ ସହଯୋଗ ଫାଉଣ୍ଡେସନ ଏବଂ ଅନ୍ୟାନ୍ୟ ୨୩ ସଂଗଠନ ମିଶି  ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିବେ |
ମୁଙ୍ଗେର  ଯୋଗଗୁରୁ ସ୍ୱାମୀ ବିଜ୍ଞାନ ଚୈତନ୍ୟ ଜୀ ଙ୍କ ଦ୍ୱାରା ଏହି ଯୋଗ ଶିବିର ପରିଚାଳିତ ହେବ | ଏହି ଦିବସରେ ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା ସିଂଦେଓ , ବଲାଙ୍ଗିର ଜିଲ୍ଲାପାଲ  ଚଞ୍ଚଲ ରାଣା, ପୋଲିସ ଅଧୀକ୍ଷକ ଋଷିକେଶ  ଖିଲାରୀ, ନଗରପାଳିକା ଅଧ୍ୟକ୍ଷ  ଶ୍ରୀମତୀ ଲିକା ସାହୁ ଅତିଥି ଭାବରେ ଯୋଗଦେବେ। ଆନ୍ତର୍ଜାତୀୟ ଯୋଗ ଦିବସ ରେ  ଅଧିକ ରୁ ଅଧିକ ଲୋକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଡ଼କ୍ଟର ପଞ୍ଚାନନ ପ୍ରଧାନ ,ଆର୍ତତ୍ରାଣ ପାଢ଼ୀ , ପୀୟୁଷ ଅଗ୍ରୱାଲ, ଅବ୍ନିଶ ଅଗ୍ରୱାଲ, ପରେଶ ଅଗ୍ରୱାଲ , ପ୍ରଭାତ ଶ୍ରୀବାସ୍ତବ ଏବଂ  ସହଯୋଗ ଫାଉଣ୍ଡେସନର ସମ୍ପାଦିକା ପିଙ୍କି ମୋଦି ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like