-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନିଆରା କାର୍ଯ୍ୟକ୍ରମ ଅନ୍ନପୂର୍ଣ୍ଣା

19-Jun-2023



ବଲାଙ୍ଗିର,(ଦେବାଶିଷ ବହିଦାର )::ପ୍ରତି ରବିବାର ଦିନ ସହଯୋଗ ଫାଉଣ୍ଡେସନ ତରଫରୁ ଦିନବେଳେ  ରୋଗୀ ଏବଂ ତାଙ୍କ ସହାୟକ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲରେ ଅନ୍ନପୂର୍ଣ୍ଣା ମାଧ୍ୟମରେ ଭାତ ଡାଲମା, ଖଟା ଆଜକୁ ଦିର୍ଘ ୮ ମାସ ହେଲା ଦେଇ ଆସୁଛି । ଦୀର୍ଘ ମିଆଦି ଯୋଜନା କରିବା ଓ ତାର ସଫଳ ରୂପାୟନ କରିବା ସାଧାରଣ କଥା ନୁହେଁ , କିନ୍ତୁ ସହଯୋଗ ଫାଉଣ୍ଡେସନ ନିଆରା କାର୍ଯ୍ୟକ୍ରମ ସଫଳତା ସହିତ କାର୍ଯ୍ୟ ନିର୍ବାହ କରିଛି । ମୁଖ୍ୟ ଅତିଥି ଭାବରେ ସାମ୍ବାଦିକ ବଳରାମ ମିଶ୍ର, ସମ୍ମାନିତ ଅତିଥି ଭାବରେ ସମାଜସେବୀ ଅଙ୍କୁଶ ପାଣ୍ଡିଆ ଯୋଗ ଦେଇ

ସହଯୋଗ ଫାଉଣ୍ଡେସନ ଅନ୍ନପୂର୍ଣ୍ଣା ର ନିଆରା କାର୍ଯ୍ୟକ୍ରମକୁ ଭୁୟସି ପ୍ରଶଂସା କରିଥିଲେ । ରୋଗୀ ଓ ତାଙ୍କ ସହାୟକମାନଙ୍କୁ ପ୍ରତି ରବିବାର ୫୦୦ ଜଣରୁ ଉର୍ଦ୍ଧ୍ୱଙ୍କୁ ଖାଇବାକୁ ଦିଆଯାଉଛି । ଏହି କାର୍ଯ୍ୟକ୍ରମ ଯେତେ ଦିର୍ଘସ୍ଥାୟୀ ହେବ ସେତେ ସମାଜ ପାଇଁ ମଙ୍ଗଳ ହେବ ବୋଲି ଅତିଥି ଗଣ ମତବ୍ୟକ୍ତ କରିଥିଲେ । ତୁଷୁରା ଜାଗୃତି ଶାଖାର ସଭ୍ୟା, ମନସା କେଡିଆ, ମୀରା କେଡିଆ, ସଞ୍ଜୁ ଜୈନ ଆଜିର କାର୍ଯ୍ୟକ୍ରମରେ ସହଯୋଗର ହାତ ବଢାଇଥିଲେ ।  ଏହି ଅବସରରେ ଅନ୍ତର୍ଜାତୀୟ ଯୋଗ ଦିବସ ଆସନ୍ତା ୨୧ ତାରିଖ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବ । ତେଣୁ ସର୍ବସାଧାରଣ ଆସି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସହଯୋଗ ଫାଉଣ୍ଡେସନର ସଭ୍ୟ ସଭ୍ୟାମାନେ ମତ ରଖିଥିଲେ । କାର୍ଯ୍ୟକ୍ରମରେ ତୁଫାନ ପାତ୍ର, ଦିପକ ଜୈନ, ନାନକି ଅଗ୍ରୱାଲା, ପବନ ଅଗ୍ରୱାଲା, ପିଙ୍କି ଅଗ୍ରୱାଲା, ଡ. ପଂଚାନନ ପ୍ରଧାନ, ଅନିଲ ମୋଦି, କେଦାର ଅଗ୍ରୱାଲା, ଦୁର୍ଗା ପ୍ରସାଦ ଆଚାର୍ଯ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଆର୍ତ୍ତତ୍ରାଣ ପାଢୀ ପରିଚାଳନା କରିଥିବା ବେଳେ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like