-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୪୨ ଅଭିଯୋଗ ଦରଖାସ୍ତ ଗ୍ରହଣ :

19-Jun-2023



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୬ ଗୋଟି,  ସାମୁହିକ ଦରଖାସ୍ତ 0୬ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୬ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା, ଶ୍ରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର , ବ୍ଲକ ଉପାଧ୍ୟକ୍ଷ ଶ୍ରୀ ନିର୍ମଳ ଶାଣ୍ଢ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱରଂଜନ ପତି , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଅତିରିକ୍ତ ତହସିଲଦାର ବିନିକା- ଚାନ୍ଦିନୀ ମେହେର ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like