-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ସୁରକ୍ଷା ନେଇ ପ୍ରଶିକ୍ଷଣ ଶିବିର

19-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ) ଓଡ଼ିଶା ସରକାରଙ୍କ ଡିଜାଷ୍ଟର ମେନେଜମେଣ୍ଟ ବିଭାଗ ତରଫରୁ ବିନିକା ଏନଏସି ଓ ସ୍ପୋର୍ଟସ କ୍ଲବର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ  ସିଦ୍ଧାର୍ଥ କଲେଜ ପରିସରରେ ଥିବା ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ବନ୍ୟା,ବାତ୍ୟା ଓ ଦୁର୍ବିପାକ ମୁକାବିଲା ନେଇ ଏକ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି ।ବିନିକା ଏନ ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ଅଧିକାରୀ ନିହାର ରଞ୍ଜନ କୁଁଅର ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରାକୃତିକ ବିପର୍ଯ୍ୟୟ ବନ୍ୟା,ବାତ୍ୟା ହେଉ କି ଯେକୌଣସି ଦୁର୍ବିପାକ ହେଉ ତାର ସମ୍ଭୂଖିନ ପୂର୍ବରୁ ଆମ୍ଭେ କିପରି ନିଜକୁ ସୁରକ୍ଷିତ ରଖିବା ଏବଂ ଅନ୍ୟକୁ ରକ୍ଷା କରିପାରିବା ସେ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥିଭାବେ ବିନିକା ବିଡିଓ ବ୍ୟାସଦେବ ବେହେରା,ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର ନାୟକ,ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ଉପାଧ୍ୟକ୍ଷ ତପସ୍ୱିନୀ ମେହେର,ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର ପ୍ରମୁଖ ଯୋଗଦେଇ ବିପର୍ଯ୍ୟୟ ମୁକାବିଲା ଉପରେ ସୂଚନା ପ୍ରଦାନ କରିଥିଲେ । ସଭା ଶେଷରେ ବିନିକା ଶାଖା ଡିଜାଷ୍ଟର ମେନେଜମେଣ୍ଟ ସମ୍ପାଦକ ମନୋଜ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।ପରେ ସ୍ଵେଚ୍ଛାସେବୀ ମାନେ ଗ୍ରହଣ କରିଥିବା ସୁରକ୍ଷା କୋଶଳ ଦେଖାଇଥିଲେ। ସେହିପରି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ତରଫରୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ନିଜକୁ ସୁରକ୍ଷିତ ରଖିବା ସହ ଅନ୍ୟ ମାନଙ୍କୁ କିପରି ବିପଦରୁ ରକ୍ଷା କରାଯାଇ ପାରିବ ସେ  ଦିଗରେ ଆବଶ୍ୟକ ସରଞ୍ଜାମ ବ୍ୟବହାର ସ୍ୱରୂପ ଡେମୋ ପ୍ରଦର୍ଶନ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର କର୍ମଚାରୀ, ସ୍ଵେଚ୍ଛାସେବୀ,ସାଧାରଣ ଲୋକ,ଅଙ୍ଗନୱାଡ଼ି,ଆଶା କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like