-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ପାଣି ପାଇଁ ଡହଳବିକଳ ଲୋଇସିଂହା ଅଂଚଳବାସୀ, ପାଣି ପାଇବା ପାଇଁ 26 ନମ୍ବର ଜାତୀୟ ରାଜପଥ କରିଥିଲେ ଅବରୋଧ

19-Jun-2023



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ରେ ଗତ କିଛି ଦିନହେଲା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋଇସିଂହା ଅଂଚଳବାସୀ l ବର୍ତମାନ ଗ୍ରୀଷ୍ମ ର ପ୍ରଭାବ ଲାଗି ରହିଥିବା ବେଳେ ପାଣି ସମସ୍ୟା ଯୋଗୁଁ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି l ଏଣୁ ଲୋଇସିଂହା ବାସିନ୍ଦା ପାଣି ସମସ୍ୟା ର ସମାଧାନ ପାଇଁ ଆଜି 26 ନମ୍ବର ଜାତୀୟ ରାଜପଥ ଲୋଇସିଂହା ବସଷ୍ଟାଣ୍ଡ ନିକଟରେ ଗରିଆ ଓ ଡେ଼କଚି ରାସ୍ତା ମଝିରେ ରଖି ଶତାଧିକ ମହିଳା ଓ ପୁରୁଷ ନିଜ ହକ ପାଇଁ ରାସ୍ତା ଅବରୋଧ କରିଥିଲେ l ସୂଚନା ରୁ ପ୍ରକାଶ ଯେ ଲୋଇସିଂହା ଓ ବୁର୍ଡl ବାସିନ୍ଦା ପାଣି ପାଇଁ ନିର୍ଭର କରନ୍ତି ନିକଟ ସୁକ୍ତେଲ ନଦୀ ଉପରେ l ବର୍ତମାନ ପିଇବା ପାଣି ଲୋଇସିଂହା ଅଂଚଳ ରେ ଠିକ ସେ ପହଂଚି ପାରୁ ନାହିଁ l 

ଯେଉଁ କିଛି ସମୟ ପାଣି ସପ୍ଲାଇ ହେଉଛି ତାହା ଜନସଂଖ୍ୟା ମାତ୍ରାରେ ସ୍ୱଳ୍ପ l ଏଣୁ ଆଜି ଶତାଧିକ ମହିଳା ଓ ପୁରୁଷ ଲୋଇସିଂହା ଅଂଚଳରେ ପାଣି ସପ୍ଲାଇ ପାଇଁ ଦାବୀ ରଖିଥିଲେ ପ୍ରଶାସନ ଉପରେ ଏଣୁ ରାସ୍ତାରୋକ କରିଥିଲେ l ରାସ୍ତାରୋକ ଫଳରେ ଅନେକ ଜାନବାହାନ ଜାମ ହୋଇ ରହିଥିଲା l ପରେ ପରେ ଉକ୍ତ ସ୍ଥାନକୁ ଲୋଇସିଂହା ସରପଞ୍ଚ ନବକିଶୋର ନାଏକ, କଂଗ୍ରେସ ଜିଲ୍ଲା ସଭାପତି ଦିଲୀପ ବେହେରା, ଲୋଇସିଂହା ବିଡ଼ିଓ ଆକାଶରଞ୍ଜନ ସାହୁ, ତହସିଲ୍ଦାର ସୁଶ୍ରୀ ସଂଘମିତ୍ରା କାଲୋ, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଆରଡବ୍ଲୁଏସଏସ ଏ. ଇ. ଶ୍ରୀ ସାମନ୍ତରାୟ, ଲୋଇସିଂହା ଆଇଆଇସି ଯାଜ୍ଞସେନୀ ନାୟକ, ଏସଡିପିଓ ଶ୍ରୀ ତୋଫାନ ବାଗ ପହଂଚି ଲୋକଙ୍କୁ ବୁଝାସୁଝା କରିବା ସହ ଲୋକଙ୍କୁ ପ୍ରତିଶୃତି ଦେଲେ ଯେ ୨ ଦିନ ରେ ଥରେ ପାଣି ସପ୍ଲାଇ ହେବ ଓ ୨ ଟି ପାଣି ଟେଂକ ଯୋଗାଇ ଦିଆଯିବ l ଏହାପରେ ଅପରାହ୍ନ 11 ଟାରୁ ଚାଲିଥିବା ରାସ୍ତାରୋକ 1.30 ପରେ ରାସ୍ତା ରୁ ଓହରିଥିଲେ ଲୋକେ l ଏହାପରେ ଯାନବାହାନ ଚଳାଚଳ ବଲବତର ରହିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like