-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଅଘରିଆ ସମାଜ ପକ୍ଷରୁ ଅଘରିଆ ସମ୍ବିଧାନ ଓ ସମାଜର ବାର୍ଷିକ ମୁଖପତ୍ର ‘ଅଘରିଆ ଜ୍ୟୋତ’ ଉନ୍ମୋଚିତ

20-Jun-2023



ବଲାଙ୍ଗୀର, ଜଗତର ନାଥ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରର ଶୁଭ ଅବସରରେ ବଲାଙ୍ଗୀର ଜିଲ୍ଲା ୮୪ ଘର ଅଘରିଆ ସମାଜ ପକ୍ଷରୁ ଅଘରିଆ ସମ୍ବିଧାନ ଓ ବାର୍ଷିକ ମୁଖପତ୍ର ‘ଅଘରିଆ ଜ୍ୟୋତି’ ଉନ୍ମୋଚନ ହୋଇଯାଇଛି । ସ୍ଥାନୀୟ ଅଘରିଆ ପଡା ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ରେ ଅନୁଷ୍ଠିତ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ଅଘରିଆ ସମାଜର ଶତାଧିକ ଭାଇ ଭଉଣୀ ଉପସ୍ଥିତ ଥିଲେ । ଅଘରିଆ ଜ୍ୟୋତି ସ୍ମରଣିକାର ଏକବିଶତମ ସଂଖ୍ୟା ଓ ଅଘରିଆ ସମାଜର ସ୍ମରଣିକାକୁ ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ଠାରେ ଆପର୍ଣ କରାଯାଇଥିଲା । ୮୪ ଘର ଅଘରିଆ ସମାଜର ଆଂଚଳିକ ସଭାପତି ଶୁଭ୍ରାଂଶୁ ଶେଖର ପଟେଲ, ସାଧାରଣ ସଂପାଦକ ଦିଗାମ୍ବର ନାଏକ ଓ ଅଘରିଆ ସମାଜର ଉପସଭାନେତ୍ରୀ ଲିଲି ପଟେଲ ଏଥିରେ ବରେଣ୍ୟ ଅତିଥି ଭାବରେ ଯୋଗ ଦେଇ ସ୍ମରଣିକାକୁ ଉନ୍ମୋଚନ କରିଥିଲେ ।  ପୁସ୍ତକ କମିଟି ମୁଖ୍ୟ ସଂପାଦକ ସନ୍ତୋଷ ରାଉତ, ସଭ୍ୟ ଭକ୍ତ ନାଏକ, ମହେନ୍ଦ୍ର ପଟେଲ, ଦାଶରଥୀ ପଟେଲ, ସୁରେନ୍ଦ୍ର ପଟେଲ, ମଣ୍ଡଳ ସଭାପତି ଗୋବିନ୍ଦ ପଟେଲ, ଭାଲେର ମଣ୍ଡଳ ଉପସଭାପତି  ପ୍ରଭୁ ପ୍ରସାଦ ନାଏକ, ମଦନ ନାଏକ,ନୀଳମଣି ପଟେଲ, ବିରଂଚି ରାଉତ, ଚିତ୍ତରଂଜନ ପଟେଲ ଓ ଅନ୍ୟମାନେ ଏହି କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like