-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ଜିଲ୍ଲା

*ଚୂଡାନ୍ତ ପର୍ଯ୍ୟାୟ ରେ ସୋନପୁର ର ରଥ ଯାତ୍ରା  ପ୍ରସ୍ତୁତି

20-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ) ପବିତ୍ର ରଥଯାତ୍ରା  ଉପଲକ୍ଷେ  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ବିଜେ ପାଇଁ ଆଜି ସୋନପୁର ଠାରେ  ଚୂଡାନ୍ତ ପ୍ରସ୍ତୁତି ସରି ଯାଇଛି l ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ଠାରୁ  ୪ ଟା ପରେ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ କରାଯିବା କୁ ଥିବା ବେଳେ ଏଥିପାଇଁ ଯାତ୍ରା ର ଶାନ୍ତି ଶୃଙ୍ଖଳା  କୁ ଦୃଷ୍ଟି ରେ ରଖି ଜ଼ିଲ୍ଲା ପୋଲିସ ପ୍ରଶାସନ ଓ ଦେବୋତ୍ତର ବିଭାଗ ପକ୍ଷରୁ ପୁରା ସଜାଗ ରହିଥିବା ଜଣା ଯାଇଛି l ରଥ ଖଳା ରେ ମହାପ୍ରଭୁଙ୍କ ତିନୋଟି ଯାକ ରଥ ସୁ ସଜ୍ଜିତ ରହିଛି l ଗତ କାଲି ସୁବର୍ଣ୍ଣପୁର ର ନୂତନ ଜ଼ିଲ୍ଲାପାଳ  ଶ୍ରୀ ବିମଳେନ୍ଦୁ ରାୟ ମାଉସୀ ମନ୍ଦିର ଠାରୁ ପ୍ରଭୁଙ୍କ ବଡ଼ ଦାଣ୍ଡ ର  ସ୍ଥିତି ପରଖି ଥିଲେ l ଏବଂ ଉଭୟ ରାସ୍ତାକଡ଼ର  ଅଳିଆ ଆବର୍ଜନା ସବୁ କୁ ଦେଖି  ସକାଳ ସୁଦ୍ଧା ବଡ଼ଦାଣ୍ଡକୁ ସ୍ୱଚ୍ଛ ସୁନ୍ଦର ରଖି ବାକୁ ପୌର ପ୍ରଶାସନ କୁ ତାଗିଦ କରିଥିଲେ l ସେହିପରି ଜ଼ିଲ୍ଲା ର ଶ୍ରୀ ପାତାଳି ଶ୍ରୀକ୍ଷେତ୍ର ଠାରେ ମଧ୍ୟ ରଥ ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like