-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ସମର କରାଟେ ଓ ଟାଇକଣ୍ଡୋ କୋଚିଂ କ୍ୟାମ୍ପ ଉଦ୍‌ଯାପିତ, ପ୍ରକୃତି ମିତ୍ରଙ୍କୁ ସମ୍ବର୍ଦ୍ଧନା

20-Jun-2023



ବଲାଙ୍ଗିର,(ପ୍ରେରଣା ଖବର) - ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ଏସୋସିଏସନ ତରଫରୁ ଚାଲିଥିବା ସମର କ୍ୟାମ୍ପ ଆଜି ଉଦ୍‌ଯାପିତ ହୋଇଯାଇଛି ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ ର ସଂପାଦକ ଅସୀମ କୁମାର ଭୋଇଙ୍କ ତତ୍ୱାବଧାନରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ଉଦ୍‌ଯାପନି ଉତ୍ସବରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ଲୋକସଭା ସଦସ୍ୟ ସଂଗୀତା କୁମାରୀ ସିଂଦେଓ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଟିଭି ବ୍ୟୁରୋ ଚିଫ୍ ମନରଞ୍ଜନ ଯୋଷୀ ଯୋଗ ଦେଇଥିଲେ । ଏ ଅବସରରେ କରାଟେ ଅର୍ଗାନାଇଜେସନର ସଂପାଦକ ଅସୀମ କୁମାର ଭୋଇ ରାଜ୍ୟ ସରକାରଙ୍କ ଠାରୁ ପ୍ରକୃତି ମିତ୍ର ପୁରସ୍କାର ପାଇଥିବାରୁ ତାଙ୍କୁ ଅତିଥିଗଣ ଉପଢୈାକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ଏହି କରାଟେ ଅର୍ଗାନାଇଜେସନର ନିଜସ୍ୱ ଭିତ୍ତିଭୂମି ପାଇଁ ଜିଲ୍ଲାପାଳଙ୍କ ସଙ୍ଗେ ଯୋଗାଯୋଗ କରିବା ସଙ୍ଗେ ସଙ୍ଗେ ଅନୁଷ୍ଠାନ ପାଇଁ ଏକ ଟ୍ରେନିଂ ହଲର ତିଆରି କରାଯିବ ବୋଲି ମୁଖ୍ୟ ଅତିଥି ପ୍ରତିଶୃତି ଦେଇଥିଲେ । ସମ୍ମାନିତ ଅତିଥି ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ଏହି ଅନୁଷ୍ଠାନ ଆତ୍ମରକ୍ଷା ପ୍ରଶିକ୍ଷଣ ଦେବା ସଙ୍ଗେ ସଙ୍ଗେ ସମାଜ ରକ୍ଷା ସୁରକ୍ଷା ଦେଇ ପାରନ୍ତା ତାହା ହେଲେ ସମଗ୍ର ସମାଜ ଉପକୃତ ହୋଇପାରନ୍ତା ବୋଲି କହିଥିଲେ ଏବଂ ଦଶନ୍ଧୀ ଧରି ଚାଲିଥିବା ଏହି ସଂଗଠନର ନିଜସ୍ୱ ଟେନିଂ ହଲର ଆବଶ୍ୟକତା ରହିଥିବା ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରୀୟାଂଶି ଦାଶ ପରିଚାଳନା କରିଥିବା ବେଳେ ପ୍ରକୃତି ମିଶ୍ର ଅସୀମ ଭୋଇ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like