-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ଜିଲ୍ଲା

ଚାନ୍ଦ ମନ୍ଦିର ରେ ତିନି ଠାକୁର ଙ୍କ ନବ ଯୌବନ ଦର୍ଶନ: ଆଜି ରୌଦ୍ର ତାପ ଯୋଗୁଁ ବିଳମ୍ବିତ ହେବ ରଥ ବିଧି 

20-Jun-2023



ବଲାଙ୍ଗିର(ଦେବାଶିଷ ବହିଦାର ): ; ଚାନ୍ଦ ମନ୍ଦିରରେ ଗତକାଲି ତିନି ଦିଅଁ ଙ୍କ ନବଯୌବନ ଦର୍ଶନ ପାଇଁ ଭକ୍ତମାନଙ୍କର ଭିଡ ପରିଲକ୍ଷିତ ହୋଇଥିଲା.I ସକାଳ ୧୦ ଘଣ୍ଟାରେ ପ୍ରଭୁଙ୍କ ଉପନୟନ ସଂସ୍କାର ହୋମ ବିଧି ବିଧାନ ଅନୁଷ୍ଠିତ ହୋଇଥିଲା I ସନ୍ଧ୍ୟାରେ ରଥ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି I ଆଜି ପ୍ରଭୁଙ୍କ ରଥୟାତ୍ରା ର ପହଣ୍ଡି ପୂର୍ବ ନିର୍ଦ୍ଧାରିତ ଅପରାହ୍ନରେ ୪ ଘଣ୍ଟା ପରିବର୍ତ୍ତେ ପ୍ରଚଣ୍ଡ ଖରା ଓ ଉତ୍ତାପ ବୃଦ୍ଧି ପାଇଁ ପାଞ୍ଚ ଘଣ୍ଟା ରେ ଅନୁଷ୍ଠିତ କରିବା ପାଇଁ ଚାନ୍ଦ ମନ୍ଦିର ରଥ କମିଟି ନିଷ୍ପତ୍ତି ନେଇଛି ଅନ୍ୟପଟେ ରଥଟଣା ବିଳମ୍ବିତ ହୋଇ ୬ଟା ପରିବର୍ତେ ସନ୍ଧ୍ୟା ସାତ ରେ ରାମ ଚରିତ୍ ମାନସ ମନ୍ଦିର ଦୈନିକ ବଜାର ମାଉସୀ ମା ମନ୍ଦିରରେ ରଥ ପହଂଚିବ I ନବ ଯୌବନ ଓ ପହଣ୍ଡି ବେଶକୁ ସାଜ ସଜ୍ଜା କରିଥିଲେ ନିମାଇଁ ଚାରଣ ହାତୀ ଦ୍ଵିଜ ରାଜ ମିଶ୍ର ଓ ସତ୍ୟ ନାରାୟଣ ସତପଥୀ , କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ରାଜିବ ମିଶ୍ର, ବଲରାମ ମିଶ୍ର, ଅନିଲ ଠାକୁର ଅଶୋକ ଚାନ୍ଦ ,ରାଜକୁମାର ମିଶ୍ର ଛାୟାକାନ୍ତ ସାହୁ, ସୁଧାନିଧି ହୋତା ,ରାଜୀବ ବେହେରା ,ପୂଜକ କୃଷ୍ନ ଚନ୍ଦ୍ର ମିଶ୍ର ଓ ମନ୍ଦିର କମିଟି ସଦସ୍ଯ ମାନେ ସହଯୋଗ କରିଥିଲେ l କମିଟି ର ସଭାପତି ପ୍ରଦୀପ ଚାନ୍ଦ ସୁରଖୁରରେ ଯାତ୍ରା କାର୍ଯ୍ୟକ୍ରମ ସମ୍ପନ୍ନ ଦିଗରେ ସହଯୋଗ କରିବା ପୋଲିସ ପ୍ରଶାସନ ଓ ଅନ୍ୟ ମାନଙ୍କ ସହଯୋଗ କାମନା କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like