-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ରଥ ଯାତ୍ରା ରେ ସର୍ବତ ବଣ୍ଟନ ଓ ପଲିଥିନ ମୁକ୍ତ ଅଭିଯାନ

21-Jun-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ସହରରେ ଚାଲିଥିବା ପବିତ୍ର ରଥ ଯାତ୍ରା ଅବସର ରେ ଆଜି ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷରୁ  ଭକ୍ତ ଶ୍ରଦ୍ଧାଳୁ ଙ୍କୁ  ଥଣ୍ଡା ପାନୀୟ ଓ ସର୍ବତ ବଣ୍ଟନ କରଯାଇଥିଲା l  ଏହି କାର୍ଯ୍ୟକ୍ରମ କୁ ସୋନପୁର ଟାଉନଥାନାର ନୂତନ ଭାରପ୍ରାପ୍ତ ଅଧିକାରୀ ପଦ୍ମାସିନୀ ମେହେର ଓ  ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଶୁଭ ଉଦଘାଟନ କରିଥିବା ବେଳେ  ତୃଷ୍ନା ମେଣ୍ଟାଇବାକୁ  ଏଠାରେ ଶହ ଶହ ଭକ୍ତ ଙ୍କ ଭିଡ଼ ଲାଗି ଥିଲା l ସଂଘ ର ସଂଯୋଜକ ମନୋରଞ୍ଜନ ତ୍ରିପାଠୀ ଓ ମନୋଜ ପଣ୍ଡା ଙ୍କ ଦ୍ୱାରା ସଂଯୋଜନା କରିଥିବା ବେଳେ ରୋରାରି କ୍ଲବ ଉଦ୍ୟୋକ୍ତl ପରେଶ ମେହେର,  ସ୍ୱଚ୍ଛ ଭାରତ ର ଉପ ସଭାପତି ଲଡ଼ୁ କିଶୋର ମଲ୍ଲିକ, ତରଣୀ ମେହେର, ବରିଷ୍ଠ ସଭ୍ୟ ପ୍ରମୋଦ ସାହୁ, ପ୍ରଫୁଲ୍ଲ ନାଏକ,  ଚୌଧୀରି ବିଭାର, ଜୟନ୍ତ ବେହେରା, ରାଜେଶ ସିଂ, ତ୍ରିଲୋଚନ ତରିଆ, ଜୟ ନାରାୟଣ ସାହୁ, ଗୋକୁଳ ମେହେର, ବୈକୁଣ୍ଠ ଶତପଥି, ପ୍ରଭାସ ମେହେର, ନାରାୟଣ ରଥ, ବସନ୍ତ, ଅଜୟ, ଦେବାଶିଷ, ଆଶିଷ, ପ୍ରମୁଖ  ସହଯୋଗ କରିଥିଲେ l  ଅତିଥି  ଶ୍ରୀମତି ମେହେର ଙ୍କୁ  ସଂଗଠନ ପକ୍ଷରୁ ପ୍ରଥମେ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ଏବଂ ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବ ବର୍ଷ ଅପ୍ରେଲ 14 ତାରିଖ ଠାରୁ ଏସପି ଶ୍ରୀ ଅମରେଶ ପଣ୍ଡା ଙ୍କ ଦ୍ୱାରା ଶୁଭାରମ୍ଭ ହୋଇଥିବା  ଏହି  ଜଳଛତ୍ର ଶିବିର  କୁ ଆଜି  ଶ୍ରୀମତୀ ମେହେର ଙ୍କ ଦ୍ୱାରା ଉଦଯାପିତ କରାଯାଇଛି l  ଏଥିରେ ସଂଗଠନ ର ସମସ୍ତ ସଦସ୍ୟ  ଦୀର୍ଘ 2 ମାସ ଧରି ସହଯୋଗ ଜାରି ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like