-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନାବାଳିକାକୁ ବଳାତ୍କାର ମାମଲା, ଅଭିଯୁକ୍ତକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସୁଣାଇଲେ ଅତିରିକ୍ତ ଜିଲ୍ଲା ଦୌରା ଜଜ୍

22-Jun-2023



ପାଟଣାଗଟ(ଦିଲୀପ ପଣ୍ଡା ): ବଲାଙ୍ଗୀର ଜିଲ୍ଲା ଲରମ୍ଭା ଥାନା ଅଞ୍ଚଳର ଜଣେ ନାବାଳିକାକୁ ସେହି ଥାନା ଅଞ୍ଚଲର ଜଣେ ଯୁବକ ଅନ୍ତସ୍ଵତ୍ବା ପରେ ଗ୍ରହଣ କରିନଥିବାରୁ ଅଭିଯୁକ୍ତକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ଉକ୍ତ ଥାନା ରେଙ୍ଗାଲି ଗାଁର ଅଭିଯୁକ୍ତ ଲୋଚନ ରଣା ଙ୍କୁ ପାଟଣାଗଟ ଅତିରିକ୍ତ ଜିଲ୍ଲା ଦୈ।ରା ଜଜ୍ ସ୍ଵେତା ମିଶ୍ର  ଦଣ୍ଡାଦେଶ ସୁଣାଇଛନ୍ତି । ପ୍ରକାଶ ଯେ ଗତ ୨୦୨୦ ମସିହା ଅକ୍ଟୋବର ୨୦  ତାରିଖ ଲରମ୍ଭା ଥାନା ରେଙ୍ଗାଲି ଗାଁର ଜଣେ ନାବାଳିକା ତାଙ୍କ ଘରବାରିର ପଛପଟକୁ  ଶୌଚ ପାଇଁ ଯାଇଥିଲେ । ଶୌଚ ସାରି ଫେରୁଥିବା ସମୟରେ ସେହି ଗାଁର ଲୋଚନ ରଣା ନାବାଳିକାକୁ ବଳାତ୍କାର କରିଥିଲା । ବଳାତ୍କାର ପରେ ପରିବାର ବର୍ଗଙ୍କୁ ଏ ସମ୍ପର୍କରେ କିଛି କହିଲେ ପୀଡିତା ସହ ପରିବାର ବର୍ଗଙ୍କୁ ଜୀବନରେ ମାରିଦେବାର ଧମକ ଦେଇଥିଲା । ପିଡିତା ଜଣକ ଭୟଭୀତ ହୋଇ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ କିଛି କହିନଥିଲେ । ପରେ ପୀଡିତା ଜଣକ ଘରେ ଏକୁଟିଆ ଥିବାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ପୀଡିତାର ଅନିଚ୍ଛା ସ୍ଵତ୍ବେ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରିକ ସମ୍ପର୍କ ରଖିଆସୁଥିଲା । ପୀଡିତା ଜଣକ ଅନ୍ତସ୍ଵତ୍ବା ହୋଇଥିବା ଜାଣି ଗତ ୨୦୨୦ ମସିହା ଅକ୍ଟୋବର ୧୮ ତାରିଖ ରାତିରେ ଲୋଚନ ପୀଡିତା ର ମାଁକୁ ଫୋନ ଯୋଗେ ପାଟଣଗଡ ଡାକ୍ତରଖାନାକୁ ଜାଇ ଗର୍ଭ ନଷ୍ଟ କରିଦେବା ପାଇଁ ପରାମର୍ଶ ଦେଇଥିଲା । ଏହାପରେ ପୀଡିତାର ପରିବାର ଲରମ୍ଭା ଥାନାର ଦ୍ବାରସ୍ଥ ହୋଇ ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୁଲିସ ଅଭିଯୁକ୍ତ ଲୋଚନକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଲେ ଏହି ବଳାତ୍କାର ମାମଲାର ରାୟ ସୁଣାଇବାକୁ ଯାଇ ଅଭିଯୁକ୍ତ ଲୋଚନ ରଣାକୁ ଦଫା ୩୭୬  (୨) (୩)ରେ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷର ସଶ୍ରମ କାରାଦଣ୍ଡ ସୁଣାଇଛନ୍ତି । ଏହା ସହିତ ୧୦ ହଜାର ଟଙ୍କା ଜୋରିମାନା ଅନାଦେୟ ଅତିରିକ୍ତ ୬ ମାସ ସଜା ସୁଣାଇ ଛନ୍ତି । ଏପରିକି ଦଫା ୪୫୦ ପିଙ୍ଗଲ କୋଡରେ ସଜା ୨ ବର୍ଷ ସହିତ ୧ ହଜାର ଟଙ୍କା ଜରିମାନା ଅନାଦେୟ ୨ ମାସ କାରାଦଣ୍ଡ ତଥା ଦଫା ୫୦୬ ପିଙ୍ଗଲ କୋଡରେ ଦୋଷୀ ସାବ୍ୟସ୍ତ କରି ୧ ବର୍ଷ ସଶ୍ରମ କାରାଦଣ୍ଡ  ଶୁଣାଇ ଥିବା ନେଇ  ସରକାରୀ ଓକିଲ ଭକ୍ତରାମ ବାଗ ସୁଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like