-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ହୋଟେଲ ସଂଘ ର ବାର୍ଷିକ ସମ୍ମିଳନୀ

22-Jun-2023



ବଲାଙ୍ଗିର(ଦେବାଶିଷ ବହିଦାର ): ଗତକାଲି ବଲାଙ୍ଗୀର ସ୍ଥାନୀୟ ହୋଟେଲ ସ୍ବେୟମ ଠାରେ ବଲାଙ୍ଗିର ହୋଟେଲ ସଂଘର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ହୋଟେଲ ସଂଘର ସଭାପତି ଜୟ ପ୍ରକାଶ ପୁରୋହିତ ଙ୍କ ସଭାପତିତ୍ଵରେ ମୁଖ୍ୟତିଥି ଭାବରେ ପଶ୍ଚିଓଡିଶା ବିକାଶ ପରିଷଦ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ମୁଖ୍ୟ ବକ୍ତା ପର୍ଯ୍ୟଟନ ସଚିବ ସଚୀନ ରାମଚନ୍ଦ୍ର ଯାଦବ, ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରଣା, ଏସ. ପି ଋଷିକେଶ ଖିଲାରୀ, ରାଜ୍ୟ ହୋଟେଲ ରେଷ୍ଟୁରାଣ୍ଟ ସଂଘର ସଭାପତି ଜେ. କେ ମହାନ୍ତି, ପଶ୍ଚିମ ଓଡିଶା ସଭାପତି ଯଶବିରସିଂ ହୁରା ଓ ସଂଘ ର ସାଧାରଣ ସଂପାଦକ ରବି ନାରାୟଣ ପୂଜାରୀ ମଂଚାସୀନ ଥିଲେ l ଜିଲ୍ଲା କୁ ପର୍ଯଟନ କ୍ଷେତ୍ରରେ ଉନ୍ନତି କରାଯାଉ, ସାରା ରାଜ୍ୟର ବିଭିନ୍ନ ସମସ୍ୟା ଗୁଡିକୁ ସଂଘ ପକ୍ଷରୁ ଉପସ୍ଥାପନ କରାଯାଇଥିଲା l ଆଜିର ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲା ଉପସଭାପତି ଲୋଟସ ଷଢଙ୍ଗୀ, ସହସମ୍ପାଦକ ଅଭିଜିତ ମିଶ୍ର, କୋଷାଧକ୍ଷ ଜନ୍ମଜୟ ଭମର, ବରିଷ୍ଠ ସଦସ୍ୟ ଅଶୋକ ପାଢ଼ୀ, ରାମ ଦାଶ, ବୁଲୁ ପୁରୋହିତ, ଧ୍ରୁବ ଯୁଏଡ଼, ତ୍ରିପୁରାରୀ ପାଣିଗ୍ରାହୀ, ନରେନ୍ଦ୍ର ସାହୁ, ଗୋପାଳ ଦାନୀ,ଭିକି ଅଗ୍ରୱାଲ, ସ୍ୱାଗତ ପୁରୋହିତ, ପ୍ରଣବ ଖୁ୍ୱାସ, ବିକେକା ପତି, ମହାତ୍ମା ସାହୁ, ନିଶ୍ୱଜିତ ସାହୁ, ପଙ୍କଜ ଅଗ୍ରୱାଲ, ହରିଶ ରାଇଥାଟା, ଜିଲ୍ଲାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l ପଶ୍ଚିମ ଓଡିଶାର ରାଉଲକେଲା, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, କଳାହାଣ୍ଡି, ସୁବର୍ଣ୍ଣପୁର ପ୍ରମୁଖ ଜିଲ୍ଲା ରୁ ହୋଟେଲ ମାଲିକ ମାନେ ଉପସ୍ଥିତ ଥିଲେ l ଏହି ସମ୍ମିଳନୀରେ ପଶ୍ଚିମ ଓଡିଶାରେ ଉତ୍ତମ ହୋଟେଲ ଭାବରେ ଝାରସୁଗୁଡା ଓରଚାଟ ହୋଟେଲ ମାଲିକ ଆଶିଷ ପାଳିତଙ୍କୁ ସମ୍ମାନିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like