-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ନୁଆମୁଣ୍ଡା ଠାରେ ଏକ ଦିବସୀୟ ଯୋଗ ପ୍ରଶିକ୍ଷଣ ଓ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

22-Jun-2023



ବିରମହାରାଜପୁର(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ନୁଆମୁଣ୍ଡା ଠାରେ ଏକଦିବସୀୟ ଯୋଗ ପ୍ରଶିକ୍ଷଣ ଓ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉଫୁଲା  ସରପଞ୍ଚ ଶ୍ରୀୟା କର୍ମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଶୁଭାରମ୍ଭ କରିଥିଲେ।
 ପ୍ରଶିକ୍ଷକ ଭାବ ଯୋଗଗୁରୁ ଦ୍ଵିତିକୃଷ୍ଣ ପଣ୍ଡା ଆନ୍ତର୍ଜାତିକ ଯୋଗ ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରିବା ସହ ଯୋଗ କରିବା ନିରୋଗ ହେବାର ମହତ୍ତ୍ଵ ପ୍ରତପାଦନ କରିଥିଲେ।‌  ଏଥିରେ ପଞ୍ଚାୟତିରାଜ ଲୋକ ପ୍ରତିନିଧି, ମହିଳା,ସ୍ୱୟଂ ସହାୟିକା ଗୋଷ୍ଠୀ ସଭ୍ୟା, ବରିଷ୍ଠ ନାଗରିକ ଓ ଯୁବଗୋଷ୍ଠୀ ପ୍ରମୁଖ ସାମିଲ ହୋଇଥିଲେ ।  ପଞ୍ଚାୟତ ପି ଇ ଓ ଗୌର ଚରଣ ସାହୁ  ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ ବାଗ ବ୍ଲକ ପ୍ରତିନିଧି ଭାବରେ ଯୋଗଦେଇ ପ୍ରଶିକ୍ଷଣ ଶିବିର ଆୟୋଜନ ଓ  ପଞ୍ଚାୟତ ଉନ୍ନୟନ ଯୋଜନାରେ  ଗ୍ରାମବାସୀଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ ବୋଲି ପ୍ରକାଶ କରିଥିଲେ। ଶେଷରେ ୱାର୍ଡ଼ ସଭ୍ୟ ସୁଦାମ ଭୁଇ ଧନ୍ୟ ବାଦ ପ୍ରଦାନ୍ କରିଥଲେ। ପ୍ରଥମ ଥର ପାଇଁ ପଞ୍ଚାୟତ ତରଫରୁ ଟିଠିପାଲି ଠାରେ ଜନସ୍ବାସ୍ଥ୍ୟ ସଚେତନତା ସହ ଯୋଗ ପ୍ରଶିକ୍ଷଣ ଶିବିର ଆୟୋଜନ ରେ ଲୋକେ ଉତ୍ସାହିତ ସହ ଯୋଗଦେଇ ଥିଲେ ଓ ପ୍ରଶଂସା କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like