-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଅମୃତ ସରୋବର ସାଇଟରେ ଯୋଗ ପ୍ରଶିକ୍ଷଣ ଶିବିର

22-Jun-2023



ବିରମହାରାଜପୁର, ( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ନୁଆମୁଣ୍ଡା ଠାରେ ଏକ ଦିବସୀୟ ଯୋଗ ପ୍ରଶିକ୍ଷଣ ଓ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉଫୁଲା  ସରପଞ୍ଚ ଶ୍ରୀୟା କର୍ମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଶୁଭାରମ୍ଭ କରିଥିଲେ। ପ୍ରଶିକ୍ଷକ ଭାବ  ଯୋଗଗୁରୁ ଦ୍ଵିତିକୃଷ୍ଣ ପଣ୍ଡା ଆନ୍ତର୍ଜାତିକ ଯୋଗ ଦିବସ ପାଳନ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କ ରେ ଅବଗତ କରିବା ସହ ଯୋଗ କରିବା ନିରୋଗ ହେବାର ମହତ୍ତ୍ଵ ପ୍ରତପାଦନ କରିଥିଲେ।‌  ଏଥିରେ ପଞ୍ଚାୟତିରାଜ ଲୋକ ପ୍ରତିନିଧି, ମହିଳା,ସ୍ୱୟଂ ସହାୟିକା ଗୋଷ୍ଠୀ ସଭ୍ୟା, ବରିଷ୍ଠ ନାଗରିକ ଓ ଯୁବଗୋଷ୍ଠୀ ପ୍ରମୁଖ ସାମିଲ ହୋଇଥିଲେ ।  ପଞ୍ଚାୟତ ପି ଇ ଓ ଗୌର ଚରଣ ସାହୁ  ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ ବାଗ ବ୍ଲକ ପ୍ରତିନିଧି ଭାବରେ ଯୋଗଦେଇ ପ୍ରଶିକ୍ଷଣ ଶିବିର ଆୟୋଜନ ଓ  ପଞ୍ଚାୟତ ଉନ୍ନୟନ ଯୋଜନାରେ  ଗ୍ରାମବାସୀଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ ବୋଲି ପ୍ରକାଶ କରିଥିଲେ। ଶେଷରେ ୱାର୍ଡ଼ ସଭ୍ୟ ସୁଦାମ ଭୁଇ ଧନ୍ୟ ବାଦ ପ୍ରଦାନ୍ କରିଥଲେ। ପ୍ରଥମ ଥର ପାଇଁ ପଞ୍ଚାୟତ ତରଫରୁ ଟିଠିପାଲି ଠାରେ ଜନସ୍ବାସ୍ଥ୍ୟ ସଚେତନତା ସହ ଯୋଗ ପ୍ରଶିକ୍ଷଣ ଶିବିର ଆୟୋଜନ ରେ ଲୋକେ ଉତ୍ସାହିତ ସହ ଯୋଗଦେଇ ଥିଲେ ଓ ପ୍ରଶଂସା କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like