-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ମହିଳା ସଙ୍ଗଠନ  ତରଫ ରୁ ବାର ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା

22-Jun-2023



 ବଲାଙ୍ଗିର (ଦେବାଶିଷ ବହିଦାର ): ପଶ୍ଚିମ ଓଡ଼ିଶା ମହିଳା ସଙ୍ଗଠନ  ତରଫ ରୁ ବାର ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା |  ଆଜି ସକାଳୁ ସକାଳୁ ପିକେଟିଙ୍ଗ କରି ବନ୍ଦ କରିଲେ  ହେଡ ପୋଷ୍ଟ ଅଫିସ | 

ବଲାଙ୍ଗିର ଜିଲ୍ଲାରେ ବଢିଚାଲିଥିବା ନାରୀ ନିର୍ଯ୍ୟାତନା ପ୍ରତିବାଦରେ, ଆଜି ବାର ଘଣ୍ଟିଆ ବନ୍ଦ ଡାକରା ଦେଇଛି ଆଜି ପଶ୍ଚିମ ଓଡ଼ିଶା ମହିଳା ସଙ୍ଗଠନ ତରଫରୁ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା  ଦିଆଯାଇଛି | କେବଳ ବଲାଙ୍ଗିର ସଦର ମହକୁମାରେ ଏହି ବନ୍ଦ ଡାକରା ଦିଆଯାଇଛି | ସକାଳ  ୬ ଟାରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ସହର ଭିତରେ ଚକ, ଅଖ, ସ୍କୁଲ, କଲେଜ, ସରକାରୀ ବେସରକାରୀ ଅଫିସ ବନ୍ଦ ଡାକରା ଦିଆଯାଇଛି | ବନ୍ଦ ଡାକରାକୁ ସହରର ବିଭିନ୍ନ ସଂଗଠନ ସମର୍ଥନ କରୁଛନ୍ତି | ଏପରିକି ନଗର କଂଗ୍ରେସ ମଧ୍ୟ ସମର୍ଥନ ଦେଇଛି | ଯାହା ଫଳରେ ଆଜି ସକାଳୁ ସକାଳୁ ମହିଳା ସଂଗଠନର କର୍ମକର୍ତା ପିକେଟିଙ୍ଗ ଆରମ୍ଭ କରିଦେଇଛନ୍ତି | ବିଶେଷ କରି ୨୦୧୫ ମସିହା ଖପ୍ରାଖୋଲ ଥାନା ସ୍ନେହଲତା ଛତ୍ରିଆ ହତ୍ୟା ଘଟଣାର ଚାର୍ଜସିଟ ଦାଖଲ ନହେବା ଏବଂ ଅନ୍ୟାନ୍ୟ ମହିଳା ନିର୍ଯ୍ୟାତନା ଘଟଣାର ନ୍ୟାୟ ପ୍ରଦାନ ଦାବିରେ,ଏହି ବନ୍ଦ ଡାକରା ଦିଆଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like