-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୯୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି

03-Oct-2020



ଅନୁଗୋଳ - ଆଜି(ଶନିବାର)  ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୯୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଲା । ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୩୨ ଜଣ ( ୨୦ ଜଣ ପୁରୁଷ ଓ ୧୨ଜଣ ମହିଳା ) , କଣିହାଁ ବ୍ଳକ୍ ଅଞ୍ଚଳରୁ ୩୧ ଜଣ ( ୨୧ ଜଣ ପୁରୁଷ ଓ ୧୦ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୭ ଜଣ ( ୫ଜଣ ପୁରୁଷ ଓ ୨ଜଣ ମହିଳା ) , ତାଳଚେର ବ୍ଳକ୍ ଅଞ୍ଚଳରୁ ୬ ଜଣ ( ୬ଜଣ ପୁରୁଷ ) , କିଶୋରନଗର ବ୍ଲକ୍ ଅଞ୍ଚଳରୁ ଜଣ ( ୫ଜଣ ପୁରୁଷ ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୪ ଜଣ ( ୪ଜଣ ପୁରୁଷ ) , ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୪ ଜଣ ( ୪ଜଣ ପୁରୁଷ ) , ପାଳଲହଡା ବ୍ଳକ୍ ଅଞ୍ଚଳରୁ ୩ ଜଣ ( ୩ଜଣ ପୁରୁଷ ) ଓ ତାଳଚେର ପୌରାଞ୍ଚଳରୁ ୧ ଜଣ ( ୧ ଜଣ ପୁରୁଷ ) ଅଛନ୍ତି ।
ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥୁବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୨୨୩ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୩ ଜଣ କୋଭିଡ ହସପିଟାଲରୁ,୧ ଜଣ କୋଭିଡ କେୟାର ସେଣ୍ଟରରୁ ଓ ୧୯୯ ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like