-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ମେଗା ରକ୍ତଦାନ ଶିବିର,୫୬ ୟୁନିଟ ରକ୍ତ ସଂଗ୍ରହ ।

22-Jun-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମାହେଶ୍ୱରୀ ସେନାର ସକ୍ରିୟ କାର୍ଯ୍ୟ କର୍ତ୍ତା ସ୍ୱର୍ଗତ ଅଜିତ ମହାକୁରଙ୍କ ଆକସ୍ମିକ ସଡ଼କ ଦର୍ଘଟଣା ଓ ବାଲେଶ୍ଵର ଜିଲ୍ଲାରେ ହୋଇଥିବା ଟ୍ରେନ ଦୁର୍ଘଟଣା ଶ୍ରୁତି ଉଦ୍ଦେଶ୍ୟ ଆୟୋଜିତ ହୋଇଥିବା ଏକ ସ୍ବେଚ୍ଛାକୃତ ରକ୍ତଦାନ ୫୬ ମୁଖ୍ୟ ଅତିଥି ଭାବରେ ଉପଖଣ୍ଡ ପୋଲିସ ଅଧିକାରୀ ଡୋଲାମନି ଭୋଇ , ବରିଷ୍ଟ ଶିକ୍ଷା ପରାମର୍ଶ ଦାତା ଡ. ପ୍ରଫୁଲ୍ଲ କୁମାର ରଥ ଓ ଜିଲ୍ଲା କୃଷକ ସଂଘର ସଭାପତି ବୈକୁଣ୍ଠ ଶତପଥୀ ଉପସ୍ଥିତ ରହି ଅଜିତ ମହାକୁରଙ୍କ ନିସ୍ୱାର୍ଥ ସେବାକୁ ପ୍ରଶଂସା କରିଥିଲେ । ଏହି ଶିବିର ରେ ସମୁଦାୟ ଜଣେ ମହିଳାଙ୍କ ସମେତ ୫୬ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଏଥିରେ ପଶ୍ଚିମ ଓଡ଼ିଶା ୟୁବାମଞ୍ଚ , ମାହେଶ୍ୱରୀ ସେନା, ଜିଲ୍ଲା ରକ୍ତଦାତା ଓ ସ୍ଥାନୀୟ ଆକାଶ, ପ୍ରତୁଶ ରଂଜନ ଗୁରୁଜୀ, ରକ୍ତ ସଂଯୋଜନ ସୁଧାଂଶୁ କର୍ଣ୍ଣ  ପ୍ରମୁଖ ସହଯୋଗ କରିଥିଲେ । ଡ଼. ବିଶ୍ଵନାଥ ରଥ ସମସ୍ତ ରକ୍ତ ଦାତା ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ଟେକ୍ନିସିଏନ ଟିଟୁ ଭୋଇ , କାଉନସିଲର ଜଗତ ଦରୁଅନ, ଯୁଦିଷ୍ଟିର ନାଏକ ରକ୍ତ ସଂଗ୍ରହ କରିଥିଲେ।ଶେଷ ରେ ଜିଲ୍ଲା ରକ୍ତ ଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା ସମସ୍ତ ରକ୍ତ ଦାତା ଙ୍କୁ ପ୍ରମାଣପତ୍ର ଦେଈ ଉସାହିତ କରିଥିଲେ।ମାହେଶ୍ୱରୀ ସେନା , ଜିତେନ୍ଦ୍ର ମେଣ୍ଡିଲି , ବିକାଶ ମହାକୁର, ଚୈତନ୍ୟ ପ୍ରଧାନ , ତପନ ନାଏକ, ବିକାଶ ମ‌ହାକୁର, ଅର୍ଜୁନ ପ୍ରଧାନ, ସୁବ୍ରତ କର୍ଣ୍ଣ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like