-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ଲାଭାର୍ଥୀ ସମ୍ବିଳନୀ

22-Jun-2023



ବୀରମହାରାଜପୁର (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମେଟାକାନି ଛକ ନିକଟସ୍ଥ ବଜାର ଠାରେ ବିଜେପି ପକ୍ଷରୁ ଲାଭାର୍ଥୀ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି l ବଲାଙ୍ଗୀର ଲୋକ ସଭା ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ ଯୋଗ ଦେଇ ୯ ବର୍ଷ ରେ ମୋଦି ସରକାର ଙ୍କ ସଫଳତା ଉପରେ ଲାଭାର୍ଥୀ ମାନଙ୍କୁ ବୁଝାଇ ଥିଲେ, ସାମ୍ବାଦିକ ମାନଙ୍କ ର ବିଭିନ୍ନ ପ୍ରଶ୍ନ ର ଉତ୍ତର ଦେଇ କହିଲେ ଯେ, ଜଗା ଚିହ୍ନଟ ହୋଇ ନପାରିବାରୁ ସୈନିକ ସ୍କୁଲ ହୋଇ ପାରିଲା ନାହିଁ l ସମ୍ବଲପୁର ବ୍ରହ୍ମପୁର ଭାୟା ବୀରମହାରାଜପୁର ରେଳ ଲାଇନ ପ୍ରସଙ୍ଗ କୁ ଏଡାଇଯିବା ସହ ରେ ଦେଉଳି ବାଉଁଶୁଣୀ ମହାନଦୀ ପ୍ରସଙ୍ଗ ରେ କୌଣସି ଟିପଣି ଦେଇନଥିଲେ ବୈଠକ ଶେଷରେ କିଛି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ କାର୍ଯ୍ୟକର୍ତ୍ତା ଙ୍କ ଜରିଆରେ ବଳରାମ ସିଂ ଯାଦବ ବଲାଙ୍ଗୀର ସାଂସଦ କ୍ଷେତ୍ର ରେ ସଭା ସମିତି କରୁଥବାରୁ ଏହି ସଭାରେ ଯୋଗ ନଦେବାକୁ ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ର ତାଗିଦ କରିଥିଲେ ଏବଂ ବଲ୍ଲୁ ଜଣେ ଗଂଜେଇ ମାଫିଆ ବୋଲି ପ୍ରକାଶ କରିଥିଲେ lଉକ୍ତ ସମ୍ମିଳନୀ ରେ ବିଜେପି  ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆନନ୍ଦ ବାରିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଁ ରଘୁନାଥ ଜଗଦଲା, ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ର, ପୂର୍ବତନ ଜିଲ୍ଲା ସଭାପତି ବିଜୟ ମହାକୁର,ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ, ସନ୍ତୋଷ କୁମାର ଭୋଇ, ସ୍ୱରୂପ କୁମାର ପାତ୍ର ଜିଲ୍ଲା ସାଧାରଣ ସମ୍ପାଦକ ବେଣୁଧର ଦାଶ, ବଲାଙ୍ଗୀର ସାଂସଦ ପ୍ରତିନିଧି ନଳିନୀ ପଣ୍ଡା, ଇଁ ଆଶ୍ରୟ ମହାନନ୍ଦ, ସୁମନ୍ତ ଜଗଦଲା,ମଣ୍ଡଳ ସଭାପତି ହରିହର, ଦିଲ୍ଲୀପ ପଧାନ,ଏକଲବ୍ୟ ବେହେରା,ଭୁଲା ଶଙ୍କର ବାଘ, ରଶ୍ମିତା ଷଡ଼ଙ୍ଗୀ,ସତ୍ୟ ମୋହନ ବେଦପାଣି, ଶିବ ନାରାୟଣ ପଣ୍ଡା,ଗୌର ଜଗଦଲା, ଅଶୋକ କୁମାର ସାହୁ, ପ୍ରମୁଖ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like