-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଦେଶ ବିଦେଶ

ନୂଆଦିଲ୍ଲୀ ରେ "ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର କଲ୍ୟାଣ ସଂସଦୀୟ କମିଟି" ର ଉଚ୍ଚ ସ୍ତରୀୟ ବୈଠକ

22-Jun-2023



 ସଂସଦ ଭବନ ପରିସର ସ୍ଥିତ କମିଟି କକ୍ଷ ରେ "ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟି" ର ଉଚ୍ଚ ସ୍ତରୀୟ ବୈଠକ  ଅନୁଷ୍ଠିତ ହୋଇଯାଇଛି ।
ଲୋକସଭା ସାଂସଦ ଡକ୍ଟର କିରିଟ୍ ପ୍ରେମଜି ଭାଇ ସୋଲାଙ୍କି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକ ରେ ବିଜେଡି ସାଂସଦ ନିରଞ୍ଜନ ବିଶି ଯୋଗଦେଇ  ପବ୍ଲିକ୍ ସେକ୍ଟର ବ୍ୟାଙ୍କ, ଆର୍ଥିକ ପ୍ରତିଷ୍ଠାନ, ପବ୍ଲିକ୍ ସେକ୍ଟର ବୀମା କମ୍ପାନୀ, ରିଜର୍ଭ

ବ୍ୟାଙ୍କ ଅଫ୍ ଇଣ୍ଡିଆ, ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ, ପେନ୍ସନ୍ ପାଣ୍ଠି ନିୟାମକ ବିକାଶ ପ୍ରାଧିକରଣ  ଗୁଡିକ ରେ ନିଯୁକ୍ତି ଏବଂ ପଦୋନ୍ନତି କ୍ଷେତ୍ରରେ ଏସ୍.ସି. ଏବଂ ଏସ୍.ଟି ପାଇଁ ସଂରକ୍ଷଣ ନୀତିର କାର୍ଯ୍ୟକାରୀ କରିବା , ବ୍ୟାଙ୍କ, ବୀମା ସଂସ୍ଥା, ରାଷ୍ଟ୍ରୀୟ ବୀମା କମ୍ପାନୀ, ରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ର ପ୍ରାର୍ଥୀ ମାନଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ପ୍ରଦାନ, ଏସସି,ଏସଟି ଯୁବକ ମାନଙ୍କୁ ପ୍ରାକ ନିଯୁକ୍ତି  ତାଲିମ  ଭଳି ପ୍ରସଙ୍ଗ ଉଠାଇଛନ୍ତି।  ଏସସି ଏବଂ ଏସଟି କର୍ମଚାରୀ କଲ୍ୟାଣ ସଂଘ ର କର୍ମକର୍ତ୍ତା ଙ୍କ ସହିତ ତ୍ରିମାସିକ ବୈଠକ କରିବା,ସମସ୍ତ ବ୍ୟାଙ୍କ ବୀମା ପ୍ରତିଷ୍ଠାନ ୱେବସାଇଟରେ 200 ପଏଣ୍ଟ ସଂରକ୍ଷଣ ରୋଷ୍ଟର ଉପଲବ୍ଧ କରାଇବା ,ଜାଲ ଜାତି ପ୍ରମାଣପତ୍ର ଧାରୀ କର୍ମଚାରୀଙ୍କୁ ଚାକିରିରୁ ହଟାଇବା, ସିଧାସଳଖ ନିଯୁକ୍ତି ଏବଂ ପଦୋନ୍ନତି ପାଇଁ ଏସସି ଏବଂ ଏସଟି ପ୍ରାର୍ଥୀଙ୍କୁ ରିହାତି , ଏସସି ଏବଂ ଏସଟି କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ବ୍ୟାକଲଗ୍ ଖାଲି ସ୍ଥାନ ସ୍ଵତନ୍ତ୍ର ନିଯୁକ୍ତି ଡ୍ରାଇଭ୍ ରେ ନିଯୁକ୍ତି କରିବା,ଏସସି ଏସଟି କର୍ମଚାରୀ କଲ୍ୟାଣ ଏସୋସିଏସନ ର ପଦାଧିକାରୀ ମାନଙ୍କ ପାଇଁ ସ୍ୱତନ୍ତ୍ର ଛୁଟି,ଯାତାୟାତ ଖର୍ଚ୍ଚ ପ୍ରଦାନ କରିବା, ଏସସି ଏବଂ ଏସଟି କର୍ମଚାରୀ ଙ୍କ ପାଇଁ ସ୍ୱତନ୍ତ୍ର ସେଲ୍ ମାଧ୍ୟମରେ  କର୍ମଚାରୀଙ୍କ  ଅଭିଯୋଗର ସମାଧାନ |  ଏସସି ଏସଟି ସମ୍ପ୍ରଦାୟ ର ବିକାଶ ପାଇଁ ସି ଏସ ଆର ପାଣ୍ଠି ପ୍ରଦାନ କରିବା ପାଇଁ ପ୍ରସ୍ତାବ ଆଗତ କରିଥିଲେ lଏହି ବୈଠକ ରେ ପବ୍ଲିକ୍ ସେକ୍ଟର ବ୍ୟାଙ୍କ, ଆର୍ଥିକ ପ୍ରତିଷ୍ଠାନ, ପବ୍ଲିକ୍ ସେକ୍ଟର ବୀମା କମ୍ପାନୀ, ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ, ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ, ପେନ୍ସନ୍ ପାଣ୍ଠି ନିୟାମକ ବିକାଶ ପ୍ରାଧିକରଣ ବିଭାଗ ର ଅଧିକାରୀ ଗଣ ଉପସ୍ଥିତ ଥିଲେ l ବିତ୍ତ ସେବା ବିଭାଗ ର ସଚିବ ଡ଼.ବିବେକ ଯୋଶୀ , ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଭାରତୀୟ ଜୀବନ ବୀମା ନିଗମ ର ଟବଳେଶ ପାଣ୍ଡେ ପରିଚାଳନା ନିର୍ଦ୍ଦେଶକ, ଦୀନେଶ ଭଗତ ଜୋନାଲ ମ୍ୟାନେଜର, ଆରକେ ଦୁବେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ,  ନ୍ୟାସନାଲ୍ ଇନସୁରାନ୍ସ କମ୍ପାନୀ

ଲି. ର ଚେୟାରମ୍ୟାନ ତଥା ପରିଚାଳନା ନିଁର୍ଧେଶକ ଶ୍ରୀମତୀ ସୂଚିତl ଗୁପ୍ତା, ଜେନେରାଲ ମ୍ୟାନେଜର ମଧୁସ୍ମିତା ଜେନା , ସତ୍ୟଜିତ୍ ତ୍ରିପାଠୀ ଚେୟାରମ୍ୟାନ୍ ତଥା ୟୁନାଇଟେଡ୍ ଇଣ୍ଡିଆ ଇନସୁରାନ୍ସ କମ୍ପାନୀ ଲିମିଟେଡ୍, ସିଏସ୍ ରାଧିକା ଜିଏମ୍, ଆର ଆର ସିଙ୍ଗ୍ ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ଏ କେ ସାକ୍ସେନା ଜିଏମ୍ ଓରିଏଣ୍ଟାଲ ଇନସୁରାନ୍ସ କମ୍ପାନୀ ଲି. ସମୀକ୍ଷା ବୈଠକ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like