-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

କେତେଦିନ ଆଉ ଦେଖାଇବେ ଲଲିପପ୍ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ଧାରଣା

22-Jun-2023



ବରଗଡ଼:- ରୋଜଗାର ହରେଇ ବସିଥିବା ବିଜେପୁରର ଶତାଧିକ ପନିପରିବା ବିକାଳୀଙ୍କ ଭବିଷ୍ୟତ ଏବେ ଅନିଶ୍ଚିତତାରେ ଗତି କରିଛି। କେହି ଶୁଣିବାକୁ ନାହାନ୍ତି କି ସମସ୍ୟା ର ସମାଧାନ କରିବାକୁ କେହି ଆଗ୍ରହୀ ନୁହନ୍ତି। ଏପରି ଅଭିଯୋଗ ଶୁଣିବାକୁ ମିଳିଛି ବରଗଡ  ଜିଲ୍ଲାପାଳ କାର୍ଯ୍ୟାଳୟରେ ଧାରଣ ଦେଇଥିବା ଉଠା ଦୋକାନୀ ମାନଙ୍କ ମୁହଁରୁ ।ମହାମାରୀ କରୋନା ସମୟରେ ବିଜେପୁର ଦୈନିକ ବଜାର ର ଦୋକାନୀ ମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରି ଦେଇଥିଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପ୍ରଶାସନ ।ହେଲେ କରୋନା ବର୍ଷ କହିଲେ ଅତ୍ୟୁକ୍ତି ହେବନାହିଁ ଯେ,ଏଇ ଦୁଇ ବର୍ଷ ପରେ ବି ଉଠା ଦୋକାନୀ ମାନଙ୍କ କଥାକୁ ବିଚାର ନକରି ୪୫।୪୬ ଡିଗ୍ରୀ ତାପମାତ୍ରାରେ ଡହଡହ ତତଲା କଢ଼େଇ ଭଳି ପ୍ରଚଣ୍ଡ ଖରାରେ ଖୋଲା ଆକାଶ ତଳେ ପନି ପରିବା ବିକ୍ରି କରିବାକୁ ଛାଡି ଦେଇଛି ବୋଲି ଅଭିଯୋଗ କରିଛନ୍ତି ମାରୁତି ଉଠା ଦୋକାନୀ ସଂଘର ସଭାପତି ଦେବେନ୍ଦ୍ର ସାହୁ ।ଏଠାରେ ସୂଚନାଯୋଗ୍ୟ ଯେ ମହାମାରୀ କରୋନା  ସମୟରେ ଜୀବନ ସୁରକ୍ଷା ଦୃଷ୍ଟିରୁ ଦୈନିକ ବଜାରକୁ ସ୍ଥାନାନ୍ତର କରିବାକୁ କୁହାଯାଇଥିଲା। ପରେ ଲିଖିତ ଭାବେ ପୁରୁଣା ସ୍ଥାନ କୁ ଫେରି ଆସିବାକୁ ଜଣାଇବାରୁ ଏଠାକାର ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଶାସନ ଏକ ନୂତନ ଦୈନିକ ବଜାର ବିଜେପୁର ରେ ସୃଷ୍ଟି କରାଯିବ ବୋଲି ଲଲିପପ୍ ଦେବା ସହ କିଛିଦିନ ଅପେକ୍ଷା କର ବୋଲି ପ୍ରତିଶ୍ରୁତି ଦେଲେ ଓ ଯେଉଁ ଜାଗାରେ ବସୁଛ ସେଠାରେ ପାନୀୟ ଜଳ, ସେଡ଼ ଓ ଶୌଚାଳୟର ବ୍ୟବସ୍ଥା କରିବୁ ବୋଲି ପ୍ରତିଶ୍ରୁତି ଦେଇଥିଲେ ।କିନ୍ତୁ ଆଜିକୁ ଦୁଇ ବର୍ଷ ବିତିଯାଇଥିଲେ ମଧ୍ୟ କେହି ଏହି ସମସ୍ୟା ଉପରେ ଦୃଷ୍ଟି ଦେଉନଥିବାରୁ ଏହାର ଶୀଘ୍ର ସମାଧାନ କରିବାକୁ ସଂଘ ଦାବି କରିଛି ବରଗଡ଼ ଜିଲ୍ଲା ଗସ୍ତରେ ଆସୁଥିବା ୫ ଟି ସଚିବ ଭି କେ ପାଣ୍ଡିଆନ ଙ୍କୁ ଆସନ୍ତା ତା ୨୬.୦୬.୦୨୩ରିଖ ସାକ୍ଷାତ କରି ଏକ ଦାବିପତ୍ର ଦେବାକୁ ମାରୁତି ଉଠା ଦୋକାନୀ ସଂଘ ସ୍ଥିର କରିଛି ବୋଲି ସଂଘର କର୍ମକର୍ତ୍ତାଗଣ ଜଣାଇଛନ୍ତି।
ବରଗଡ଼ରୁ ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like