-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଅପରାଧ

ବିଳମ୍ବିତ ରାତିରେ ଘରେ ପଶି ମହିଳା ଙ୍କୁ ଅମାନୁଷିକ ଭାବେ ଆକ୍ରମଣ, ଅଭିଯୁକ୍ତ ଫେରାର

23-Jun-2023



ଟିଟିଲାଗଡ(ସନ୍ତୋଷ କୁମାର ନାଏକ ): ଟିଟିଲାଗଡ ପୌରପରିଷଦ ଅଧିନସ୍ଥ ୧୪ ନମ୍ୱର ୱାର୍ଡ ହାଟପଦା ପଡ଼ା ନିବାସୀ ରେଜୀୟା ବାନୁ,(ବ-୪୨) ନାମ୍ନୀ ଜଣେ ମହିଳା ଘରେ ଏକୁଟିଆ ଥିବା ସୁଯୋଗ ନେଇ ଘର ବାଡ ଡେଇଁ ଶୋଇବା ଘରେ ପଶି ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ଗତ ମଙ୍ଗବାର ରାତି ପ୍ରାୟ ଏକ ଘଣ୍ଟା ସମୟ ରେ ଉକ୍ତ ହାଟପଦା ପଡ଼ା ର ସାନେକ ବେହେରା ଙ୍କ ପୁଅ ଦେବାନନ୍ଦ ବେହେରା ରେଜିୟା ବାନୁ  ରହୁଥିବା ଘର ବାଡ ଡେଇଁ ସେ ସୋଇଥିବା କୋଠରୀ କୁ ପଶି ଏକ ଲୁହା ରଡ଼ ରେ ଅତର୍କିତ ଭାବେ ଆକ୍ରମଣ କରି ଗୁରୁତର ଅବସ୍ଥାରେ ଛାଡି ଦେଇ ଫେରାର ହୋଇ ଯାଇଥିଲା ।  ଉକ୍ତ ଘର ନିକଟରେ ଥିବା ଅନ୍ୟ ଲୋକେ ତାଙ୍କୁ ରକ୍ତ ଯୁଡୁ ବୁଡୁ ଅବସ୍ଥା ରେ ଥିବା ଦେଖି ଟିଟଲାଗଡ ଜିଲ୍ଲା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ବର୍ତ୍ତମାନ୍ ସେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ତାଙ୍କ ଭାଇ ମହମ୍ମଦ ଇକବାଲ ଟିଟଲାଗଡ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି । ଉକ୍ତ ଘଟଣାକୁ ନେଇ ଏକ ମାମଲା ରୁଜୁ କରି ଥିବା ବେଳେ ଅଭିଯୁକ୍ତ ଫେରାର ହୋଇ ଯାଇ ଥିବା ପ୍ରକାଶ ପାଇଛି । ତେବେ କେଉଁ କାରଣରୁ ଓ କାହିଁକି ଉକ୍ତ ଅଭିଯୁକ୍ତ ଏପରି ବିଳମ୍ବିତ ରାତି ରେ ଆକ୍ରମଣ କରିଛି ସେ ନେଇ ପୋଲିସ ସବିଶେଷ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like