-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଖୁବ ଶୀଘ୍ର ଚାଲିବ ରକ୍ତ ଭଣ୍ଡାର - ଜିଲ୍ଲାପାଳ ।

23-Jun-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ )ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ଉପଖଣ୍ଡ ଡାକ୍ତର ଖାନାରେ ଥିବା ରକ୍ତ ସଂରକ୍ଷଣ କେନ୍ଦ୍ର ଆଜକୁ ଦୀର୍ଘ ବର୍ଷ ହେଲା ନିର୍ମାଣ କାର୍ଯ୍ୟ ଶେଷ ହୋଇ ଥିଲେହେଁ ଲୋକଙ୍କ କାର୍ଯ୍ୟରେ ଲାଗିପାରୁ ନାହିଁ। ଫଲରେ ଜନସାଧାରଣରେ  ଅସନ୍ତୋଷ ପ୍ରକାଶ ପାଇଛି l  ସରକାରଙ୍କ ରାଜସ୍ବରୁ ଲକ୍ଷାଧିକ ଟଙ୍କା ବ୍ୟୟରେ ଦୀର୍ଘ ବର୍ଷ ହେବ ଉକ୍ତ ବ୍ଳଡ଼ ବ୍ୟାଙ୍କ ନିର୍ମାଣ ହୋଇଥିଲା । ଏଥିପାଇଁ ଆବଶ୍ୟକୀୟ ମେସିନ ଓ ଯନ୍ତ୍ରପାତି ମଧ୍ୟ ଯୋଗାଇ ଦିଆଯାଇଛି l ଫଳରେ ଏହି ଡାକ୍ତରଖାନା ଉପରେ ନିର୍ଭର କରୁଥିବା ରୋଗୀମାନେ ସୋନପୁର, ବୁର୍ଲା, କଟକ, ଭୁବନେଶ୍ୱର ଯାଇ ଅଯଥା ଖର୍ଚ୍ଚାନ୍ତ ହେଉଥିବା ଦେଖିବାକୁ ମିଳିଛି l ଏନେଇ ଅନେକ ଥର ବିଭିନ୍ନ ପତ୍ର ପତ୍ରିକା ରେ ପ୍ରକାଶିତ ହୋଇ ଆସୁଥିଲେ ହେଁ କିଛି ସୁଫଳ ହୋଇ ନ ଥିଲା l ଏବେ ନୂତନ ଭାବେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଭାବେ ବିମଳେନ୍ଦୁ ରାୟ ଦାୟିତ୍ୱ ନେଲା ପରେ ଗତକାଲି ବୀରମହାରାଜପୁର ଡାକ୍ତର ଖାନା କୁ ପରିଦର୍ଶନ ରେ ଆସିଥିବା ସମୟରେ ଜ଼ିଲ୍ଲା ରକ୍ତଦାତା ସେବାସଂଘ ନେତୃତ୍ୱ ରେ ପଶ୍ଚିମ ଓଡିଶା ଯୁବା ମଞ୍ଚ, ମାହେଶ୍ୱରୀ ସେନା, ସ୍ଥାନୀୟ କୃଷକ ସଂଘଠନ ସହ ବିଭିନ୍ନ ଅନୁଷ୍ଠାନ ତରଫରୁ ଜ଼ିଲ୍ଲାପାଳ ଙ୍କ ଦୃଷ୍ଟି ଆକର୍ଷଣ କରି ଥିଲେ l ଫଳରେ ଜ଼ିଲ୍ଲାପାଳ ଆସନ୍ତା ସପ୍ତାହକ ଭିତରେ ବ୍ଲଡ଼ ବ୍ୟାଙ୍କ ର ଲାଇସେନ୍ସ ନବୀକରଣ କରାଯାଇ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ l ପ୍ରାପ୍ତ ସୂଚନା ଅନୁସାରେ ବୀରମହାରାଜପୁର ଡାକ୍ତର ଖାନା ରକ୍ତ ସଂରକ୍ଷଣ କେନ୍ଦ୍ର ଦାୟିତ୍ୱ ରେ ଥିବା ଡାକ୍ତର ଙ୍କୁ ସୋନପୁର କୁ ଡେପୁଟେସନ ରେ ନିଆ ଯାଇଥିବା ବେଳେ ଉକ୍ତ କେନ୍ଦ୍ର ର ଲାଇସେନ୍ସ ବାତିଲ ହେବାପରେ ଆଉ ନବୀକରଣ ହୋଇ ପାରିନଥିବା ଜଣାପଡିଛି l ଏହି ଅବସରରେ ସୁବର୍ଣ୍ଣପୁର ଜ଼ିଲ୍ଲା ରକ୍ତଦାତା ସେବାସଂଘ ର ସଭାପତି ମନୋଜ ପଣ୍ଡା, ଜ଼ିଲ୍ଲା କୃଷକ ସଙ୍ଘ ର ସଭାପତି ବୈକୁଣ୍ଠନାଥ ଶତପଥି, ମାହେଶ୍ୱରୀ ସେନା ର ରକ୍ତ ସଂଯୋଜକ ସୁଧାଂଶୁ କର୍ଣ୍ଣ, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଚମ୍ପାମାଲ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ, ଜିତେନ୍ଦ୍ର ମେଣ୍ଡିଲି, ବିକାଶ ମହାକୁର, ଚୈତନ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like