-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଲୋକ ଗୀତ ରେ ଗବେଷଣା ପାଇଁ କିର୍ତ୍ତନ ଦୀପ ଙ୍କୁରାଷ୍ଟ୍ରୀୟ ଫେଲୋସିପ ପ୍ରଦାନ

23-Jun-2023



ତରଭା(ପ୍ରେରଣା ଖବର ): ସୋନପୁର ଜିଲ୍ଲା ତରଭା ବ୍ଳକ୍ ଅନ୍ତର୍ଗତ ମେଣ୍ଡା ଗ୍ରାମ ର କିର୍ତ୍ତନ ଦୀପ ଙ୍କୁ ଭାରତ ସରକାର ଙ୍କ ସଂସ୍କୃତି ବିଭାଗ ତରଫରୁ ସିନିଅର ଫେଲୋସିପ ପ୍ରଦାନ କରାଯାଇଛି। ଛାତ୍ର ଜୀବନ ରୁ ଗୀତ ସଂଗୀତ ନାଟକ ପ୍ରତି ଅଧିକ ରୁଚି ରଖିଥିବା ଶ୍ରୀ ଦୀପ ସଂମ୍ପ୍ରତି ଆକାଶବାଣୀ ବଲାଙ୍ଗୀର ର ସାମୟିକ ଉପସ୍ଥାପକ ଭାବରେ କାର୍ଯ୍ୟରତ । ଆକାଶବାଣୀ ର ସଂସ୍କାର ଗୀତ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ପ୍ରକଳ୍ପ ମାନଙ୍କ ରେ ଗୀତ ଲେଖିଵା ସ୍ଵର ଦେଵା କାର୍ଯ୍ୟ ସେ କରି ଆସିଛନ୍ତି। ଗ୍ରାମାଞ୍ଚଳ ରେ ତାଙ୍କର ଗୀତ ଓ ନାଟକ ଦର୍ଶକ ମହଲରେ ବେଶ୍ ପରିଚିତ। ସମ୍ବଲପୁରୀ କୋଶଲି ଭାଷାରେ ଗୀତ ଲେଖୁଥିବା ଦୀପ୍ କହନ୍ତି,ଆମ ଗୀତ ଓ ସଂସ୍କୃତି ମଧ୍ୟରେ ଅଶ୍ଳୀଳତା ଦୂର କରି,ଏକ ସଂସ୍କାର ଧର୍ମୀ ସଂଗୀତ ର ପରିବେଶ ସୃଷ୍ଟି କରିବାରେ ସେ ଗବେଷଣା ସହ କାର୍ଯ୍ୟ କରିବେ ଓ ଏହା ତାଙ୍କର ଏକାନ୍ତ ଲକ୍ଷ, ଏବଂ ଭାରତ ସରକାର ଙ୍କ ସଂସ୍କୃତି ମନ୍ତ୍ରଣାଳୟ ତାଙ୍କୁ ଗୀତ ଗବେଷଣା କ୍ଷେତ୍ରରେ ସୁଯୋଗ ଦେଇ ଥିବାରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।ଏଥି ସହିତ ବଲାଙ୍ଗୀର ଓ ସୋନପୁର ଜିଲ୍ଲା ର କଳାକାର ମହଲରେ,କଳା କ୍ଷେତ୍ରରେ ଏକ ପରିବର୍ତ୍ତନ ହେଵ ବୋଲି ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like