-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସହରରେ ଅଘୋଷିତ ବିଦ୍ୟୁତ କାଟ୍‌ର ପ୍ରତିବାଦ, ଟାଟା ପାୱାର ଅଫିସରେ ତାଲ ପକାଇଲା ବଲାଙ୍ଗୀର ଏକ୍ସନ କମିଟି 

23-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗୀର ସହରରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟ ବିରୁଦ୍ଧରେ ବଲାଙ୍ଗୀର ଏକ୍ସନ କମିଟି ପକ୍ଷରୁ ଆଜି ବଲାଙ୍ଗୀର ଟାଟା ପାୱାର ଅଫିସ ସମ୍ମୁଖରେ ଧାରଣା ଦିଆ ଯିବା ସହ ଦିନ ୧ଠ ଟାରୁ ୧୨ ପର୍ଯ୍ୟନ୍ତ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦିଆଯାଇଥିଲା । । ବିଦ୍ୟୁତ ବିଭାଗ ଯେଉଁଦିନ ଠାରୁ ବିଦ୍ୟୁତ ସରବୋରାହ ସଂସ୍ଥା  ଟାଟା ପାୱାରକୁ ଦାୟିତ୍ୱ ହସ୍ତାନ୍ତର କଲା ସେହି ଦିନ ଠାରୁ ବଲାଙ୍ଗୀର ସହରରେ ଏହି ଘରୋଇ କଂପାନୀ ନିଜର ମନମାନୀ ଚାଳାଇ ଆସିଛି । ସରକାର ଏଣୁଏଣିକି ବିଦ୍ୟୁତ କାଟ୍ ହେବନି ବୋଲି ଘୋଷଣା କରିଥିଲେ ମଧ୍ୟ  ଟାଟା ପାୱାର ଅଧୀନରେ ବିଦ୍ୟୁତ କାଟ୍ ଏକ ନିତିଦିନିଆ ସମସ୍ୟା ପଲଟିଛି ବୋଲି ବଲାଙ୍ଗୀର କମଟି ପକ୍ଷରୁ ଅଭିଯୋଗ ହୋଇଛି । ବଲାଙ୍ଗୀର ଏକ୍ସନ କମିଟିର ସଭାପତି ଗୋପାଳଜୀ ପାଣିଗ୍ରାହୀଙ୍କ ନେତୃତ୍ବରେ ଆଜିର ଏହି ବିକ୍ଷୋଭ ସମାବେଶରେ ଅନ୍ୟ ମାନଙ୍କ ମଧ୍ୟରେ ବିନୋଦ କାଲସlଏ,  ନାଗରିକ କମିଟିର ସଂପାଦକ ମନୋରଂଜନ ସାହୁ, ସଭ୍ୟ ଗୋପଭୂଷଣ ନାଥ, ଧୀରେନ୍ଦ୍ର ସିଂଦେଓ, ନୀଳମଣି ମିଶ୍ର, ଅବସରପ୍ରାପ୍ତ ସୈନିକ ସଂଘର ସଂପାଦକ ପ୍ରତାପ ରଥ, ବିଜେପି ନେତା ପୀତାମ୍ବର ଖମାରୀ , ମାହେଶ୍ୱରୀ  ସଂଗଠନର ଅଙ୍କୁଶ ପାଣ୍ଡିଆ, ସୁଧାଂଶୁ ମିଶ୍ର, ଏଡ୍‌ଭୋକେଟ ଅଶୋକ ମିଶ୍ର,  ପ୍ରମୁଖ ଉଦ୍‌ବୋଧନ ଦେଇ ବିଦ୍ୟୁଟ କାଟ୍‌କୁ ନେଇ ଟାଟା ପାୱାର କଂପାନୀ ବିରୋଧରେ   ଆଗାମୀ ଦିନରେ ଏକ ବୃହତ୍ତର ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ଚେତାବନୀ ଦେଇଛନ୍ତି । ଶେଷରେ ବଲାଙ୍ଗୀର ଏକ୍ସନ କମିଟିର ମୁନା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like