-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଅନାଥା ଦୁଃଖୀ ରଙ୍କି ଙ୍କୁ ସାହାଯ୍ୟ କରିବା ମଣିଷର ଧର୍ମ:-ଡାକ୍ତର ସୁଶାନ୍ତ ମେହେର

23-Jun-2023



ବରଗଡ଼: ୨ ଏକର ୫୦ ଡିସମିଲ୍ ପରିମିତ ଯାଗାକୁ ନେଇ ବରଗଡ ଜିଲ୍ଲା ବିଜେପୁର ବ୍ଳକ ଅନ୍ତର୍ଗତ ସମଲେଇପଦର ଠାରେ ସୃଷ୍ଟି ହୋଇଥିବା ପାର୍ବତୀ ଗିରୀ ଅନାଥା ବୃଦ୍ଧାଶ୍ରମ ଠାରେ ଦହନୀୟ ଅବସ୍ଥାରେ ପଡିରହିଥିବା ବେସାହାରା ବୃଦ୍ଧ,ବୃଦ୍ଧାଙ୍କ ଥଇଥାନ ପାଇଁ ୨୦୦୭ ମସିହାରେ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ  ସ୍ମୃତି ଉଦ୍ଦେଶ୍ୟରେ ସୃଷ୍ଟି ହୋଇ ଅନେକ

ପରିତ୍ରାଣ ହେଉଛନ୍ତି।ବର୍ତ୍ତମାନ ଏହି ଅନାଥାଶ୍ରମରେ ବିଭିନ୍ନ ପ୍ରାନ୍ତରୁ ସମୁଦାୟ ୨୩ ଜଣ ମହିଳା ପୁରୁଷ ମିଶି ଅଛନ୍ତି।ଦୁରଦୂରାନ୍ତରୁ ଲୋକେ ଆସି ସାହାର୍ଯ୍ୟର ହାତ ମଧ୍ୟ ବଢାଉଛନ୍ତି।ଏ କ୍ରମରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ରେ କାର୍ଯ୍ୟରତ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ସୁଶାନ୍ତ ମେହେର ପ୍ରତିମାସରେ କର୍ମଚାରୀଙ୍କ ସହ ଅନାଥାଶ୍ରମ କୁ ଆସି ଅନ୍ତେବାସୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ନିରିକ୍ଷା ସହ ସରକାରୀ ଓୈାଷଧ ମାଗଣାରେ ପ୍ରଦାନ, ସମୟ ପଡ଼ିଲେ ମୂଲ୍ୟବାନ ଔଷଧ ନିଜ ପକେଟ ରୁ କିଣି ଦେବାର ଦୃଷ୍ଟାନ୍ତ ମଧ୍ୟ ରହିଛି।ଆଜି ଅନ୍ତେବାସୀଙ୍କ ମଧ୍ୟରୁ ଜଣକ ଯକ୍ଷ୍ମା ରୋଗ ପରୀକ୍ଷଣରୁ ଜଣାପଡିବାରୁ ସଦଳବଳେ ଡାକ୍ତର ମେହେର ଅନାଥାଶ୍ରମକୁ

ପହଞ୍ଚି ସମସ୍ତଙ୍କ  ସ୍ୱାସ୍ଥ୍ୟପରୀକ୍ଷା ସହ ଔଷଧ ପ୍ରଦାନ କରିବା ସାଙ୍ଗକୁ କଦଳୀ ବିସ୍କୁଟ,ପାଉଁରୁଟି ଇତ୍ୟାଦି ବଣ୍ଟନ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ,ବରିଷ୍ଠ ଯକ୍ଷ୍ମା ପର୍ଯ୍ୟବେକ୍ଷକ ଦେବାଶିଷ ଦେବତା,କ୍ଷେତ୍ରବାସୀ ସାହୁ,ସାରଥୀ କିଶୋର ମହାନନ୍ଦ ପ୍ରମୁଖ ସ୍ୱାସ୍ଥ୍ୟପରୀକ୍ଷା ନିରିକ୍ଷା ସମୟରେ ସହଯୋଗ କରିଥିଲେ।
(ବରଗଡ଼ରୁ ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like