-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

ପଦ୍ମପୁରରେ ନୂତନ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଯୋଗଦାନ

23-Jun-2023



ବରଗଡ଼: ପଦ୍ମପୁରରେ ନୂତନ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବରେ ଶ୍ରୀ ବିନାୟକ ମିଶ୍ର ଯୋଗ ଦେଇଛନ୍ତି। ଯୋଗଦାନ ପରେ ଶ୍ରୀ ମିଶ୍ର ଉପଜିଲ୍ଲାପାଳଙ୍କୁ ସାକ୍ଷାତ କରିବା ସହ ବର୍ତ୍ତମାନ ପଦ୍ମପୁର ଉପଖଣ୍ଡର ସୂଚନା ଓ ଲୋକସମ୍ପର୍କ ବିଭାଗର ଭାରପ୍ରାପ୍ତ ଅଧିକାରୀ ରୂପେ ଦାୟିତ୍ଵ ତୁଲାଉଥିବା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାର ଶ୍ରୀ ନିର୍ମଳ ଧରୁଆଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଛନ୍ତି। ଦୀର୍ଘ ଦିନ ଧରି ଏହି ପଦବୀଟି ଖାଲି ରହିଥିଲା। ଶ୍ରୀ ମିଶ୍ର ଏହି ପଦବୀରେ ଯୋଗଦେବା ପରେ ଯେଉଁଭଳି ଲୋକଙ୍କ ପାଖରେ ଉପଯୁକ୍ତ ଭାବରେ ଓ ଉଚିତ ସମୟରେ ସରକାରୀ ସୂଚନା ସବୁ ପହଞ୍ଚି ପାରିବ ସେ ଦିଗରେ ଆପ୍ରାଣ ଉଦ୍ୟମ କରିବେ ବୋଲି କହିଛନ୍ତି। ଉପଖଣ୍ଡର ସାମ୍ବାଦିକ ମାନଙ୍କ ସହ ସମନ୍ୱୟ ରକ୍ଷାକରି ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ସବୁ କାର୍ଯ୍ୟ ସମ୍ପନ୍ନ କରିବେ ବୋଲି ମତ ରଖିଛନ୍ତି।

(ବରଗଡରୁ:-ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like