-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ବଲାଙ୍ଗିର ମୁରିବାହାଲ ବ୍ଲକ ଶାଖା ତରଫରୁ ମୂଖ୍ଯ ମନ୍ତ୍ରୀ ଙ୍କ ଉଦ୍ଦେଶ୍ଯ ରେ ବିଡିଓ ଙ୍କୁ ଦାବୀ ପତ୍ର ପ୍ରଦାନ।

24-Jun-2023



ମୁରିବାହାଲ (ପ୍ରେରଣା ଖବର )
 ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ବଲାଙ୍ଗିର ମୁରିବାହାଲ ବ୍ଲକ ଶାଖା ତରଫରୁ ମାନ୍ଯବର ମୂଖ୍ଯ ମନ୍ତ୍ରୀ ଙ୍କ ଉଦ୍ଦେଶ୍ଯ ରେ ମୁରିବାହାଲ ବିଡିଓ ଙ୍କୁ ଏକ ୧୬ ଦଫା ଦୀବୀପତ୍ର ପ୍ରଦାନ କରିଛନ୍ତି। ଦାବୀ ପତ୍ର ରେ ଉଲ୍ଲେଖ ଅଛି ନକଲି ଆଦିବାସୀ ଙ୍କୁ ଚିହ୍ନଟ କରି ତୁରନ୍ତ ବହିଷ୍କାର ଓ ଗିରଫ କରାଯାଉ, ଆଦିବାସୀ ଙ୍କ ଠାରୁ ଅଣଆଦିବାସୀ କିଣିଥିବା ଜମି କୁ ଆଦିବାସୀ ମାଲିକଙ୍କୁ ଜମି ଫେରସ୍ତ କରାଯାଉ, ଆଦିବାସୀ ଙ୍କ  ଚାଷଜମିକୁ ଲିପ୍ଟ ଇରିଗେସନ ମାଧ୍ୟମରେ ପାଣି ସହିତ ବିନା ସୁଧରେ କ୍ରୁଷି ଋଣ ପ୍ରଦାନ,ସରକାରୀ ବିଦ୍ଯାଳୟ ରେ ପଢୁଥିବା ଆଦିବାସୀ ଛାତ୍ରଛାତ୍ରୀ ଙ୍କୁ ପ୍ରଥମ ଶ୍ରେଣୀରୁ ଛାତ୍ର ବ୍ରୁତ୍ତି ପ୍ରଦାନ, ବଲାଙ୍ଗିର ଜିଲ୍ଲା ର ସମସ୍ତ ଆଦିବାସୀ ଅଧ୍ଯୁସୁଚିତ ବ୍ଲକ ମାନଙ୍କ ରେ ଏକଲବ୍ୟ ମଡେଲ ସ୍କୁଲ ଖୋଲାଯାଉ, ସମସ୍ତ ଗରିବ ଆଦିବାସୀ ମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ଯୋଜନାରେ ବାସଗୃହ ଯୋଗାଇ ଦିଆଯାଉ, ମୁରିବାହାଲ ବ୍ଲକ ପାଇଁ ନୂତନ ପ୍ରକଳ୍ପ ଗୁଡିକ ଘୋଷଣା କରାଯାଉ ଦାବୀ ଗୁଡିକ ନେଇ ଅଂଚଳର ଆଦିବାସୀ ମୁରିବାହାଲ କଲ୍ୟାଣ ମଣ୍ଡପ ଠାରୁ ଏକ ବିରାଟ ରେଳି କରି ମୁରିବାହାଲ ବିଡିଓ ଙ୍କ ଜରିଆରେ ମୂଖ୍ଯ ମନ୍ତ୍ରୀ ଙ୍କ ଉଦ୍ଦେଶ୍ଯ ରେ ଦାବୀ ପତ୍ର ପ୍ରଦାନ କରି ଥିଲେ। ଦାବୀ ପତ୍ର ପ୍ରଦାନ ସମୟରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ଘିମାନନ୍ଦ ଭୋଇ, ଉପ ସଭାପତି ନେତ୍ରମଣି ଭୋଇ, କାର୍ଯ୍ୟକାରୀ ସଭାପତି ରାଜୀବ କୁଅଁର, ସଂପାଦକ ଭୁବନେଶ୍ୱର ମାଝୀ, ଉପଦେଷ୍ଟା କୈଲାଶ ପ୍ରଧାନୀ, ଶୁରେସ ଭୋଇ, ସଂପାଦକ ମକରଧ୍ବଜ ଧରୁଆ, ବଂଗୋମୁଣ୍ଡା ବୁଡୁକା ପ୍ରାଙ୍ଗଣ ସଭାପତି ଚକ୍ର ଯାନୀ, ତୁରେକେଲା ବ୍ଲକ ନାରିନେତ୍ରୀ ଖେଲନ୍ତି ସାମରତ, ବଲାଙ୍ଗିର ଜିଲ୍ଲା ସଭାପତି ବନଲତା ମାଝୀ, ଉପଦେଷ୍ଟା ଇଶ୍ବର ଭୋଇ, ବଡସାଇମରା ସଭାପତି ବିଶ୍ବାମିତ୍ର ଭୋଇ, ଲଖନା ଗ୍ରାମ ପଂଚାୟତ ସଭାପତି କବିତ ଭୋଇ, ପତ୍ରାପାଲି ବସନ୍ତ ଭୋଇ, ଗରଗଡବାହାଲ ସଭାପତି ଅଶୋକ କୁମାର ଭୋଇ, ମାଡା ସଭାପତି ପୁରନ ମାଝୀ, ଉପଦେଷ୍ଟା ନ୍ରୁପ ଭୋଇ, ନାରୀନେତ୍ରୀ ପତରଙ୍ଗୀ ମାଝୀ, ଲକ୍ଷ୍ମୀ ମାଝୀ, ମୀରା ଭୋଇ, ମାଲିଶିରା ସଭାପତି ଭୁଲେ ଯାନୀ, ଉପଦେଷ୍ଟା ସଂଗତ ଭୋଇ, ତେଜରୀ  ଭୋଇ, ସରସ୍ବତୀ ଭୋଇ, ଭାଷ୍କର ମାଝୀ, ଲିଙ୍ଗ ମାଝୀ, ବିନୋଦ ଭୋଇ, ଅଗସ୍ତି ସିକା, ନାଥ ହାତିଖୁଜିଆ, ସନ୍ତୋଷ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ରେ ଅଂଚଳର ବହୁ ସଂଖ୍ଯକ ଆଦିବାସୀ ମହିଳା ଓ ପୁରୁଷ ଯୋଗଦାନ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like