-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୨୬ ରେ ଆଡେଣୀଗଡ ପଂଚାୟତ ଓ ଆର୍ ଆଇ ଅଫିସ୍ ଘେରାଉ 

24-Jun-2023



କଣ୍ଟାମାଳ (ସତ୍ୟ ବିଭାର) ଚଳିତ ମାସ ୨୬ ତାରିଖରେ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ତିନି ଦଫା ଦାବି ନେଇ ହରଭଙ୍ଗା ବ୍ଲକ ର ଆଡେଣୀଗଡ ପଂଚାୟତ ଏଵଂ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ  ଘେରାଉ କରିବାକୁ ନିଷ୍ପତ୍ତି ନେଇଛି । ସଙ୍ଗଠନର ଏକ ଗୁରୁତ୍ବପୂର୍ଣ୍ଣ ଚିନ୍ତନ ବୈଠକ ପଞ୍ଚାୟତ ସଭାପତି ରଞ୍ଜିତ ବେହେରା ଙ୍କ ଅଧ୍ୟକ୍ଷତା ରେ ଆଡେଣୀଗଡ ହାଇ ସ୍କୁଲ ଖେଳ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ   ଜିଲ୍ଲା ସଭାପତି ରୋହିତ କହଁର ଏଵଂ ଉପ ସଭାପତି ଦଶରଥ ବେହେରା  ଯୋଗଦେଇ ଭାରତରତ୍ନ ଡ଼ଃ ଭୀମ ରାଓ ରାମଜୀ ଆମ୍ବେଦକର ଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ " ହକ୍ ପାଇଁ ଲଢେଇ " କରିବା ସକାଶେ ଉପସ୍ଥିତ କାର୍ଯ୍ୟକର୍ତ୍ତା ଙ୍କୁ ଆହ୍ବାନ ଦେଇଥିଲେ । ସଙ୍ଗଠନ  ପକ୍ଷରୁ ଗତ ବର୍ଷ ହରଭଙ୍ଗା ତହସିଲରେ ଆବେଦନ କରିଥିବା ଭୂମି ହୀନ ଏବଂ ଡିହ ହୀନ ହିତାଧିକାରୀଙ୍କୁ ତୁରନ୍ତ ଜମି ପଟ୍ଟା ପ୍ରଦାନ , ଆଡେଣୀଗଡ ପଂଚାୟତ ର ୨୬୪ ଜଣ ଅନ୍ତଦ୍ୟୋୟ ଅନ୍ନପୂର୍ଣ୍ଣା ଯୋଜନା ହିତାଧିକାରୀ ଙ୍କ ମଧ୍ୟରୁ ପ୍ରାୟ ୧୬୦  ଜଣଙ୍କୁ ପଞ୍ଚାୟତ କର୍ତୃପକ୍ଷ ଜାଲିଆତି ଏବଂ ଚଂଚଳତା କରି ସାମିଲ୍ କରିଥିବା ଧନୀ ତଥା ମୁଷ୍ଟିମେୟ ଅଯୋଗ୍ୟ ଲୋକଙ୍କୁ ବାଦ୍ ଦେବା ଏଵଂ ପ୍ରାୟ ୪୦ ବର୍ଷ ଧରି  ଅଗଣତାନ୍ତ୍ରିକ , ଅସାମ୍ବିଧାନିକ ଓ ଚଂଚକତା କରି ଅନୁସୂଚିତ ଜାତି ତାଲିକାରେ ସାମିଲ୍ ହେବା ସହିତ ଅସ୍ପୃଶ୍ୟ ନ ହୋଇ  ସମସ୍ତ ସୁବିଧା ସୁଯୋଗ ହାସଲ କରିଆସୁଥିବା ନକଲି କେଉଟ ,  ଧୀବର , କୈବର୍ତ୍ତ ( କେ ଡି କେ ) ମାନଙ୍କୁ ତୁରନ୍ତ ହଟେଇବା ପ୍ରତିବାଦ ରେ  ସାମାଜିକ ଅଧିକାର ଏଵଂ ସାମ୍ବିଧାନିକ ଅଧିକାର ସପକ୍ଷରେ ଜୋରଦାର ଆନ୍ଦୋଳନ ହେବ ବୋଲି ସଂଗଠନର ପ୍ରତିଷ୍ଠାତା ତଥା ସାଧାରଣ ସମ୍ପାଦକ ସୁଧାଂଶୁ ଡାଙ୍ଗ ଦୃଢ଼ ଚେତାବନୀ ଦେଇଛନ୍ତି । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଆଡେଣୀଗଡ ପଂଚାୟତ ର ଉପ ସଭାପତି ସୋନିଆ ବେହେରା , ସମ୍ପାଦକ ଅଭୟ ବେହେରା ,   ସହକାରୀ ସଂପାଦକ ମୃତ୍ୟୁଞ୍ଜୟ ବେହେରା , କୋଷାଧ୍ୟକ୍ଷ ଚକ୍ରଧର ଦୀପ , ସଙ୍ଗଠନ ସମ୍ପାଦକ ସଚିନ୍ଦ୍ର ବେହେରା , ବ୍ଲକ ସଂଯୋଜକ କବିରାଜ ବେହେରା , ମୁଖ୍ୟ ଉପଦେଷ୍ଟା ଶେଷଦେବ ବେହେରା , ଉପଦେଷ୍ଟା ନିତ୍ୟାନନ୍ଦ ବେହେରା , ବରିଷ୍ଠ ସମାଜସେବୀ ପ୍ରହଲ୍ଲାଦ ଦୀପ , ବାଳକୃଷ୍ଣ ବେହେରା, ତୀର୍ଥ ବେହେରା , ପାରେଶ୍ୱର ବେହେରା , ସୁଶାନ୍ତ ବେହେରା , ଜଗବନ୍ଧୁ ନାଏକ , ଗଣେଶ ବେହେରା, ବିହାରୀ ବେହେରା, ଚିତ୍ତ ରଞ୍ଜନ ଦୀପ, ବିକ୍ରମ ବେହେରା , ଉତ୍ତମ ନାଏକ , କୃଷ୍ଣଚନ୍ଦ୍ର କହଁର, ସନ୍ତୋଷ ବେହେରା , ଧରଣୀ ବେହେରା, ସୁମିତ୍ରା କହଁର , ସତ୍ୟନାରାୟଣ ଦୀପ , ସୁଧୀର ବେହେରା, ପ୍ରଶାନ୍ତ ବେହେରା , ପ୍ରକାଶ ବେହେରା , ଶରତ ବେହେରା , ହରେକୃଷ୍ଣ ବେହେରା , ସୁବଳ ବେହେରା , ବିଦ୍ୟାଧର ବେହେରା ପ୍ରମୁଖ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like