-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ଆଦର୍ଶ ବିଦ୍ଯାଳୟ ରେ ଷଷ୍ଠ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ।

24-Jun-2023



ମୁରିବାହାଲ (ପ୍ରେରଣା ଖବର )
 ମୁରିବାହାଲ ଆଦର୍ଶ ବିଦ୍ଯାଳୟ ପକ୍ଷରୁ ଶନିବାର ଦିନ ଆଦର୍ଶ ବିଦ୍ଯାଳୟ ର ଅଧକ୍ଷ ପିତାମ୍ବର ବେଶ୍ରା ଙ୍କ ଅଧ୍ଯକ୍ଷତାରେ ଷଷ୍ଠ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ ସମର୍ଧ୍ଧନା ଉତ୍ସବ ସହ କ୍ଷିକ୍ଷକ ଓ ଅଭିଭାବକ, ଅଭିଭାବିକା ମାନଙ୍କୁ ନେଇ ଏକ ସମ୍ନୀଳନୀ ମୁରିବାହାଲ ଆଦର୍ଶ ବିଦ୍ଯାଳୟ ସଭାଗ୍ରୁହ ରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ପ୍ରଥମେ ଷଷ୍ଠ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯାଇଥିଲା।  ସଭାକାର୍ଯ୍ୟ ପ୍ରାରମ୍ଭରୁ ବିଦ୍ଯାଳୟ  ଅଧ୍ଯକ୍ଷ  ପିତାମ୍ବର ବେଶ୍ରା ଙ୍କ ଦ୍ବାରା ଦୀପ ପ୍ରଜ୍ବଳନ କାର୍ଯକ୍ରମ ଅନୁଷ୍ଠିତ ହୋଇ ଥିଲା,ସଂଗୀତ ଶିକ୍ଷକ ପ୍ରକାଶ କୁମାର ରାଉତ ଓ ବିଦ୍ଯାଳୟ ର ଛାତ୍ରଛାତ୍ରୀ ଙ୍କ ତରଫରୁ ସ୍ବାଗତ ସଂଗୀତ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମ ରେ କେମେଷ୍ଟ୍ରି ଶିକ୍ଷକ ଇଶ୍ବର ଚନ୍ଦ୍ର ମଣ୍ଡଳ, ଗଣିତ ଶିକ୍ଷୟତ୍ରୀ ରିଙ୍କି ହରିପାଲ, ,ବାଓଲୋଜି ଶିକ୍ଷକ ପ୍ରଭାସ ରଞନ ମେହେର, ଇଂରାଜୀ ଶିକ୍ଷକ ଅରକ୍ଷିତ ନାଗ, ସ୍ବରୁପ ଠାକୁର, ଏସ ଏସ ଟି ଶିକ୍ଷୟତ୍ରୀ ଗୀତାଞ୍ଜଳି ସେଠ, ଓଡିଆ ଶିକ୍ଷକ ମୁକ୍ତେଶ୍ଵର ଛୁରା, ଶିକ୍ଷକ ହିମାଂଶୁ ଭୋଇ, ଶଷାଙ୍କ ଶେଖର କବାଟ, କଳା ଶିକ୍ଷକ କେଶବ ନନ୍ଦ ମଲ୍ଲିକ, ରୋଶନ କୁମାର ମିଶ୍ର, ଆକାଶ ହରିପାଲ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ। ଓଡିଶା ଶିକ୍ଷକ ମୁକ୍ତେଶ୍ଵର ଛୁରା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶିକ୍ଷକ ଅରକ୍ଷିତ ନାଗ ଧନ୍ଯବାଦ ଅର୍ପଣ କରି ଥିଲେ। ସଭାକାର୍ଯ୍ୟ ରେ ବିଦ୍ଯାଳୟ ର କର୍ମଚାରୀ ବ୍ରୁନ୍ଦ ଡୋଲାମଣି ବାଗ, ଦିବ୍ଯ ବୁଡେକ, ଲକ୍ଷ୍ମଣ ସିନ୍ଧିରିଆ ପ୍ରମୁଖ ସହଯୋଗ କରିଥିବା ବେଳେ ବହୁ ସଂଖ୍ଯା ରେ ଅଭିଭାବକ ଓ ଅଭିଭାବିକା ବ୍ରୁନ୍ଦ ଯୋଗଦାନ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like