-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବେହେରାପାଲି ବନ୍ଧର ପୁନଃଉଦ୍ଧାର ଦାବୀରେ କ୍ରୀୟାନୁଷ୍ଠାନ କମିଟିର ଜଳସତ୍ୟାଗ୍ରହ, ପୌରାଧକ୍ଷା ଓ ଜିଲ୍ଲାପାଳଙ୍କୁ ବନ୍ଧରେ ଗାଧୋଇବା ପାଇଁ ନିମନ୍ତ୍ରଣ କଲେ ଅଂଚଳବାସୀ

24-Jun-2023



ବଲାଙ୍ଗିର,(ଦେବାଶିଷ ବହିଦାର) - ବେହେରାପାଲି ବନ୍ଧ ଆଜି ସହରର ଅଳିଆଗଦା ପାଲଟିଛି । ବନ୍ଧର ପଙ୍କ ଉଦ୍ଧାର କରି ସଫେଇ କରିବା ପରିବର୍ତ୍ତେ ସହର ବାହାରକୁ ଯାଉଥିବା ନାଳ ନର୍ଦ୍ଦମାକୁ ଏଥିରେ ଯୋଡିି ଦିଆ ଯାଇଛି । ଫଳରେ ଲୋକେ ନିତ୍ୟ ବ୍ୟବହାର୍ଯ୍ୟ ପାଣି ପାଇ ହଇରାଣ ହେବା ସହ  ଏଠାରେ ଗାଧୋଉଥିବା ଲୋକେ ବିଭିନ୍ନ ଚର୍ମରୋଗରେ ପିଡିତ ହେଉଛନ୍ତି । ଅଂଚଳବାସୀଙ୍କ ନ୍ୟାୟୋଚିତ ଦାବୀକୁ ବାରମ୍ବାର ଅଣଦେଖା କରୁଥିବା ଜିଲ୍ଲାପାଳ ଓ ପୌରାଧକ୍ଷା ଥରୁ ଟିଏ ଆସି ଏଠାରେ ଗାଧୋଇ ଦେଖାନ୍ତୁ ।  ନା ଏହି ଅଂଚଳବାସୀ ପ୍ରୟତଃ ପଛୁଆ ଓ ଗରିବ ଶ୍ରେଣୀର ବୋଲି ତାଙ୍କର ବଞ୍ଚିବାର କୌଣସି ଅଧିକାର ନାହିଁ ବୋଲି  ଜିଲ୍ଲାପ୍ରଶାସନ ଭାବି ନେଇଛି ବୋଲି ଆଜି ସହରର ୱାର୍ଡ ନଂ ୯ର ସ୍ଥିତ ବେହେରା ପାଲି ବାସୀ ଜିଲ୍ଲାପ୍ରଶାସନ ଓ ପୌର ପରିଷଦଙ୍କୁ ପ୍ରଶ୍ନ କରିଛନ୍ତି । 
    ବଲାଙ୍ଗିର ୱାର୍ଡ ନଂ ୯ ସ୍ଥିତ ବେହେରାପାଲି ବନ୍ଧର ପଙ୍କୋଦ୍ଧାର ଓ ସଫେଇ ଦାବୀରେ କିଛି ଦିନ ପୁର୍ବରୁ  କ୍ରୀୟାନୁଷ୍ଠାନ କମିଟିର ଡାକରାରେ ଅଂଚଳବାସୀ ଜିଲ୍ଲାପଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳ ଓ ପୌରାଧକ୍ଷାଙ୍କୁ ଲିଖିତ ଭାବେ ଜଣାଇ ଥିଲେ । ଲୋକଙ୍କ ଅସୁବିଧାକୁ ନଜରରେ ରଖି ଗାଧୋଇବା ତୁଠ ର ସଫେଇ ପାଇଁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନଜ ବିଧାୟକ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଅନୁଦାନ

ଦେଇଥିଲେ । ଅନ୍ୟପଟେ ରାଜ୍ୟ ସରକାର ମଧ୍ୟ ସହରରେ ବନ୍ଧ କନ୍ଟାର ଉନ୍ନତିକରଣ ପାଇଁ କୋଟି କୋଟି ଟଙ୍କାର ଅନୁଦାନ ଦେଇଛନ୍ତି । କିନ୍ତୁ ଅଂଚଳବାସୀଙ୍କ ଦାବୀକୁ ଦୁଇ ମାସ ବିତି ଜାଇଥିଲେ ସୁଦ୍ଧା ବନ୍ଧର ପଙ୍କ ଉଦ୍ଧାର, ସଫେଇ ଓ ପୁନଃଉଦ୍ଧାର ଦିଗରେ ପ୍ରଶାସନ ପକ୍ଷରୁ କେଉଁ କାରଣରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇ ନାହିଁ ତାହ ଜଣା ପଡୁ ନାହିଁ । ସମାନ ଦାବୀରେ ଆଜି କ୍ରୀୟାନୁଷ୍ଠାନ କମିଟି ଓ ଅଂଚଳବାସୀଙ୍କ ପକ୍ଷରୁ ବେହେରା ପାଲି ବନ୍ଧରେ ଜଳ ସତ୍ୟାଗ୍ରହ କରାଯାଇଛି । ଯଥା ଶିଘ୍ର ବେହେରାପାଲି ବନ୍ଧର ପୁନଃ ଉଦ୍ଧାର କରା ନଗଲେ ଆଗାମୀ ଦିନରେ କ୍ରୀୟାନୁଷ୍ଠାନ କମିଟି ଓ ଅଂଚଳବାସୀ ଦୁର୍ବାର ଆନ୍ଦୋଳନକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି କ୍ର‌୍ୟୀାନୁଷ୍ଠାନ କମିଟି ପକ୍ଷରୁ କୁହା ଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ  ୱାର୍ଡ ନଂ ୯ର କ୍ରୀୟାନୁଷ୍ଠାନ କମିଟିର ସଭାପତି ସମୀର କୁମ୍ଭାର, ରାଜେନ୍ଦ୍ର ସାଏ, ଜିତେନ୍ଦ୍ର ପଟେଲ, ଖଗେଶ୍ୱ ବିଶ୍ୱାଲ, ସଚ୍ଚିଦାନନ୍ଦ ମହାନନ୍ଦ, ପ୍ରଶାନ୍ତ ରାଏ, ରଘୁନାଥ ମୁଗ୍ରୀ, ରବୀ ଖମାରି, ସନ୍ତୋଷିନି କୁମ୍ଭାର, ଅନୀତା ରାଏ, ଯାଜ୍ଞ ଭୋଇ, ଶିବାନୀ ପଟେଲ, ସସ୍ମିତା ସାଏ, ରୁପକାନ୍ତି ବିଶ୍ୱାଲ, ଲାଏବଣି ଭାଟି, ଜିଲ୍ଲା କଂଗ୍ରେସ ଉପସଭାପତି ମନୀଷ ମିଶ୍ର, ସନ୍ତକ ବହିଦାର, ନଗର କଂଗ୍ରେସ ସଭାପତି ବୁଲୁ ଦାନୀ, ଜିଲ୍ଲା ସେବାଦଳ ମୁଖ୍ୟ ଅସିତ ମିଶ୍ର, ସାନନ୍ଦ ମିଶ୍ର, ଜୁଲୁ ପଟ୍ଟନାୟକ, ଲୋପନ ମିଶ୍ର, ଅଙ୍କିତ ସାହୁ, ନାସିର ଖାନ, ଅନ୍ତ ମଛଖଣ୍ଡ, ବର୍ଜ ସେଠି ଓ ଅଜିତ ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like