-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||     

HOME   ଜିଲ୍ଲା

ପାଟଣାଗଡ: ବିଭିନ୍ନ ବିକାଶମୁଖୀ ପ୍ରକଳ୍ପର ଉଦଘାଟନ କଲେ ବିଧାୟକ

25-Jun-2023



ପାଟଣାଗଡ (ଦିଲୀପ ପଣ୍ଡା ): ଗତକାଲି ପାଟଣାଗଡ ବିଧାୟକ ତଥା ବିଧାନସଭା ଉପମୁଖ୍ୟ ସଚେତକ ସରୋଜ କୁମାର ମେହେର ପାଟଣାଗଡ଼ ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହ ବିଜେଡି ର ସକ୍ରିୟ କର୍ମୀଙ୍କ ସହ ଆଲୋଚନା କରିଥିଲେ l  ପାଟଣାଗଡ଼ ବିଧାୟକ ଶ୍ରୀ ମେହେର ବେନ୍ଦେର ପଞ୍ଚାୟତର ବିଜେଡି ସକ୍ରିୟ କାର୍ଯ୍ୟକର୍ତ୍ତା ମାନଙ୍କ ସହିତ ବୈଠକ କରିଥିଲେ l ଏଥିରେ ବିଜେଡ଼ି ର ସଂଗଠନ ଓ ଆାଗାମୀ ନିର୍ବାଚନ କୁ ଦୃଷ୍ଟିରେ ରଖି କିପରି ତୃଣମୂଳସ୍ତରରେ ସଂଗଠନ କୁ ମଜବୁତ୍ କରାଯାଇ ପାରିବ ସେ ନେଇ ଆଲୋଚନା ହୋଇଥିଲା l ବିଜେଡି ସରକାରର ଲୋକାଭିମୁଖୀ ଯୋଜନାର ସୁଫଳ ଯେପରି ସାଧାରଣ ଲୋକ ପାଇପାରିବେ ସେ ନେଇ  କର୍ମୀ ମାନଙ୍କ ସହ ଆଲୋଚନା କରିଥିଲେ ବିଧାୟକ ଶ୍ରୀ ମେହେର l ଏହି ଅବସରରେ ବିଜେପି ର ବହୁ ପୁରୁଣା ଓ ସକ୍ରିୟ କାର୍ଯ୍ୟକର୍ତ୍ତା ବିଜେଡି ରେ ସାମିଲ ହୋଇଥିଲେ l ପାଟଣାଗଡ ଏନ୍ଏ ସି  ର ପାଞ୍ଚ ଗୋଟି ପ୍ରକଳ୍ପର ଶୁଭ ଉଦ୍ଘାଟନ  କରି ବିଧାୟକ ଶ୍ରୀ ମେହେର ପାଟଣାଗଡ ଏନ୍ଏ ସି କୁ ଏକ ବିକଶିତ ଏନ୍ ଏ ସି ଭାବରେ ଗଢି ତୋଳିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ l  ଏହାପରେ ଶ୍ରୀ ମେହେର ଝାଙ୍କରପାଲି ଓ ଲରମ୍ଭା ଠାରେ  ଶୁଦ୍ଧିକ୍ରିୟା ଏବଂ ମହରାପଦର ସ୍କୁଲ ପରିଦର୍ଶନ କରିଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମରେ ବିଜେଡି ର ଶତାଧିକ କର୍ମୀ ଓ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   13-Mar-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   13-Mar-2026
  ରାଜ୍ୟ  
ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   13-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   12-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   12-Mar-2026
  ଜିଲ୍ଲା  
*ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   12-Mar-2026
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026

You Might Also Like