-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ପବିତ୍ର ରଥଯାତ୍ରାରେ ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ର ସେବା କାର୍ଯ୍ୟ

25-Jun-2023



ପୁରୀ(ପ୍ରେରଣା ଖବର): ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ତରଫରୁ ପବିତ୍ର ରଥଯାତ୍ରା, ମହାପ୍ରଭୂ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ଦର୍ଶନ ନିମନ୍ତେ, ଶତାଧିକ ଭକ୍ତ ଙ୍କ ସହଯୋଗରେ ରଥଯାତ୍ରା ସମ୍ପନ୍ନ ହୋଇଛି । 

ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ସମସ୍ତ ସଭ୍ୟ ମାନଙ୍କ ଅକୁଣ୍ଠସମର୍ଥନ ଓ ସହଯୋଗରେ ଖାଦ୍ୟ-ପେୟ ଓ ଜଳୀୟ ପାନ ର ବ୍ୟବସ୍ଥା ର ଅତି ସୁନ୍ଦର ଓ ଶାନ୍ତି ଶୃଙ୍ଖଳା ସହିତ ସମ୍ପନ୍ନ ହୋଇଯାଇଛି। ସ୍ବେଛାସେବୀ ଙ୍କ ଅକ୍ଲାନ୍ତ ପରିଶ୍ରମ ସହିତ ଏହି କାର୍ଯ୍ୟକ୍ରମ ରେ ରାସ୍ତା ଘାଟ ପରିଷ୍କାର, ଶାନ୍ତି ଶୃଙ୍ଖଳା ରକ୍ଷା କରିବା, ସ୍ବାସ୍ଥ୍ୟ ସେବା, ପାନୀୟ ଜଳ ବଣ୍ଟନ, ସୂଚନା ପ୍ରଦାନ ଆଦି ସେବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। 
 ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ କର୍ତ୍ତୃପକ୍ଷଙ୍କ ସାହାଯ୍ୟ, ସ୍ଥାନୀୟ ଅଧିବାସୀମାନ ଙ୍କ ସହଯୋଗ ରେ ଏହି ପବିତ୍ର କାର୍ଯ୍ୟ ସମ୍ଭବ ହୋଇପାରିଛି। ବହୁ ଭକ୍ତ ଏହି ପ୍ରବଳ ଉତ୍ତାପରେ ସେମାନଙ୍କର ଶୋଷ ମେଣ୍ଟାଇବାକୁ ସକ୍ଷମ ସହିତ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ସୁଭଦ୍ରାଙ୍କ ରଥ ଟାଣିବାରେ ମଧ୍ୟ ସାହାଯ୍ୟ କରିଥିଲେ। 

ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ  କରିଥିବା ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ଅନୁଗୁଳ ମୁଖ୍ୟ କାର୍ଯ୍ୟାଳୟର  ସଭ୍ୟଙ୍କର  ମିଳିତ ସହଯୋଗ ଓ ଅକୁଣ୍ଠସମର୍ଥନ ଯୋଗୁଁ, ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ର ସମସ୍ତ ବିଦେଶ ଓ ଦେଶର ସମସ୍ତ ରାଜ୍ୟର ସଭ୍ୟମାନେ ମିଳିତଭାବେ ନିଜ ନିଜର ଧନ୍ୟବାଦ୍ ଓ ଶୁଭେଛା ପ୍ରଦାନ୍ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like