-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନବକୃଷ୍ଣ ଚୌଧୁରୀଙ୍କ ୩୯ତମ ଶ୍ରାଦ୍ଧବାର୍ଷିକୀ ବରଗଡ଼ ଜିଲ୍ଲାରୁ ଆସି ପାଳନ କଲା ପାକ୍ଷିକ ପତ୍ରିକା "କୋଶଲଟାଇମ" ଓଡିଶାର ପୂର୍ବାଞ୍ଚଳର ୧୦ଟି ଜିଲ୍ଲାର ପ୍ରତିଭା ହେଲେ ସମ୍ବର୍ଦ୍ଧିତ

25-Jun-2023



ବରଗଡ଼:-ଓଡ଼ିଶାର ସୁନାଧମନ୍ଯ ଭୂତପୂର୍ବ ମୁଖ୍ୟମନ୍ତ୍ରୀ ତଥା ଦରିଦ୍ର-ପ୍ରାଣ ନବକୃଷ୍ଣ ଚୌଧୁରୀଙ୍କ ୩୯ତମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ମହାସମାରୋହରେ ପାଳନ କରିଛି ବରଗଡ ଜିଲ୍ଳାରୁ ପ୍ରକାଶିତ ପାକ୍ଷିକପତ୍ରିକା କୋଶଲଟାଇମ । ଏହି ଅବସରରେ ଓଡିଶାର ପୂର୍ବାଞ୍ଚଳର ଦଶଟି ଜିଲ୍ଲାର ଗରୀବ ମେଧାବୀ ପ୍ରତିଭା, ଭିନ୍ନକ୍ଷମ ପ୍ରତିଭା,ଶହୀଦ ପରିବାର ଏବଂ ଶତାୟୁ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

କୋଶଲଟାଇମ ପତ୍ରିକା ପକ୍ଷରୁ ପ୍ରତିବର୍ଷ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଉତ୍ସବ ପାଳନ ସହ ଓଡିଶାର ପଶ୍ଚିମାଞ୍ଚଳର କୋଣକମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କେବଳ ଫୋନ୍ କଲ୍ ମାଧ୍ୟମରେ ନିମନ୍ତ୍ରଣ ସ୍ବୀକାର କରିଥିବା କଥା କହିବା ସହ କାର୍ଯ୍ୟକ୍ରମରେ ସମ୍ମିଳିତ ହୋଇ ଗୌରବ ଅନୁଭବ କରିଥିବା ପ୍ରକାଶ କରିଥିଲେ । ମେୟର ସୁଲୋଚନା ଦାସ କହିଥିଲେ ଯେ, ନବକୃଷ୍ଣଙ୍କ ପରି ମୁଖ୍ୟମନ୍ତ୍ରୀ ଆଉ ଜନ୍ମହେବା ଅସମ୍ଭବ।  ତାଙ୍କର ସାରଲ୍ଯ, ନିଃସ୍ବାର୍ଥପର ଦେଶସେବା, ଜମିଦାରୀ ଉଚ୍ଛେଦ, ଜମିଜମା ଆଇନ୍ ଆଦି ପାଇଁ ସେ ସାଢେ ଚାରି କୋଟି ଓଡିଆଙ୍କ ପ୍ରାତଃସ୍ମରଣୀୟ । ପଦ୍ମଶ୍ରୀ ଶ୍ଯାମାମଣି ଦେବୀ ମଧ୍ଯ ଜଗନ୍ନାଥ ଭଜନ ସହ ଆରମ୍ଭ  କରିଥିବା ତାଙ୍କ ଅଭିଭାଷଣରେ ନବକୃଷ୍ଣଙ୍କ ସ୍ମୃତିଚାରଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପୂର୍ବାଞ୍ଚଳର ଦଶଟି ଜିଲ୍ଲା ଯଥା-କଟକ, ଖୋର୍ଦ୍ଧା,ବାଲେଶ୍ୱର,ଭଦ୍ରକ,ପୁରୀ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଓଗଞ୍ଜାମର ୧୩ ଜଣ ଗରୀବ ମେଧାବୀ ଛାତ୍ରଛାତ୍ରୀ ଏବଂ ଭିନ୍ନକ୍ଷମ ପ୍ରତିଭାଙ୍କ

ସମେତ  ୧୯୨୪ ମସିହାରେ ଜନ୍ମିତ ଶତାୟୁ ସ୍ବାଧୀନତା ସଂଗ୍ରାମୀ ଶ୍ରୀଯୁକ୍ତ ଦ୍ବିଜବର ସାଥୁଆ(କଟକ ଜିଲ୍ଲା , ସାଇଲେ ଗ୍ରାମ)ଶ୍ରୀଯୁକ୍ତ ମାୟାଧର ମଲ୍ଲିକ( କଟକ ଜିଲ୍ଲା , ପୁରୁଷୋତ୍ତମପୁର)ଏବଂ ଇନ୍ଦ୍ରମଣି ଖଟୁଆ(କଟକ ଜିଲ୍ଲା ,ବଡମାଲ ଗ୍ରାମ)  ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମର  ସୂଚନା ପ୍ରଦାନ କରିଥିଲେ ଆୟୋଜକ ସଞ୍ଜୀବ କୁମାର ମହାପାତ୍ର । ପାୟଲ ନାଏକଙ୍କ ସଞ୍ଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ପରିଚୟ ପ୍ରଦାନ କରିଥିଲେ ଅର୍ପିତା ବେହେରା ଓ ଧନ୍ୟବାଦ ଅର୍ପଣ କରିଥିଲେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ବୈଷ୍ଣବ ଭୋଇ।  ପେଟାଲ୍ସ୍ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନେ ସମ୍ବଲପୁରୀ ନୃତ୍ଯ ପରିବେଷଣ କରିଥିଲେ ।
(ବରଗଡ଼ରୁ ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like