-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ତେଲ ବ୍ରିଜ ର ପାଣି ନିଷ୍କାସନ ପୋଲ ସବୁକୁ ସଫା କଲେ ସ୍ୱଚ୍ଛ ଭାରତ ସ୍ବେଛାସେବୀ   

25-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୋନପୁର ମନମୁଣ୍ଡା ତେଲ ବ୍ରିଜ ରେ ଦୀର୍ଘ ଦିନ ରୁ  ବାଲି ରେ ପୋତି ହୋଇଥିବା ପାଣି ନିଷ୍କାସନ ଛୋଟ ଛୋଟ ଶହ ଶହ ପୋଲ ସବୁ କୁ ଆଜି ସଫା କଲେ ଓ ପାଣି ନିଷ୍କାସନ କଲେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ର କିଛି ସ୍ବେଛାସେବୀ l ବ୍ରିଜ ରେ ଜମି ଥିବା  ପ୍ରଥମ ବର୍ଷା ପାଣି, ବାଲି,  ଖାଲ ନାଳ ଓ  ଲୁହl ଛଡ଼

ଯୋଗୁଁ ପ୍ରତ୍ୟହଃ ଯିବା ଆସିବା କରୁଥିବା ହଜାର ହଜାର ଗାଡି ଚାଳକ ଓ ଯାତ୍ରୀ ଅସୁରକ୍ଷିତ ମନେ କରୁଥିବା ଅଭିଯୋଗ ହୋଇଛି l ଓ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଥିବା ଦେଖାଯାଉଛି l  ୧୯୭୩ ମସିହା ରେ ଓଡିଶା ର ରାଜ୍ୟପାଳ ବି ଡି ଜଟ୍ଟୀ ଙ୍କ ଦ୍ୱାରା ଶୁଭାରମ୍ଭ ହୋଇ ବାଲାଙ୍ଗୀର ସୋନପୁର ରୁ ବୌଦ୍ଧ ଜ଼ିଲ୍ଲା ଓ  ରାଜଧାନୀ ଭୁବନେଶ୍ୱରକୁ ସଂଯୋଗ କରୁଥିବା ଏହି ପୁରାତନ ତେଲ ବ୍ରିଜ ଦୀର୍ଘ ଦିନରୁ  ରୁଗ୍ଣ ଓ ଜରାଜୀର୍ଣ ଅବସ୍ଥା ରେ ରହିଛି l କିନ୍ତୁ ଏହାର ଯତ୍ନ ଓ ରକ୍ଷଣା ବେକ୍ଷଣ ଦିଗରେ ଏନ ଏଚ ବିଭାଗ ଓ ରାଜ୍ୟ ପ୍ରଶାସନ ର ଅଣଦେଖା ଯୋଗୁଁ ଆଜି ଆଉ ଏକ ଦ୍ଵିତୀୟ ନୂତନ ପୋଲ ର ଆବଶ୍ୟକ ଜରୁରୀ ହୋଇ ପଡିଛି l ଯଦି ପବ୍ଲିକ କିମ୍ବା ସାମ୍ବାଦିକ ଙ୍କ କେବେ କିଛି  ଅଭିଯୋଗ ହୁଏ  ତାହେଲେ  କେବେ କେବେ ରଙ୍ଗ ଓ ସିମେଣ୍ଟ ପିଚୁ ଟିକିଏ ବୋଳି ଦେଇ ଏନଏଚ ବିଭାଗ ଚତୁରତା ର ସହ ଦୋଷ ମୁକ୍ତ ହେବାର ଓ ଲୋକ ଙ୍କ ଆକ୍ରୋଶ ଯୋଗୁଁ ସ୍ପଟ ରୁ ଖସି ଯିବାର ଦେଖା ଯାଇଥାଏ l ଆଜିର ଏହି ସଫେଇ ଓ ପାଣି ଡ୍ରେନାଇଜ  ରେ ସ୍ୱଚ୍ଛ ଭାରତ ସଂଗଠନ ର ଉଦ୍ୟୋକ୍ତା ସୟଦ ଅଲିମୁଲ ଇସଲାମ, ବୈକୁଣ୍ଠ ଶତପଥୀ, ମନୋରଞ୍ଜନ ତ୍ରିପାଠୀ, ତରଣୀ ମେହେର, ସିମାଞ୍ଚଳ ହୋତା, ଡା. ସରୋଜ ପଟେଲ, ବିକ୍ରମ ବାବୁ, ମିଲୁ ବାବୁ ପ୍ରମୁଖ ଅନେକ ସଭ୍ୟ ଯୋଗ ଦେଇଥିଲେ l  ପ୍ରକାଶ ଥାଉ କି ଯେ  2014 ମସିହାରୁ ଏହି ସଂଗଠନ ତେଲ

ବ୍ରିଜ ର ରକ୍ଷଣାବେକ୍ଷଣ ପାଇଁ ବାଲି ସଫେଇ,  ଓ ଉଭୟ ପଟ ର ଖାଲ ପୋତିବା ସହିତ ସୁପ୍ତ ହୋଇ ରହି ଥିବା ବୌଦ୍ଧ ବାଲାଙ୍ଗୀର ଏନ ଏଚ ବିଭାଗକୁ ଜାଗ୍ରତ କରିଆସୁଥିବା ଅନେକ ନଜିର ଅଛି l ଏବଂ ଏହାର ଯତ୍ନ ଲାଗି ସୁବର୍ଣ୍ଣପୁର ପ୍ରାକ୍ତନ କଲେକ୍ଟରଙ୍କୁ ଲିଖିତ ଆକାରରେ ଅଭିଯୋଗ କରାଯାଇଥିବା ଓ ଜ଼ିଲ୍ଲାପାଳ ଶ୍ରୀମତୀ ନର୍ଭଣେ ବିଭିନ୍ନ କମ୍ପାନୀ ସହ ଯୋଗାଯୋଗରେ ଥିବା ବିଷୟ ମେସେଜ ରେ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like