-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡରେସନ କର୍ମକର୍ତ୍ତା ଚୟନ

25-Jun-2023



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ସଭାପତି ଧନଞ୍ଜୟ ଦୀପ୍ ଙ୍କ ଆହ୍ଵାନ କ୍ରମେ କୋକସରା ବ୍ଲକ ଗତାବନ୍ଦ ଠାରେ କୋକସରା ବ୍ଲକ ୨୨ଟି ପଞ୍ଚାୟତର ଏସ୍ ସି ସମାଜର ଶତାଧିକ ସଦସ୍ୟ ସଦସ୍ୟା ଙ୍କ ଉପସ୍ଥିତିରେ ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡରେସନ କୋକସରା ବ୍ଲକ କର୍ମକର୍ତ୍ତା ଚୟନ କରାଯାଇଛି ।କୋକସରା ବ୍ଲକ ଡମ୍ବ ସମାଜ ର ସଭାପତି ବନମାଳୀ ବାଗ ଙ୍କ ସଭାପତିତ୍ବରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଏଠାରେ ସଭା ପରିଚାଳନା କରିଥିଲେ ବୈକୁଣ୍ଠ ଜାଲ ପର୍ଯ୍ୟବେକ୍ଷକ ଭାବେ ଜିଲ୍ଲା ରୁ ଉପଦେଷ୍ଟା ବିଜୟରାଜ ଶିକ୍ଷା,ଶତ୍ରୁଘ୍ନ ବାଗ, ସାଧାରଣ ସମ୍ପାଦକ ଯତୀନ୍ଦ୍ର କର,ଆଇନ ବିଭାଗ ମୁଖ୍ୟ ଛବିଲାଲ ନିଆଲ ,ଯୁବ ମୁଖ୍ୟ ତେଜରାଜ ବେହେରା,ସାମାଜିକ ମୁଖ୍ୟ ଧବଳେଶ୍ଵର ନାଗ, ସମ୍ପାଦକ  ଅଶୋକା ନାଏକ, ଶ୍ରୀକାନ୍ତ ଛତ୍ରୀଆ, କେସିଙ୍ଗା ଏନ୍ ଏ ସି ସଭାପତି ବିଷ୍ନୁ ମଙ୍ଗରାଜ,ସୁନୀଲ ବିଶି, କଲମପୁର ବ୍ଲକ ସଭାପତି ଲିମିସ୍ଵର ବାଗ, ସାଧାରଣ ସମ୍ପାଦକ ବଳରାମ ଛତ୍ରୀଆ ଉପସ୍ଥିତ  ଥିଲେ,,ସର୍ବ ସମ୍ମତି କ୍ରମେ କୋକସରା ବ୍ଲକ ନୂତନ କର୍ମକର୍ତ୍ତା ଭାବେ ଚୟନ କରାଯାଇଛି,କୌଶିକ ଦୁରିଆ ସଭାପତି,କୁରୁକ୍ଷେତ୍ର ପାଣିଗ୍ରାହୀ, ଜୟରାମ  ମହାନନ୍ଦ,ଧନଞ୍ଜୟ  ବାଗ, ଚାରି ଜଣ କାର୍ଯ୍ୟକାରୀ ସଭାପତି,ପବିତ୍ର ମୋହନ ନିଆଲ, ଓକିଲ ଦୀପ୍, ଧ୍ଵଜ ମହାନନ୍ଦ, ନିରଞ୍ଜନ ବାଗ, ଦିଗମ୍ବର ବେମାଲ, କ୍ଷିତିସୁତା ବେମାଲ।ଏହି ପରି ଭାବରେ ବିଭିନ୍ନ ପଦ ପଦବି ପାଇଁ କର୍ମକର୍ତ୍ତା ଚୟନ କରି, କରିଥିଲେ ।
ଏବଂଆଇନ ଯିବି ପଞ୍ଚାନନ ବେଶ୍ରା, ଲକ୍ଷୀ ଧର ମେହେର, ଲକ୍ଷ୍ମୀ କାନ୍ତ ଖମାରୀ,ମିଡିଆ ରୁ ବଂଶୀ ଧର ବେଶ୍ରl, ଚକ୍ର ଧର ବେଶ୍ରl, ତ୍ରିଲକ୍ୟ ବେଶ୍ରା, ଉପସ୍ଥିତ ରହି ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like