-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||     

HOME   ଜିଲ୍ଲା

ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ  ବିଲେଇସର୍ଡା ହାଇସ୍କୁଲରେ “କୃତୀତ୍ୱ ହିଁ ପ୍ରେରଣା ର ଉତ୍ସ” ଶୀର୍ଷକ ଆଲୋଚନାଚକ୍ର  

10-Dec-2020



ବଲାଙ୍ଗିର/ପୁଇଁତଳା:(ସନ୍ତୋଷ କୁମାର ଠାକୁର)- ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ସ୍ଥିତ ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ‘କୃତୀତ୍ୱ ହିଁ  ପ୍ରେରଣା ର ଉତ୍ସ’  ଶୀର୍ଷକ ଆଲୋଚନାଚକ୍ର  ଅନୁଷ୍ଠିତ ହୋଇଯାଇଛି ।   ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଏହି ଆଲୋଚନାଚକ୍ର ରେ ମୁଖ୍ୟ ଅତିଥି ଭାବେ ପୁଇଁତଳା ବ୍ଲକ ଶିକ୍ଷା ଅଧିକାରୀ ନେପାଳ ଚନ୍ଦ୍ର ବାଗ ଯୋଗ ଦେଇଥିଲେ । ଶ୍ରୀ ବାଗ ନିଜ ବକ୍ତବ୍ୟରେ ପ୍ରେରଣାକୁ ନେଇ ଜଣେ ଛାତ୍ର ନିଜର ଉଜ୍ଜ୍ୱଳ ଭବିଷ୍ୟତ ଗଢିବାରେ ସମର୍ଥ ହେବା ସହ ନିଜକୁ ଜଣେ ସୁ ନାଗରିକ ଭାବରେ ଗଢି ତୋଳିବା ପାଇଁ ଏହି ପ୍ରେରଣା ଉତ୍ସରୁ ସଫଳତା ସାଉଁଟି ଥାଏ ବୋଲି କହିଥିଲେ । ନିମନ୍ତ୍ରୀତ ଅତିଥି ଭାବେ ବିଦ୍ୟାଳୟର ପୁରାତନ ଛାତ୍ର ତଥା ଯୁବ ସମାଜସେବି ମଧୁସୂଦନ ପଧାନ ମାନବ ଅଧିକାର କେବଳ ଏକ ସ୍ଲୋଗାନରେ ସୀମିତ ହେବା ଉଚିତ୍ ନୁହେଁ, ଏହା ମଣିଷର ଏକ ସଂସ୍କାର ହେବା ଆବଶ୍ୟକ ବୋଲି କହିବା ସହ ମାନବିକ ଅଧିକାର ର ସୁରକ୍ଷା ସମସ୍ତଙ୍କର ଦାୟିତ୍ୱ ବୋଲି ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁରୋହିତ ଭାତୃଭାବ ଜାଗରିତ ହେଲେ ବିଶ୍ୱରେ ବାସ କରୁଥିବା ବିଭିନ୍ନ ଲୋକଙ୍କ ମଧ୍ୟରେ ସ୍ନେହ, ସହଯୋଗ ଓ ବନ୍ଧୁତା ବୃଦ୍ଧି ପାଇବ ବୋଲି  କହିଥିଲେ । ଏହି ଅବସରରେ ଏନ.ଆର.ଟି.ଏସ ପରୀକ୍ଷାରେ କୃତୀତ୍ୱ ହାସଲ କରିଥିବା ଛାତ୍ରୀ ଶାମୁକା ବିଶ୍ୱାଳ ଓ ଏନ.ଏମ୍‌.ଏମ୍‌.ଏସ୍ ପରୀକ୍ଷାରେ କୃତୀତ୍ୱ ହାସଲ କରିଥିବା ଛାତ୍ର ସୁମନ ପାଣିଗ୍ରାହୀ ଓ ମିଲନ କୁମାର ତ୍ରୀପାଠୀଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ । ଆସନ୍ତା ତା.୧୫.୧୨.୨୦୨୦ ଦିନ ଏନ.ଆର.ଟି.ଏସ ପରୀକ୍ଷା ଦେବାକୁ ଥିବା ୨୦ ଜଣ ଛାତ୍ର ଛାତ୍ରୀଙ୍କୁ ପ୍ରବେଶ ପତ୍ର  ସହ ମାକ୍ସ, ପେନ, ପେନସିଲ, ରବର ଇତ୍ୟାଦି ସାମଗ୍ରୀ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଶିକ୍ଷକ ରଞ୍ଜିତ ମିଶ୍ର ପରିଚାଳନା କରିଥିବା  ବେଳେ ପୁରାତନ ଛାତ୍ର ନାରାୟଣ ପାଣିଗ୍ରାହୀ, ବିଜୁ ରଣା, ଦେବରାଜ ପାଣିଗ୍ରାହୀ, ଅବିନୟ ତ୍ରିପାଠୀ, ଲିପା ବିଶ୍ୱାଳ,  ଜଗନ୍ନାଥ ଯୋଶୀ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026

You Might Also Like