-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ଉନ୍ନତ ଗମନାଗମନ ବ୍ୟବସ୍ଥା ଅଂଚଳର ସାମୁହିକ ବିକାଶ ପାଇଁ ରାସ୍ତା ଖୋଲେ - ନରସିଂହ ଚନ୍ଦନଭାଟି- ଛତାମଖନା ରାସ୍ତା ପ୍ରଶସ୍ତିକରଣ ର ଭିତ୍ତିପ୍ରସ୍ତର ଦେଲେ ନରସିଂହ ମିଶ୍ର

25-Jun-2023



ବଲାଙ୍ଗିର(ଦେବାଶିଷ ବହିଦାର) ଆଜି ଅପରାହ୍ନ ରେ ବଲାଙ୍ଗିର - ସମ୍ବଲପୁର ରାସ୍ତା ଏନ୍‌.ଏଚ୍ ୨୬ ଛତାମଖନା ଛକ ଠାରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ କର କମଳରେ ଶ୍ରୀ ମିଶ୍ରଙ୍କ ଦ୍ୱାରା ପ୍ରସ୍ତାବିତ ସଦର ବ୍ଲକ ଚନ୍ଦନଭାଟି ଭାୟା କଅଁଗାଁ , ମିର୍ଦ୍ଧାପାଲି ରୁ ଛତାମଖନା ଛକ ଜାତୀୟ ରାଜପଥ ପର‌୍ୟ୍ୟନ୍ତ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କାର‌୍ୟ୍ୟକ୍ରମ ମହାଆଡମ୍ବରରେ ହୋଇଯାଇଛି । ଏହା ପରେ ବିଭିନ୍ନ ପଂଚାୟତରୁ ଆସିଥିବା ଲୋକ ସହ ଭାବ ଆଦାନ ପ୍ରଦାନ ପାଇଁ ଏକ ବିରାଟ ସଭାର ଆୟୋଜନ କରାଯାଇଥିଲା । ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ କହିଲେ ପୂର୍ବରୁ ଥିବା ସଂକୀଣ୍ଣ ରାସ୍ତା ର ପ୍ରଶସ୍ତିକରଣ ହେବା ଦ୍ୱାରା ଗମନାଗମନର ବିକାଶ ସହ ରାସ୍ତା ପାଶ୍ୱର୍ ବିଭିନ୍ନ ଗ୍ରାମାଞ୍ଚଳର ଅର୍ଥନୈତିକ ତଥା ସାମାଜିକ ଏବଂ ଶିକ୍ଷାକ୍ଷେତ୍ରରେ ବିକାଶ ଦିଗରେ ସହାୟକ ହେବ, ସମୁଦାୟ ୪ କିମି ରାସ୍ତା ନିର୍ମାଣ ପାଇଁ ୨କୋଟି ୮୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ଏବଂ ଆସନ୍ତା ନଭେମ୍ବର ମାସ ସୁଦ୍ଧା କାର‌୍ୟ୍ୟ ସମ୍ପନ୍ନ ହେବ । ଲୋକଙ୍କ ଦାବି ମୁତାବକ ବିଧାୟକ ଶ୍ରୀ ମିଶ୍ରଙ୍କ ଉଦ୍ୟମ କ୍ରମେ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ଛତାମଖନା ମହାବିଦ୍ୟାଳୟକୁ ୫୦ଲକ୍ଷ ଟଙ୍କା ଓ ସ୍ଥାନୀୟ ପୋଖରୀ ର ଉନ୍ନତି ପାଇଁ ୫୦ଲକ୍ଷ ଟଙ୍କା ମଞ୍ଜୁରି ପାଇ ଥିବାରୁ ଅଂଚଳବାସୀ ତରଫରୁ ଶ୍ରୀ ମିଶ୍ରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଥିଲେ ଖୁବ୍ ଶିଘ୍ର ସୁକତେଲ ନଦୀରେ ୧୫୮ କୋଟି ଟଙ୍କାରେ ନିର୍ମାଣଧିନ ବ୍ୟାରେଜ କାମ ସମ୍ପୁର୍ଣ୍ଣ ହେଲା ପରେ ଅଂଚଳର ଭୂତଳ ଜଳ ବୃଦ୍ଧି ପାଇବ ଓ ନଦୀ ର ଉଭୟକୂଳରେ ଥିବା ଗାଁମାନଙ୍କ ଚାଷିମାନେ ଲାଭବାନ ହେବେ । ଆଜିର ଏହି କାର‌୍ୟ୍ୟକ୍ରମକୁ ଯୁବନେତା ଶୁଭ୍ରାଂଶୁ ଶେଖର ପଣ୍ଡା ସଂଯୋଜନା କରିଥିବା ବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ନିର୍ମାଳ ଚନ୍ଦ୍ର ଜେନା ଏବଂ ଉପ-ବିଭାଗୀୟ ଯନ୍ତ୍ରୀ ବୁଦ୍ଧେଶ୍ୱର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର‌୍ୟ୍ୟକ୍ରମରେ ଛତାମଖନା, ମିର୍ଦ୍ଧାପାଲି, ସକମା ସହ ଅନ୍ୟାନ୍ୟ ପଂଚାୟତରୁ ବହୁ ବର୍ତ୍ତମାନ ତଥା ପୂର୍ବତନ ସରପଞ୍ଚ ଏବଂ ସମିତି ସଭ୍ୟ ସହ ଶତାଧିକ ମହିଳା ଏବଂ ପୁରୁଷ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like