-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ସଂଯୁକ୍ତ ମୋର୍ଚ୍ଚା ସମାବେଶ ତଥା ମହା ଜନସମ୍ପର୍କ ଅଭିଯାନ

25-Jun-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଲୋଇସିଂହା ବିଧାନସଭା ସ୍ତରୀୟ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ଅଗ୍ରେସନ ଭବନ ଠାରେ ବିଜେପି ପକ୍ଷରୁ ସଂଯୁକ୍ତ ମୋର୍ଚ୍ଚା ସମାବେଶ ତଥା ମହା ଜନସମ୍ପର୍କ ଅଭିଯାନ ମହା ସମାବେଶ ଅନୁଷ୍ଠିତ  ହୋଇଥିଲା l ଆଜିର ଏହି ସମାବେଶ ରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଉପସ୍ଥିତ ରହି ଏହି ସଂଯୁକ୍ତ ମୋର୍ଚ୍ଚା ସମାବେଶ ର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ l ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସମସ୍ତ ମଣ୍ଡଳ ସଭାପତି ତା ସଂଗେ ସଂଗେ ତିନୋଟି ବ୍ଲକ ର ଶତାଧିକ ମହିଳା ଓ ବିଜେପି କର୍ମକର୍ତା ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l ପ୍ରଥମେ ମୁଖ୍ୟଅତିଥି ତଥା ବଲାଙ୍ଗୀର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ ଙ୍କୁ ପାଛୋଟି ଆଣି ସ୍ୱାଗତ ସମ୍ବର୍ଦ୍ଧନା ଦେଇ ମଂଚାସୀନ କରାଯାଇଥିଲା l

ପରେ ପରେ ମହାପୁରୁଷ ଙ୍କ ଫୋଟୋଚିତ୍ର ରେ ମାଲ୍ୟାର୍ପଣ ତଥା ଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ କରାଗଲା l ଏହି ମୋର୍ଚ୍ଚା ସମାବେଶରେ ଯଶ୍ୱସୀ ପ୍ରଧାନମନ୍ତ୍ରୀ ଙ୍କର ନଅ ବର୍ଷ ମଧ୍ୟରେ ବିଭିନ୍ନ ଲୋକାଭିମୁଖୀ ଯୋଜନା ଉପରେ ଆଲୋଚନା ହୋଇଥିଲା l ମୁଖ୍ୟତଃ ବେଟି ପଢ଼ାଓ ବେଟି ବଚାଓ, 3 ଶହ ଟି ଭିତିଭୂମି ଉପରେ, ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପ, ବଲାଙ୍ଗୀର ଖୋର୍ଦ୍ଧା ରେଳ ଲାଇନ ପ୍ରକଳ୍ପ, ମେଗା ଜଳସେଚନ ପ୍ରକଳ୍ପ, ଜଳ ମିଶନ ଶକ୍ତି ପ୍ରକଳ୍ପ, ଲୋଇସିଂହା ଠାରେ ପୂରୀ-ଦୁର୍ଗ ଏକ୍ସପ୍ରେସ ର ରହଣି, ବଲାଙ୍ଗୀର ବାଇବାସ ନିର୍ମାଣ, ଜାତୀୟ ରାଜପଥ ନିର୍ମାଣ, ବଟଲି ପ୍ଲାଣ୍ଟ, କଣ୍ଟାବାଞ୍ଜି ରେ ରେଳଡବା କାରଖାନା, ପ୍ରତ୍ୟକ ବ୍ଲକ ରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ଉନ୍ନତିକରଣ, କେନ୍ଦ୍ରୀୟ ବିଦ୍ୟାଳୟ ଏଭଳି ଅନେକ ଗୁଡିଏ ଯୋଜନା ସାଂସଦ ସଂଗୀତା କୁମାରୀ ସିଂଦେଓ ବିଜେପି କର୍ମକର୍ତା ଙ୍କ ଗହଣରେ ନିଜର ବକ୍ତବ୍ୟ ରଖିଥିଲେ l ଏହାସହ ବିଜେପି ଦଳ ଲୋଇସିଂହା ନିର୍ବାଚନ ମଣ୍ଡଳୀ ରେ ଏକଜୁଟ ହୋଇ କିପରି ନିର୍ବାଚନ ଲଢ଼ିବ ସେ ବିଷୟରେ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ l ତା ସଂଗେ ସଂଗେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଯଶ୍ୱାସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କ ର ବିଭିନ୍ନ ଲୋକାଭିମୁଖୀ ଯୋଜନା ଉପରେ କର୍ମକର୍ତା ଙ୍କୁ ବୁଝାଇବା ଶହ ଦଳ କିପରି ଆଗକୁ ମଜବୁତ ହେବ ସେ ବାବଦରେ ସ୍ପଷ୍ଟୀକରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like