-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଆମ୍ବେଦକରବାଦ ହିଁ ଆଣିପାରିବ ସମାଜରେ ଏକତା, ଭାଇଚାରା ଓ ସମାନତା ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନ, କର୍ଲାମୁଣ୍ଡା ବ୍ଲକ କମିଟି ଗଠିତ

25-Jun-2023



କର୍ଲାମୁଣ୍ଡା,(ପ୍ରଦୀପ କୁମାର ସାହୁ) ସମଗ୍ର ବିଶ୍ବରେ ଭାରତୀୟ ସମ୍ବିଧାନ ଓ ଏହାର ବିଧିବ୍ୟବସ୍ଥାକୁ ନେଇ କ୍ରମାଗତ ଆସ୍ଥା ବଢ଼ିବାରେ ଲାଗିଛି ! ସେହିପରି ଭାବରେ ଦେଶରେ ସମ୍ବିଧାନ ଓ ସମ୍ବିଧାନ ନିର୍ମାତା ବାବା ସାହେବ ଡ. ବି.ଆର୍ଆ ମ୍ବେଦକରଙ୍କ ନୀତି ଓ ଆଦର୍ଶ ସର୍ବୋପରି ଆମ୍ବେଦକରବାଦ ହିଁ ସମାଜରେ ଏକତା, ଭାଇଚାରା ଓ ସମାନତା ଆଣିପାରିବ ବୋଲି ଆଜି କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହାଠାରେ ଓଡ଼ିଶାର ଅଗ୍ରଣୀ ସାମାଜିକ ଓ ବୈଚାରିକ ସଂଗଠନ ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନର ବ୍ଲକସ୍ତରୀୟ କମିଟି ଗଠନ ଓ ସାଧାରଣ ସଭାରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି !  ଏଥିରେ ମୁଖ୍ୟ ଅତିଥି ଭାବେ ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନର ସଭାପତି ଶ୍ରୀବତ୍ସ ତାଣ୍ଡି ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ସାଧାରଣ ସଂପାଦକ ସୂର୍ଯ୍ୟନାରାୟଣ କୁମାର, ଉପସଭାପତି ଓମପ୍ରକାଶ ଛତ୍ରିଆ, ସଞ୍ଜୟ ମେହେର, କୋଷାଧ୍ୟକ୍ଷ ଦେବେନ୍ଦ୍ର ନାଏକ, ଉପଦେଷ୍ଟା ଯୋଗେଶ୍ବର ସାଗର, ଏସ୍. ସୁଜାତା, ସାମାଜିକ ବିଭାଗ ମୁଖ୍ୟ ରେଣୁକା ଛତ୍ରିଆ, ଯୁବ ବିଭାଗ ମୁଖ୍ୟ ଚନ୍ଦନ ନାଏକ, ସଞ୍ଜୟ ସୁନାନୀ, କର୍ମଚାରୀ ବିଭାଗ ମୁଖ୍ୟ ବୈକୁଣ୍ଠ ବେମାଲ, କାର୍ଯ୍ୟକାରୀ କମିଟି ସଦସ୍ୟ ସୁଶୀଲ କୁମାର ବାଗ, ମହିଳା ବିଭାଗ ଉପସଭାନେତ୍ରୀ ଲୀନା କୁମାର, ସଂପାଦିକା ଉଷାରାଣୀ ବାଗ, ନକଟିଗୁଡ଼ା ସଭାନେତ୍ରୀ ଅହଲ୍ୟା ନାଏକ, ସଦସ୍ୟା ସୋନାଲୀ ଦୀପ, ସ୍ନେହଲତା ଦୁର୍ଗା ପ୍ରମୁଖ ଯୋଗ ଦେଇଥିଲେ !

ଏଇ ଅବସରରେ ଫେଡେରେସନର କର୍ଲାମୁଣ୍ଡା ବ୍ଲକ ସଭାପତି ଭାବେ ବରୁଣ ସୁନା, ସାଧାରଣ ସଂପାଦକ ଭାବେ ତ୍ରିଭୂବନ ନାଗ, ଉପସଭାପତି ଭାବେ ବରୁଣ ଛତ୍ରିଆ, ରାଷ୍ଟ୍ରପତି ସୁନା, ସଚ୍ଚିଦାନନ୍ଦ ନାଏକ, ଟିକ ବାଗ, ସହ ସଂପାଦକ ଆନନ୍ଦ ନାଗ, ଯୁଗଳ ନାଗ, ଅଜୟ ମହାନନ୍ଦ, ରାଧେଶ୍ୟାମ ବାଗ, କୋଷାଧ୍ୟକ୍ଷ ଦଣ୍ଡପାଣି ନାଏକ, ଆଇନ ବିଭାଗ ମୁଖ୍ୟ ଭାବେ ଦଇତ କୁମାର ନାଏକ, ସାମାଜିକ ବିଭାଗ ମୁଖ୍ୟ ବିଶ୍ବାମିତ୍ର ନାଗ, ଯୁବ ବିଭାଗ ସଭାପତି ଟୁନୁ ନନ୍ଦ, କର୍ମଚାରୀ ବିଭାଗ ମୁଖ୍ୟ ଶରତ ବାରିକ, ମିଡିଆ ବିଭାଗ ମୁଖ୍ୟ ଭାବେ ସତ୍ୟ ନାରାୟଣ କୁମାର, ସାଂସ୍କ୍ରୁତିକ ବିଭାଗ କେଶବ ନନ୍ଦ, ନରେଶ ନାଏକ, ବ୍ଲକ ଉପଦେଷ୍ଟା ଭାବେ ଦଇତରାମ ସୁନା, ମହିଷ ଚନ୍ଦ୍ର ସୁନା, ବୁଦ୍ଧେଶ୍ବର ନାଗ, ରୂପାଧର କୁମାର, ଲକ୍ଷ୍ମଣ କୁମାର, ମଧୁସୂଦନ ବାଗ, ଶୁଭକେଶୀ କୁମାର, ଧର୍ମୁଦୟ ସେନାପତି, ତପି ସେନାପତି, ସୁନୀଲ ସୁନା, ବେଣୁଧର କୁମାର, ଚନ୍ଦ୍ରମଣି ନାଗ, ଟୁକୁମଣି ସୁନା, ଅଶୋକ କୁମାର, ଗୁର ସୁନା, ସନ୍ତଲାଲ ବିଭାର ପ୍ରମୁଖଙ୍କୁ ମନୋନୀତ କରାଯାଇଥିଲା ! ସେହିପରି ଫେଡେରେସନର ବ୍ଲକ ମହିଳା ବିଭାଗରେ ହେମବନ୍ତୀ ନନ୍ଦ, କମଳିନୀ ନାଏକ, ବିନୋଦିନୀ ଛତ୍ରିଆ, ତେଜବତୀ ନାଗ, ପ୍ରେମ ବେବର୍ତ୍ତା, ଦୀପା ବାଗ, ସୌରୀ ସୁନା ପ୍ରମୁଖଙ୍କୁ ମନୋନୀତ କରାଯାଇଥିଲା ! ଏଥିରେ ମଧୁସୂଦନ ବାଗ ସଭା ପରିଚାଳନା କରିଥିବାବେଳେ ସଚ୍ଚିଦାନନ୍ଦ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like