-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନିଷାନ୍ ସାହିତ୍ୟ ସଂସଦ ର ଆଦ୍ଯ ଆଷାଢ କବିତା ଆସର ଅନୁଷ୍ଠିତ

25-Jun-2023



ତୁଷୁରା ( ମନୋଜ ଜୈନ )
ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ସପ୍ତମ  କବିତା ଆସର  ନିଷାନ୍ ର ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ୨୫ ଜୁନ୍ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିଷାନ୍ ର ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଂଚାଳନ କରିଥିଲେ। ସଭା ପ୍ରାରମ୍ଭରେ କଣ୍ଠଶିଳ୍ପୀ ସୋଭାଙ୍ଗି ସୁକନ୍ୟା ତ୍ରିପାଠୀ  ସ୍ବାଗତ ସଂଗୀତ ପରିବେଷଣ କରିଥିଲେ। ଉକ୍ତ ଆଭାସି କବିତା ଆସର ରେ  ବିଶିଷ୍ଟ କବି ତଥା ଘାଏ ଦେଖତ ସାହିତ୍ୟ କଳାପଟା ର ସଂପାଦକ ବୈରାଗୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ମାତୃଭାଷାରେ କଳା ଓ ସାହିତ୍ୟ ର  ଅଭିବୃଦ୍ଧି କରିବାକୁ ସମସ୍ତଙ୍କୁ ଆହ୍ଵାନ ଦେଇଥିଲେ ଏବଂ ଭାଷା ସାହିତ୍ୟର ଅଗ୍ରଗତି ଦିଗରେ ନିଷାନ୍ ର ଭୂମିକା କୁ ଭୂରି ଭୂରି ପ୍ରଶଂସା  କରିଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ କବି ସନ୍ତୋଷ କୁମାର ବେହେରା  ଯୋଗଦେଇ କବିତା, ଗିତ ଓ ସଂଳାପ କହି ଶ୍ରୋତାଙ୍କ ମନ ମୋହି ନେଇଥିଲେ।   ଅନ୍ୟତମ ସମ୍ମାନିତ ଅତିଥି ଭାବେ ବ୍ଯଙ୍ଗ କବି ନିତ୍ୟାନନ୍ଦ ଷଡ଼ଙ୍ଗୀ  ବ୍ଯଙ୍ଗ କବିତା ଶୁଣାଇ  ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ସଭା ପ୍ରାରମ୍ଭରେ ବଲାଙ୍ଗିର ର ବିଶିଷ୍ଟ ସାହିତ୍ୟିକ ରାମଭକ୍ତ ଫରିକାରଙ୍କ ଅକାଳ ନିଧନ ହେତୁ ୨ ମିନିଟ୍ ନୀରବ ପ୍ରାର୍ଥନା କରି ଅମର ଆତ୍ମାର ସଦଗତି କାମନା କରାଯାଇଥିଲା ।  କବିତା ଆସର ଶେଷରେ ନିଷାନ୍ ର ସଦସ୍ୟ  କବି ପ୍ରହଲ୍ଲାଦ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ।  ନିଷାନ୍ ର ମୁଖ୍ୟ ଉପଦେଷ୍ଟା ସୋମନାଥ ମିଶ୍ର , ଯୁଗ୍ମ ସଂପାଦକ କୃଷ୍ଣେନ୍ଦ ହୋତା, ସତ୍ୟ ନାରାୟଣ ମିଶ୍ର, ରାଜୀବ ପଟେଲ,  ଶଙ୍କର୍ଷଣ ବାଗ, କାର୍ତ୍ତିକ ପୁଟେଲ,ଅନିଲ ରଣା, ନରୋତ୍ତମ ବାରିକ, ନାରାୟଣ ଦଣ୍ଡସେନା, ଅବନୀ ସାହୁ,  ସୌମ୍ୟରଞ୍ଜନ ସାହୁ, ଲିପୁନ୍ ସାହୁ, ସୁଶୀଲ କୁମାର ସେହିପରି କବୟିତ୍ରୀ ସାବିତ୍ରୀ ସାହୁ, ଅଧ୍ଯାପିକା ଆର୍. ପୁଷ୍ପାଞ୍ଜଳି, କବିତା ମିଶ୍ର, ନିରୂପମା ମିଶ୍ର, ବବିତା ନାୟକ, ତୃପ୍ତିମୟୀ ତ୍ରିପାଠୀ,  ହୀରାବତୀ ସାହୁ, ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। "ଆଦ୍ଯ ଆଷାଢ"  କବିତା ପ୍ରତିଯୋଗିତାରେ କବୟିତ୍ରୀ ଚନ୍ଦନା ମଞ୍ଜରୀ ତ୍ରିପାଠୀ, କବି ଅଭୟ ସରାଫ, କବି ରାମଚନ୍ଦ୍ର ମେହେର ବିଜେତା ଘୋଷିତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like