-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ମୁନିସିପାଲିଟି ସହ ଆଲୋଚନା କଲା ବଲାଙ୍ଗୀର ନାଗରିକ କମିଟି, ସହରରେ ଥିବା ବିଭିନ୍ନ ପାର୍କର ଉନ୍ନତିକରଣ ଓ ସ୍ୱେରେଜ ସିଷ୍ଟମ୍ ଉପରେ ଆଲୋଚନା

26-Jun-2023



ବଲାଙ୍ଗୀର, ଆଜି ବଲାଙ୍ଗୀର ସହରରର ପରିମଳ ବ୍ୟବସ୍ଥା, ଡ୍ରେନେଜ୍ ସିଷ୍ଟମ ଓ  ସହରବାସୀ ଙ୍କ ଅନ୍ୟାନ୍ୟ ମୌଳିକ ସମସ୍ୟା ନେଇ ବଲାଙ୍ଗୀର ନାଗରିକ କମିଟି ପକ୍ଷରୁ ବଲାଙ୍ଗୀର ମୁନିସିପାଲିଟିର ପୌରାଧ୍ୟକ୍ଷା ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା । ଆଜି ମୁନିସିପାଲିଟି କନଫରେନ୍ସ ହଲ ଠାରେ ଅlୟୋଜିତ ଏହି ବୈଠକରେ ସହରରର ବିଭିନ୍ନ ସ୍ଥାନରେ ଥିବା ପାର୍କର ଉନ୍ନତିକରଣ ଓ ସ୍ୱେରେଜ ସିଷ୍ଟମ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । ଆଲୋଚନାରେ ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ଯୋଗ ଦେଇ ପର୍ଯ୍ୟାୟ କ୍ରମେ ସହରର ଡ୍ରେନେଜ ବ୍ୟବସ୍ଥା ର ଉନ୍ନତି ଦିଗରେ କାମ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି । ବଲାଙ୍ଗୀର ସହରରେ ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ବିଜୁଳି ଓ ଅନ୍ୟାନ୍ୟ ଛୋଟବଡ ସମସ୍ୟାର ସମାଧାନ ପାଇଁ ମୁନିସିପାଲିଟିର ୨୧ ଟି ୱାର୍ଡରେ  କାମ ତଦାରଖ ତଥା କାମକୁ ତ୍ୱରାନ୍ୱିତ କରିବା ପାଇଁ ସକାଶେ ମୁନିସିପାଲିଟିର ଜଣେ କର୍ମଚାରୀ ଓ ବଲାଙ୍ଗୀର ନାଗରିକ କମିଟିର ଜଣେ ସଭ୍ୟ ଦାୟିତ୍ୱରେ ରହିବେ ବୋଲି ଆଲୋଚନା ବେଳେ ନିଷ୍ପତ୍ତି ହୋଇଛି ।  ଏହି ଆଲୋଚନାରେ ବଲାଙ୍ଗୀର ନାଗରିକ କମିଟିର ସଭାପତି ବେଲାରସିଂ ଭୋଇ, ସଂପାଦକ ମନୋରଂଜନ ସାହୁ, ଉପସଭାପତି ନିତ୍ୟାନନ୍ଦ ମିଶ୍ର, ସହସଂପାଦକ ଚକ୍ରପାଣି ଦାଶ, ସଭ୍ୟ ସି.ଏ ଶ୍ରୀକାନ୍ତ ଶର୍ମା, ଗୋପଭୂଷଣ ନାଥ, ମନୋରଂଜନ ପୁରୋହିତ, ଗୋପବନ୍ଧୁ ପୁରୋହିତ, ନରେଶ ଦାଶ, ରାହାସବିହାରୀ ମାଝୀ, ଦିବାକର ହୋତା, ଧର୍ମବ୍ରତବ ରଥ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like