-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପଦ୍ମପୁରରେ ନୂତନ ମିଶନ ଶକ୍ତି କ୍ୟାଫେ ଉଦ୍ଘାଟିତ

26-Jun-2023



(ପ୍ରେରଣା ଖବର)ପଦ୍ମପୁର ବ୍ଲକ କ୍ୟାମ୍ପସ ପରିସରରେ ଏକ ମିଶନ ଶକ୍ତି କ୍ୟାଫେ ଉଦ୍ଘାଟିତ ହୋଇଯାଇଛି। ଏହାକୁ ମୁଖ୍ୟ ଅତିଥି ଭାବରେ ମାନ୍ୟବର ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷାରାଣୀ ସିଂ ବରିହା ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସମ୍ମାନୀତ ଅତିଥି ରୂପେ ପଦ୍ମପୁର ଭାରପ୍ରାପ୍ତ ଉପଜିଲ୍ଲାପାଳ ସଦାକର କୁମ୍ଭାର ଯୋଗ ଦେଇଥିଲେ। ପଦ୍ମପୁରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ଏକ ମିଶନ ଶକ୍ତି କ୍ୟାଫେ ଆରମ୍ଭ ହୋଇଛି। ରାଜବୋଡାସମ୍ବର ବ୍ଲକସ୍ତରୀୟ ଏସ୍  ଏଚ୍ ଜି ମହାସଂଘର ମହିଳା ମାନଙ୍କ ଉଦ୍ୟମରେ ଏହି କ୍ୟାଫେର ଶୁଭାରମ୍ଭ ହୋଇଛି। ଏହାକୁ ମୁଖ୍ୟ ଅତିଥି ଭାବରେ ମାନ୍ୟବର ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷାରାଣୀ ସିଂ ବରିହା ଉଦ୍ଘାଟନ କରିଛନ୍ତି। ସମ୍ମାନୀତ ଅତିଥି ରୂପେ ପଦ୍ମପୁର ଭାରପ୍ରାପ୍ତ ଉପଜିଲ୍ଲାପାଳ ସଦାକର କୁମ୍ଭାର ଯୋଗ ଦେଇଥିଲେ। ଏଥିରେ ବିଡ଼ିଓ, ସିଡିପିଓ, ଏସଡିଆଇପିଆରଓ ଓ ଅନ୍ୟାନ୍ୟ ଅତିଥି ମାନେ ଯୋଗ ଦେଇଥିଲେ।

ରାଜବୋଡାସମ୍ବରର ପ୍ରାୟ ୧୭୦୦ ଏସ୍ ଏଚ୍ ଜିଙ୍କୁ ନେଇ ବ୍ଲକ ସ୍ତରୀୟ ମହାସଂଘ ଗଠିତ। ସେମାନେ ଏହି କ୍ୟାଫେରେ ପିଠା, ମଣ୍ଡା, ଇଟିଲି ଆଦି ଖାଦ୍ୟ ଘରୋଇ ମାନରେ ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେବେ ବୋଲି ସଂକଳ୍ପବଦ୍ଧ ଅଛନ୍ତି। ସକାଳ ୯ଟାରୁ ରାତି ୯ଟା ଯାଏଁ ଏହି କ୍ୟାଫେ ଖୋଲା ରହିବ।  ଏଭଳି ଉଦ୍ୟମକୁ ମାନ୍ୟବର ବିଧାୟିକା ପ୍ରଶଂସା କରିବା ସହ ଏହି ଅଞ୍ଚଳରେ ଏହା ଏକ ବଡ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ଆଶା ପ୍ରକାଶ କରିଛନ୍ତି। ମହିଳା ସଶକ୍ତିକରଣର ଏହି ନୂତନ ପ୍ରୟାସକୁ ଉପଜିଲ୍ଲାପାଳ ମଧ୍ୟ ପ୍ରଶଂସା କରିବା ସହ ଏହି କ୍ୟାଫେର ବିସ୍ତାର ପାଇଁ ସମସ୍ତ ପ୍ରକାରର ପ୍ରଶାସନିକ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଛନ୍ତି।  ପ୍ରସ୍ତୁତିଠୁ ଆରମ୍ଭ କରି ଖାଦ୍ୟ ଯୋଗାଇବା, ପରିଚ୍ଛନ୍ନତା, ଜଳସେବା ଓ ବିଲିଂ ଆଦି ସମସ୍ତ କାର୍ଯ୍ୟ ମିଶନ ଶକ୍ତିର ମହିଳା ମାନେ ହିଁ କରୁଛନ୍ତି। ତେଣୁ  ରୋଜଗାର ସହ ଏହା ଏହି ଅଞ୍ଚଳରେ ମହିଳା ସଶକ୍ତିକରଣର ଏକ ବଡ଼ ଉଦାହରଣ ହୋଇପାରିବାର ଆଶା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like